ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର ୭।୧୨: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି…

ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର : ଉପବାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ବନ୍ଦ ରହିଛି ସମସ୍ତ ନୀତିକନ୍ତି। ଅଭଡ଼ା ନପାଇ ନିରାଶ ହୋଇଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମଙ୍ଗଳ ଆଳତିଠାରୁ ବନ୍ଦ ରହିଛି ମହାପ୍ରଭୁଙ୍କର…

ଓଡ଼ିଶାରେ ମଦ ବିକ୍ରି ବଢିଛି

ଭୁବନେଶ୍ବର : ଓଡ଼ିଶାରେ ମଦ ବିକ୍ରି ବଢିଛି। ଅବକାରୀ ରାଜସ୍ୱ ଆୟ ମଧ୍ୟ ବଢ଼ି ଚାଲିଛି। ବିଦେଶୀ ହେଉ କି ଦେଶୀ ରାଜ୍ୟରେ ପ୍ରତିବର୍ଷ ଢକ ଢକ କରି ପିଇ ଯାଉଛନ୍ତି ଲକ୍ଷ ଲକ୍ଷ ଲିଟର ମଦ। ଚଳିତବର୍ଷ ଲୋକେ ପିଇଛନ୍ତି ୧୫ କୋଟି ୩୫ ଲକ୍ଷ ୭୨ ବଲକ୍‌ ଲିଟର ବିୟର।ଆଜି ବିଧାନସଭାରେ ବିଧାୟକ ପ୍ରଶାନ୍ତ…

କନ୍ଧମାଳ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବାକୁ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ସାମ୍ବାଦିକ ସମ୍ମିଳନୀ

ଫୁଲବାଣୀ : ୧୦୦ ଦିନ ବ୍ୟାପି ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ତା. ସନ୍ତୋଷ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ…

ବସ ଓ ମୋଟର ସାଇକେଲ ମୁହାଁମୁହିଁ, ୩ ମୃତ

ମାଲକାନଗିରି, ୭।୧୨ : ମାଲକାନଗିରି ଜିଲ୍ଲାରେ ଏକ ଦୁର୍ଘଟଣାରେ ୩ ଜଣ ମୋଟର ସାଇକେଲ ଆରୋହିଙ୍କ ମୃତ୍ୟୁ ଘଟିଛି। ମୃତକ ମାନେ ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୮୬ ଗ୍ରାମର ଗୁଡୁ ବିଶ୍ବାସ, ପ୍ରତାପ ବିଶ୍ବାସ, କରନ ସେନ ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ ଏକ ଓଏସଆରଟିସି ବସ ମାଲକାନଗିରିରୁ…

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ପ୍ରସ୍ତୁତି ବୈଠକ

ଉମରକୋଟ : ନବରଙ୍ଗପୁର ଜ଼ିଲ୍ଲା ଉମରକୋଟ / ଝରୀଗାଁ,ଶହୀଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟ,ଧୋଡ୍ରା ଠାରେ ସ୍କୁଲ କଲେଜ ମିଳିତ ମଞ୍ଚ, ନବରଙ୍ଗପୁରର କନଭେନସନ ଜିଲ୍ଲା ସଭାପତି ଶ୍ରୀ ବଂଶୀଧର ଭୂୟାଁ ଙ୍କ ସଭାପତିତ୍ୱ ରେ ଆଜି ୦୭/୧୨/୨୦୨୪ ରିଖ ଏକ ବୈଠଜ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମିଳିତ…

ରାଜ୍ୟପାଳଙ୍କ ସହିତ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ସାକ୍ଷାତ

ସମ୍ବଲପୁର : ଓଡିଶାର ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସଙ୍କ ସହିତ ଭୁବନେଶ୍ଵର ରାଜଭବନରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର କର୍ମକର୍ତ୍ତା ମାନଙ୍କର ସାକ୍ଷାତ ଓ ଆଲୋଚନା ହୋଇଥିଲା । ଏହି ସୌଜନ୍ୟ ମୂଳକ ସାକ୍ଷାତ ସମୟରେ ରାଜ୍ୟପାଳ ମହୋଦୟଙ୍କୁ ସଂଘର କର୍ମକର୍ତ୍ତାମାନେ ରାଜ୍ୟ…

କ୍ରୀଡା ପ୍ରତିଯୋଗିତା ଉଦଯାପିତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳ ବୃନ୍ଦାବନ ନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକ କ୍ରୀଡାତ୍ସୋବ ଶନିବାର ଉଦଯାପିତ ହୋଇଯାଇଛି।‌ ବିଦ୍ୟାଳୟର ଅଧ୍ୟକ୍ଷ ନିହାର ରଞ୍ଜନ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଆୟୋଜିତ କ୍ରୀଡାତ୍ସୋବରେ ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ କ୍ରିକେଟ, କବାଡି,…

ନାଟକରେ ଅପସଂସ୍କୃତି ଏକ ଧର୍ତ୍ତବ୍ୟ ଅପରାଧ : ଗ୍ରାମୀଣ ନାଟ୍ୟ ନିର୍ଦ୍ଦେଶକ ସଂଘ

ବ୍ରହ୍ମପୁର : ମା' କୁରେଈଶୁଣି ଲୋକ ନାଟ୍ୟ ନିର୍ଦ୍ଦେଶକ ସଂଘ ତରଫରୁ ସାମ୍ପ୍ରତିକ ନାଟ୍ୟ ପରିବେଷଣ କ୍ଷେତ୍ରରେ ଦେଖା ଦେଇଥିବା ଅପସଂସ୍କୃତି ଘେନି ଘୋର ଉଦବେଗ ପ୍ରକାଶ ପାଇଛି। ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ମହାସଚିବ ତଥା ନିର୍ଦ୍ଦେଶକ ସଙ୍ଘ ଉପଦେଷ୍ଟା ସୁବାସ ଚନ୍ଦ୍ର ସାହୁ…

ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଭୁବନେଶ୍ବର : ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ ଅନ୍ୟଟି ବଲାଙ୍ଗିର ଜିଲ୍ଲାରେ…