Sign in
Sign in
Recover your password.
A password will be e-mailed to you.
ରାଜଧାନୀରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ। ମୁଖ୍ୟ ଜଳ ଯୋଗାଣ ପାଇପ୍ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରହିବ।!-->…
ପୁଲିସ ମହାନିର୍ଦ୍ଦେଶକଙ୍କ କନ୍ଧମାଳ ଗସ୍ତ, ମାଓ ଦମନ ଓ ଗଞ୍ଜେଇ ମୂଳୋତ୍ପାଟନ ପାଇଁ ହେବ ସ୍ବତନ୍ତ୍ର ରଣନୀତି
ଫୁଲବାଣୀ: ନୂତନ ଭାବେ ଦାୟିତ୍ୱ ନେଇଥିବା ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ପ୍ରଥମଥର ପାଇଁ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଜିଲାରେ ମାଓ ସ୍ଥିତି ଓ ଗଞ୍ଜେଇ କାରବାରର ସମୀକ୍ଷା କରିଛନ୍ତି। ଏ ଅବସରରେ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ଆଲୋଚନା କରି ନକ୍ସଲ ଦମନ ପାଇଁ!-->…
ଭୁବନେଶ୍ୱରରେ ଫେକ୍ କଲ୍ ସେଣ୍ଟର ମାମଲା: କୋଲକାତା ଯିବ କମିଶନରେଟ୍ ପୁଲିସ୍
ଭୁବନେଶ୍ବର : ଭୁବନେଶ୍ବର ସୁନ୍ଦରପଦାରେ ଫେକ୍ କଲ୍ ସେଣ୍ଟର ଠାବ ମାମଲାରେ କୋଲକାତା ଯିବ କମିଶନରେଟ୍ ପୁଲିସ୍। ୬ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ ହୋଇଛି। ଅନୁମତି ମିଳିବା ପରେ କୋଲକାତାକୁ ସ୍ବତନ୍ତ୍ର ପୁଲିସ୍ ଟିମ୍ ପହଞ୍ଚି ତଦନ୍ତ କରିବ। ଏନେଇ ପୁଲିସ୍ ସଜବାଜ ଆରମ୍ଭ!-->…
ବିଜୁ ପଟ୍ଟନାୟକଙ୍କୁ କାହିଁକି ମିଳିଲାନି ‘ଭାରତ ରତ୍ନ’? ପୋଲ୍ ଖୋଲିଲେ ପାଟ୍ଟଶାଣୀ
ଭୁବନେଶ୍ବର : ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ କାହିଁକି ମିଳୁନଥିଲା ‘ଭାରତ ରତ୍ନ’? ଏଥିପାଇଁ କିଏ ସାଜିଥିଲେ ପ୍ରତିବନ୍ଧକ? ଏହାର ଉତ୍ତର ବୋଧହୁଏ ବିଜେଡି ନେତାଙ୍କ ପାଖରେ ନଥିବ। ହେଲେ ଆଜି ଏହାର ପୋଲ୍ ଖୋଲିଛନ୍ତି ପୂର୍ବତନ ବିଜେଡି ସାଂସଦ ତଥା!-->…
ବିଜେଡି ଛାଡ଼ିପାରନ୍ତି ଆଉ କିଛି ରାଜ୍ୟସଭା ଏମ୍ପି: ଅମର ଶତପଥୀ
ଭୁବନେଶ୍ବର : ଆଜି ପୁଣି ବଡ଼ ବୟାନ ଦେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ । ସେ କହିଛନ୍ତି, ବିଜେଡି ଛାଡ଼ିପାରନ୍ତି ଆଉ କିଛି ରାଜ୍ୟସଭା ଏମପି । ୨ ଜଣଙ୍କ ପରେ ଆଉ କିଛି ଏମ୍ ପି ଛାଡ଼ିପାରନ୍ତି । ଦଳରେ ପୂର୍ବରୁ ଅସନ୍ତୋଷ ଥିଲା, କିନ୍ତୁ କେହି ମୁହଁ ଖୋଲୁନଥିଲେ!-->…
ଆସୁଛି ଘୂର୍ଣ୍ଣିବଳୟ: ବାତ୍ୟାର ସୂଚନା ନାହିଁ
ଭୁବନେଶ୍ବର : ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ନେଇ!-->…
‘ସାଧାରଣ ବିମାନରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ’
ଭୁବନେଶ୍ବର : ଗତ ସରକାରରେ ମନ୍ତ୍ରୀ ଓ ବାବୁ ମାନେ ବିମାନରେ ବୁଲୁଥିଲେ ହେଲେ ଏବେକାର ସରକାରରେ ମୁଖ୍ୟମନ୍ତ୍ରୀ ସାଧାରଣ ଭାବେ ଯାତ୍ରା କରୁଛନ୍ତି। ଚାଟାର୍ଡ ଫ୍ଲାଇଟ ବଦଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବିମାନରେ ସାଧାରଣ ଜନତାଙ୍କ ସହ ଯାଉଛନ୍ତି। ଏହା ହିଁ ପରିବର୍ତ୍ତନ ବୋଲି!-->…
ଅନୁଭବଙ୍କ ନାମରେ ନକଲି ଆକାଉଣ୍ଟ, ଅଭିଯୁକ୍ତକୁ ଗିରଫ କଲା କଟକ ସାଇବର ଥାନା ପୁଲିସ
କଟକ: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ତଥା ଓଡ଼ିଆ ଚଳଚ୍ଚିତ୍ର ତାରକା ଅନୁଭବ ମହାନ୍ତିଙ୍କ ନାମରେ ନକଲି ଆକାଉଣ୍ଟ ଖୋଲିଥିବା ଭୀଷ୍ମ ମହାନ୍ତକୁ ପୁଲିସ ଗିରଫ କରିଛି। ଆଜି କଟକ ସାଇବର ଥାନା ପୁଲିସ ଅଭିଯୁକ୍ତକୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ଅନୁଭବ ମହାନ୍ତି କଟକ ସାଇବର!-->…
କେନ୍ଦୁଝର ଜିଲ୍ଲାର ୪ଟି ସ୍ଥାନରେ ବହୁମୁଖୀ ଷ୍ଟାଡିୟମ
କେନ୍ଦୁଝର : ଆଦିବାସୀ ବହୁଳ ତଥା ଖଣି ପ୍ରଭାବିତ କେନ୍ଦୁଝର ଜିଲାର ବିଭିନ୍ନ ଗାଁ ଓ ସହରରେ ଯୁବପିଢ଼ିଙ୍କ ପ୍ରତିଭାକୁ ବିକଶିତ କରିବା ସହିତ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା ପ୍ରତିଯୋଗିତା ଲାଗି ପ୍ରସ୍ତୁତ କରିବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ବହୁମୁଖୀ ଇନଡୋର ଷ୍ଟାଡିୟମ!-->…
‘ବିନା ପ୍ରମାଣରେ କହିଥିଲି…’ ନିଜ୍ଜାର ହତ୍ୟା ମାମଲାରେ ବଦଳିଲା ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ
ନୂଆଦିଲ୍ଲୀ : ଭାରତ ସରକାର କାନାଡାର 6 ଜଣ ହାଇକମିଶନରଙ୍କୁ ବହିଷ୍କାର କରିବା ପରେ ବଦଳିଛି ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ। ବାରମ୍ବାର ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜାରର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ଦାବି କରି ଆସୁଥିବା ଟ୍ରୁଡୋଙ୍କ ସ୍ୱର ଶିଥୀଳ!-->…