ଏସୟୁଜେର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ : ବରିଷ୍ଠ ସାମ୍ବାଦିକ କୀର୍ତ୍ତି ଚନ୍ଦ୍ର ସାହୁ ହେଲେ ରାଜ୍ୟ କାର୍ଯ୍ୟକାରୀ…

ପ୍ରତିବର୍ଷ ଫେବୃଆରୀ ପ୍ରଥମ ସପ୍ତାହରେ ହେବ ରାଜ୍ୟ ସମାବେଶଭୁବନେଶ୍ୱର : ଏସୟୁଜେ ରାଜ୍ୟ କାର୍ଯ୍ୟ କାରିଣି ବୈଠକ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଗଠକୁ ସୁଦୃଢ କରିବା ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନିଆଯାଇଛି । କାର୍ଯ୍ୟକାରୀ ସଭାପତି ଭାବେ କିର୍ତ୍ତୀ

ଛତ୍ରପୁରରେ ମାଆ ଗଜଲକ୍ଷ୍ମୀଙ୍କ ପୂଜା ଦ୍ୱିତୀୟ ଦିନରେ : ଆଳତି ଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ ଓ ଏସପି

ଛତ୍ରପୁର : ପବିତ୍ର କୁମାର ପୂର୍ଣ୍ଣିମା ଦିନ ଠାରୁ ସ୍ଥାନୀୟ ଲୋୟାର ବସଷ୍ଟାଣ୍ଡ ସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପେ୍ଲକ୍ସ ଠାରେ ମା ଗଜଲକ୍ଷ୍ମୀଙ୍କ ପୂଜା ମହା ଆଡମ୍ଭର ସହକାରେ ପାଳିତ ହୋଇଯାଇଛି । ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ପୂଜା କମିଟି ପକ୍ଷରୁ

ଜିଲ୍ଲାସ୍ତରୀୟ ନିପୁଣ ଓଡିଶା ମିଶନ-୨୦୨୪ର ଶୁଭ ଉନ୍ମୋଚନ

ମାଲକାନଗିରି : ସମଗ୍ର ଶିକ୍ଷା ମାଲକାନଗିରି ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ନିପୁଣ ଓଡିଶା ମିଶନ-୨୦୨୪ ର ଶୁଭ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ମିଶନର ଲୋଗୋ, ପୋଷ୍ଟର,

ବନ୍ଧଗୁଡା ଘାଟି ନିକଟରେ ଦୁର୍ଘଟଣା

ଚିତ୍ରକୋଣ୍ଡା ଘଟଣା ଘଟିଛି ସ୍ୱାଭିମାନ ଅଞ୍ଚଳ ଗାଜଲମାମୁଡ଼ି ପଞ୍ଚାୟତ ସ୍ଥିତ ବନ୍ଧଗୁଡା ଘାଟି ନିକଟରେ ! ସୂଚନା ଅନୁଯାୟୀ ଆଜି ଆଲମପକା ଠାରେ ହେଉଥିବା ସପ୍ତାହିକ ହାଟକୁ ଯାଉଥିବା ସମୟରେ ପିକଅପ୍ ଗାଡି ନିଜର ଭାରସାମ୍ୟ ହରାଇବା ଯୋଗୁ ଗାଡି ଟି ରାସ୍ତା କଡ଼ରେ ଓଲଟି ପଡିଥିଲା ! ଗାଡିରେ

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭୀତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତ ରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି l ସୂଚନା ଯୋଗ୍ୟ ଯେ, ଗତ ଶନିବାର ଦିନ ଉକ୍ତ ଗ୍ରାମର କିଛି ଗ୍ରାମବାସୀ ଛେଳି ଚରାଇବାକୁ

ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହୋଇଛି। ଫୁଲବାଣୀ ପୌର ପରିଷଦର ଚାଇନା ମାର୍କେଟ, ଦୈନିକ ପରିବା ମାର୍କେଟ ଓ ଏଫସି ଆଇ ଛକରେ ମେଢ ନିର୍ମାଣ କରାଯାଇଛି। ସକାଳୁ ବିଭିନ୍ନ ପୂଜା କମିଟି ପକ୍ଷରୁ କଳସ ଯାତ୍ରା ଆୟୋଜନ କରାଯାଇ ନଦୀରୁ ପବିତ୍ର ଜଳ ଆଣି

