Sign in
Sign in
Recover your password.
A password will be e-mailed to you.
ଲାଞ୍ଚ ନେଇ ଫସିଗଲେ ପୋଲିସ୍ ବାବୁ, ମାଡିବସିଲା ଭିଜିଲାନ୍ସ
ଖଣ୍ଡପଡା: ଲାଞ୍ଚ ନେଉଥିଲେ ପୋଲିସ୍ ଏସଆଇ । ମାଡିବସିଲା ଭିଜିଲାନ୍ସ । ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ । ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ ଟଙ୍କାତକ ଜବତ କରିଛି ।
ତେବେ!-->!-->!-->…
ବାତ୍ୟା ଦାନା ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା
ଭୁବନେଶ୍ୱର : ଆସିଲା ସମ୍ଭାବ୍ୟ ବାତ୍ୟ ଦାନାର ଗତିପଥ। ୨୪ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଅତିକ୍ରମ କରିବ ବାତ୍ୟା ଦାନା। ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା ରହିଛି । ୨୪ତାରିଖ ରାତି ଓ ୨୫ ତାରିଖ ସକାଳେ ଏହା ଭୀଷଣ!-->…
ପୁଣି ବିଜେଡିକୁ ସୌମ୍ୟଙ୍କ କଡା କଟାକ୍ଷ, ‘ଅହଂକାର ବୁଡାଇଲା’
ବାଙ୍କୀ: ପୁଣି ବିଜେଡିକୁ ଶାଣିତ ଆକ୍ରମଣ କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ । ବିଜେଡି କାହିଁକି ହାରିଲା କାରଣ ଦର୍ଶାଇ କଟାକ୍ଷ କରି କହିଛନ୍ତି । ସୌମ୍ୟ କହିଛନ୍ତି, ବିଜେଡି କାହିଁକି ହାରିଛି କେହି ଆଲୋଚନା ପାଇଁ ପ୍ରସ୍ତୁତ ନାହାନ୍ତି । ଓଡିଶାବାସୀଙ୍କ ମନରେ ବିଜେଡିକୁ ବୁଦ୍ଧି ଶିଖାଇବା!-->…
କେଜ୍ରିଓ୍ୱାଲଙ୍କୁ ଝଟ୍କା, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କ୍ରଜିଓ୍ୱାଲଙ୍କୁ ଲାଗିଲା ସୁପ୍ରିମ ଝଟ୍କା। ଆବେଦନ ଖାରଜ କଲେ ସର୍ବୋଚ୍ଚ ଅଦାଲତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଗ୍ରୀକୁ ନେଇ କରାଯାଇଥିବା ଟିପ୍ପଣୀ ମାମଲା କେଜ୍ରିଓ୍ୱାଲଙ୍କୁ ସମନ ଜାରି ହୋଇଥିଲା।!-->…
ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା, ଚାଲିଛି ସଭ୍ୟ ସଂଗ୍ରହ ଅଭିଯାନ
ଭୁବନେଶ୍ଵର: ଆଜିଠୁ ସାରା ରାଜ୍ୟରେ ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ପର୍ଯ୍ୟାୟ ପଦଯାତ୍ରା ଚାଲିବ। ଅକ୍ଟୋବର ୨ ‘ଗାନ୍ଧୀ ଜୟନ୍ତୀ’ ଠାରୁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା!-->…
କାର୍ତ୍ତିକ ପ୍ରଥମ ସୋମବାର : ଶୈବପୀଠରେ ଭକ୍ତଙ୍କ ଭିଡ଼
ହିଞ୍ଜିିଳିକାଟୁ : ଧର୍ମ ଅର୍ଜନର ମାସ ତଥା ପବିତ୍ର କାର୍ତ୍ତିକ ମାସ ପ୍ରଥମ ସେମାବାର ଅବସରରେ ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତି ଅଞ୍ଚଳର ଶୈବପୀଠ ଗୁଡ଼ିକରେ ଦିନତମାମ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା । ପ୍ରାତଃହରୁ ଶୈବପୀଠ ଗୁଡ଼ିକରେ ମାର୍ଜଣା, ମଇଲମ, ସୂର୍ଯ୍ୟପୂଜା, ମଙ୍ଗଳ ଆଳତି!-->…
୬୫ତମ ପୁଲିସ ଶହୀଦ୍ ସ୍ମୃତି ଦିବସ ଅନୁଷ୍ଠିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ରିଜର୍ଭ ପୋଲିସ ପଡିଆ ଠାରେ ଜିଲ୍ଲା ପୋଲିସ ତରଫରୁ ୬୫ ତମ ପୁଲିସ ଶହୀଦ୍ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ହରିଶ ବି ସି ଯୋଗ ଦେଇ ସହୀଦ ସ୍ମୃତି ସ୍ମାରକାରୀରେ ପୁଷ୍ପଗୁଚ୍ଛ!-->…
ନିଆରା ଢଙ୍ଗରେ ପର୍ବ ପର୍ବାଣୀ ପାଳନ କରନ୍ତି ପ୍ରଭାକର
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ର ପ୍ରଭାକର ନାୟକ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଜ ବାସ ଭବନରେ ମାଆ ଦୁର୍ଗା ଓ ଲଷ୍ମୀ ଙ୍କୁ ମହା ଆଡ଼ମ୍ବର ସହକାରେ ପୂଜା ପାଠ କରିଛନ୍ତି l ବାସଭବନରେ ବସ୍ତୁ ପୂଜା ଗୃହ ପୂଜା ନବଗ୍ରହ ପୂଜା କରିବା ସହିତ ହୋମ ଯଜ୍ଞ କରିଛନ୍ତି!-->…
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ…
ଜିଲ୍ଲାର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ – ଜିଲ୍ଲାପାଳଜିରୋ କାଜୁଆଲିଟି ଉପରେ ଗୁରୁତ୍ବଛତ୍ରପୁର ତା.୨୧ .୧୦.୨୦୨୪ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଯୋଗୁଁ ସମ୍ଭାବ୍ୟ ବାତ୍ୟାର ସମ୍ଭାବନା ରହିଛି । ଏଥି ସକାଶେ ଭାରତୀୟ!-->…
ବିସିଜି(ଟିବି)ଟିକା ନେଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ…
ବାଲିଗୁଡା , : ଯକ୍ଷ୍ମା (ଟିବି) ବିରୋଧରେ ଲଢ଼େଇ କରିବାକୁ ଦିଆଯାଉଥିବା ବିସିଜି ଟିକା ନେଇ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ୫୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଟିକା ନେବାର ୨/୩ ଦିନ ଯନ୍ତ୍ରଣା ପରେ ଏବେ ଟିକା ନେଇଥିବା ସ୍ଥାନରେ ହୋଇଥିବା ଘା' ସଂକ୍ରମଣ!-->…