ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ଭୁବନେଶ୍ୱର : ଆସନ୍ତା ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀ ଚିଲିକାର ଚାରିପଟେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ଏହି ଜଳାଶୟକୁ ନଭେମ୍ବର ସୁଦ୍ଧା ଓଡିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ…

ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର

ଭୁବନେଶ୍ବର: ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର। ସୋମବାର ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଥିଲା ଭିଜିଲାନ୍ସ। ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଥିଲା ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର…

ଟାଟା କମ୍ପାନୀରେ ଚାକିରୀ ଠକେଇ ମାମଲାରେ ସାଂସଦ ଡଃ. ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆସ୍ୱସ୍ତି

ଟାଟା କମ୍ପାନୀରେ ଚାକିରୀ ଠକେଇ ମାମଲାରେ ସାଂସଦ ଡଃ. ପ୍ରଦୀପ ପାଣିଗ୍ରାହୀ ଙ୍କୁ ମିଳିଲା ଆସ୍ୱସ୍ତି। ବ୍ରହ୍ମପୁର : ଟାଟା କମ୍ପାନୀରେ ଚାକିରୀ କରେଇବା ନାଁରେ ପ୍ରଦୀପ ପାଣିଗ୍ରାହୀ ଲକ୍ଷାଧିକ ଟଙ୍କା ଠକି ନେବା ଘଟଣା, ବ୍ରହ୍ମପୁର ଜେ ଏମ ଏଫ ସି (ଗ୍ରାମଞ୍ଚଜ)ସ୍ୱତନ୍ତ୍ର ବିଧାୟକ, ସାଂସଦ…

ତିନିଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ

ତିନିଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତଫୁଲବାଣୀ:ସ୍ଥାନୀୟ କନ୍ଧମାଳ ଷ୍ଟାଡ଼ିୟମ୍ ଠାରେ ଏଜେଓ ସରକାରୀ ଉଚ୍ଚ ବିଦ୍ୟାଳୟର ତିନିଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତି ପାୟଲ ପଟନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ…

ଚିକିଟୀ ତହସିଲରେ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚିକିଟୀ : ଏହି ବ୍ଲକ ଚିକିଟୀ ତହସିଲ କାର୍ଯ୍ୟାଳୟ ପରିସରରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କ ଦ୍ଵାରା ପ୍ରାୟ ୫୯୩ରୁ ଉର୍ଦ୍ଧ ଗ୍ରାମକଣ୍ଟକ ପଟ୍ଟା ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ତହସିଲଦାର ବିଶ୍ଵ ରଞ୍ଜନ କହଁର ସଭାପତିତ୍ବ କରିଥିବାବେଳେ ମୁଖ୍ୟ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଦ୍ଵାରା ଚିତ୍ରାଙ୍କନ ପ୍ରଦର୍ଶନୀ

ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ମାନବାଧିକାର ଦିବସ ୨୦୨୪…

ସର୍ବଭାରତୀୟ ହକି ଚାମ୍ପିୟନସିପ-୨୦୨୫: ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଡିଜିପିଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ- ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ…

ଗୁଇନ୍ଦା ବିଭାଗ ହାତରେ ମହିଳା ବ୍ରାଉନ ସୁଗାର ମାଫିଆ, ଘରୁ ବାହାରୁଛି ପୁଳାପୁଳା ଟଙ୍କା

ଭଦ୍ରକ: ଭଦ୍ରକରେ ମାତିଛନ୍ତି ମହିଳା ବ୍ରାଉନ ସୁଗାର ମାଫିଆ । ଖୁଲମଖୁଲା ବେପାର ଚାଲିଥିବାବେଳେ ସୂଚନା ପାଇ ମାଡି ବସିଲା ପୋଲିସ । ଏହି ଚଢ଼ାଉ ସମୟରେ ବ୍ରାଉନସୁଗାର ଜବତ ସହ ୨୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ କରିବା ସହ ଏଥିରେ ସମ୍ପୃକ୍ତ ଥିବା ମହିଳାକୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି…

ନର୍ସିଂ ଚାକିରି ଦେବା ନାଁରେ ଠକେଇ; ୨ ଭାଇ ଗିରଫ

କଟକ : ମେଡିକାଲରେ ନର୍ସିଂ ଚାକିରି କରାଇଦେବାକୁ କହି ଲୁଟି ନେଲେ ଲକ୍ଷାଧିକ ଟଙ୍କା। ଅଭିଯୋଗ ପରେ ଏବେ ପୁଲିସ କବଜାରେ ଦୁଇ ଅଭିଯୁକ୍ତ। କଟକ ମଙ୍ଗଳାବାଗ ଥାନା ପୁଲିସ ଏହି ଘଟଣାରେ ଦୁଇ ଦଲାଲଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦୁଇଜଣ ଦୁଇ ଭାଇ ବୋଲି ଜଣାପଡ଼ିଛି। ଏମାନେ କଟକ ମଧୁପାଟଣା…

ଗୁଣିଗାରେଡି ସନ୍ଦେହରେ ହତ୍ୟା: ଜଳୁଥିବା ଜୁଇରେ ଆଉ ଜଣଙ୍କୁ ଜାଳିଦେଲେ

କୋରାପୁଟ: ଆଜିର ସଭ୍ୟ ସମାଜରେ ବେଶୀ ଅସଭ୍ୟ ହେଉଛି ମଣିଷ। ଭୁଲିଯାଉଛି ମଣିଷପଣିଆ। ଗୁଣିଗାରେଡ଼ିର ବିଶ୍ଵାସ କରି ମଣିଷ ଘଟାଉଛି ନାରକିଅ କାଣ୍ଡ। ଏଭଳି ଏକ ବିଭତ୍ସ ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡି ପଞ୍ଚାୟତ ଝାରାପା ଗାଁରେ ଆଜି…