ଆରମ୍ଭ ହେଲା କାର୍ତ୍ତିକ ମାସ; ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ

ଆରମ୍ଭ ହୋଇଛି କାର୍ତ୍ତିକ ମାସ । କାର୍ତ୍ତିକ ମାସର ହିନ୍ଦୁ ଧର୍ମରେ ଖୁବ୍‌ ମହତ୍ତ୍ୱ ରହିଛି । ଏହି ସମୟରେ ଭଗବାନ ବିଷ୍ଣୁ ଓ ମା’ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ବ୍ୟକ୍ତିଙ୍କ ଜୀବନରେ ସୁଖସମୃଦ୍ଧି ବୃଦ୍ଧି ହୋଇଥାଏ । ଏହି ସମୟରେ ଗଙ୍ଗା ସ୍ନାନର ମଧ୍ୟ ମହତ୍ତ୍ୱ ରହିଛି ।

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଅଣ୍ଡାମାଡ଼ କଲେ ଉତ୍ତ୍ୟକ୍ତ ଲୋକେ

ଯାଜପୁର : ଚିଟଫଣ୍ଡ ଦୁର୍ନୀତିଠୁ ଆରମ୍ଭ କରି ପାହାଡ଼ ଲୁଟ୍ କରିବା ଭଳି ପୁଳାପୁଳା ଅଭିଯୋଗ ଥିବା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ(ଜିତୁ)ଙ୍କ ଉପରେ ଲୋକେ ନିଜର ଆକ୍ରୋଶ ବ୍ୟକ୍ତ କରିଛନ୍ତି । ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି । ଏହି ଅଣ୍ଡାମାଡ଼ ପଛର ପ୍ରକୃତ କାରଣ

ସହିଦଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାରେ  ପ୍ରତିବାଦ ସଭା, ଘଟଣାସ୍ଥଳରେ ପଶ୍ଚିମବଙ୍ଗର ରାଷ୍ଟ୍ରମନ୍ତ୍ରୀ

କେନ୍ଦୁଝର : ଇତିହାସ ପ୍ରସିଦ୍ଧ ଚୁହାଳ ବିଦ୍ରୋହର ମହାନାୟକ ତଥା ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମୀ ସହିଦ ରଘୁନାଥ ମାହାତୋଙ୍କ ପାଟଣା ବ୍ଲକର ଧାନବେଣି ବୈତରଣୀ ତଟସ୍ଥିତ ପ୍ରତିମୂର୍ତ୍ତିକୁ କୌଣସି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଖବର ପାଇ ଆଦିବାସୀ କୁଡୁମି ସମାଜର କର୍ମକର୍ତ୍ତା

ତେଲ, ଘିଅ, ଚାହା ପତି ପରେ ତିଆରି ହେଉଥିଲା ଅପମିଶ୍ରିତ ଆଇସକ୍ରିମ୍‌

ରାଉରକେଲା : ତେଲ, ଘିଅ, ଚାହା ପତି ପରେ ଏବେ ଅପମିଶ୍ରିତ ଆଇସକ୍ରିମ୍‌। ଷ୍ଟିଲ୍‌ ସିଟି ରାଉରକେଲାରେ ଠାବ ହୋଇଛି ଏମିତି ଏକ ଆଇସକ୍ରିମ୍ ଫ୍ୟାକ୍ଟ୍ରି। ମହାନଗର ନିଗମ ଓ ଫୁଡ୍‌ ସେଫ୍‌ଟି ବିଭାଗ ମିଳିତ ଭାବେ ଆଜି ଚଢ଼ଉ କରି ପ୍ରାୟ ଦେଢ଼ କ୍ୱିଣ୍ଟାଲ୍‌ ଆଇସ୍‌କ୍ରିମ୍‌ ନଷ୍ଟ କରିଛି। ଏଥିସହ