Sign in
Sign in
Recover your password.
A password will be e-mailed to you.
ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର ସବୁଠାରୁ ବଡ଼ ଗାଁ ଘୋରଡିଆର!-->…
ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍ କାର୍ଯ୍ୟାନୁଷ୍ଠାନ
ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି!-->…
ଘରୋଇ କଳିରେ ଚାଲିଗଲା ୪ମାସର ଶିଶୁର ଜୀବନ
ବ୍ରହ୍ମଗିରି : ରାଗ ବ୍ରହ୍ମ ଚଣ୍ଡାଳ । ରାଗ ବଢ଼ିଗଲେ ପର ଆପଣା ସବୁ ଭୁଲିଯାଏ ମଣିଷ । ତେବେ ରାଗରେ ନିଜ ନିଜର ସମ୍ପର୍କୀୟଙ୍କୁ ମାରିବାକୁ ପଛାନ୍ତିନି କିଛି ଲୋକ । ଏବେ ସେହିଭଳି ଏକ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି!-->…
SCO ସମ୍ମିଳନୀ: ‘ଆତଙ୍କବାଦର ବିନାଶ ବିନା ବିକାଶ ଅସମ୍ଭବ’
ପାକିସ୍ତାନରେ ଆୟୋଜିତ ସାଙ୍ଘାଇ କର୍ମୋପେସନ ଅର୍ଗାନାଇଜେନ (SCO) ବୈଠେକରେ ନିଜ ଆନ୍ଦାଜ ଦେଖାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ପାକିସ୍ତାନକୁ ଆକ୍ଷେପ କରି ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ ବୋଲି ସେ କହିଛନ୍ତି।
ସେ ଆହୁରି!-->!-->!-->…
୨୨ ରେ ପୁଣି ଏକ ଲଘୁଚାପ
ଭୁବନେଶ୍ୱର: ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି। ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରୁଛନ୍ତି। ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାରେ ପରିଣତ ହୋଇପାରେ ବୋଲି ଜିଏସଫଏସ ମଡେଲ!-->…
ଆଜିଠୁ ଗଜଲକ୍ଷ୍ମୀ ପୂଜା, ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ
ଧରାପୃଷ୍ଠରୁ ଜଗତଜନନୀ ମା’ ଦୁର୍ଗା ମେଲାଣି ନେବା ପରଠୁ ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍ ଜାକଜମକରେ ଅନୁଷ୍ଠିତ ହେଉଛି।କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଶେଷ!-->…
ଧୁମଧାମରେ ଜଗତଜନନୀ ମା’ ଦୁର୍ଗାଙ୍କୁ ମେଲାଣି…
ହିଞ୍ଜିଳିକାଟୁ,: ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ବିଭିନ୍ନ ସୁସଜ୍ଜିତ ଅସ୍ଥାୟୀ ମଣ୍ଡପରେ ମୃଣ୍ମୟୀ ରୂପରେ ପୂଜା ପାଇବା ପରେ ଶକ୍ତିସ୍ବରୁପିଣୀ, ଅଭୟ ବର ଦାୟିନୀ, ପାପ ନାସିନୀ ମା' ଦୁର୍ଗାଙ୍କୁ ହର୍ଷ ଉଲ୍ଲାସର ସହ ବିଦାୟ ଦେଇଛନ୍ତି ହିଞ୍ଜିଳିକାଟୁବାସୀ।!-->!-->!-->…
ମିସାଇଲ ମ୍ୟାନ ଡ଼ଃଏପିଜେ ଅବଦୁଲ କଲାମଙ୍କୁ ଛତ୍ରପୁର ଠାରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଛତ୍ରପୁର : ରାଧେଶ୍ୟାମ ଫାଉଣ୍ଡେସନ୍ ଏଣ୍ଡ ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୌରହିତ୍ୟ ରେ ମିଶାଇଲ ମ୍ୟାନ, ଭାରତରତ୍ନ ପ୍ରାପ୍ତ ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ଡ଼ଃ ଏ. ପି. ଜେ. ଅବଦୁଲ କାଲାମଙ୍କ ୯୩ ତମ ଜନ୍ମ ବାର୍ଷିକୀ ମହା!-->…
ବିଛିନ୍ନାଞ୍ଚଳବାସୀ ଓଡ଼ିଆ ସଂସ୍କୃତିର ନିଷ୍ଠାପର ସେବକ : ମହାସଚିବ ରୋଶନ
ବ୍ରହ୍ମପୁର : ପଡୋଶୀ ଆନ୍ଧ୍ର ପ୍ରଦେଶ ଅନ୍ତର୍ଗତ ଓଡ଼ିଶାର ବିଛିନ୍ନାଞ୍ଚଳରେ ଆଜି ବି ଓଡ଼ିଆ ସଂସ୍କୃତି ବଞ୍ଚି ରହିଛି l ଶ୍ରୀକାକୁଲମ ଜିଲ୍ଲା କାଞ୍ଚିଲି ମଣ୍ଡଳ ଅନ୍ତର୍ଗତ ଜଳନ୍ତର ଜିଲୁଣ୍ଡା ଠାରେ ପବିତ୍ର ପାର୍ବଣ ଅବସରରେ ଏକ ସାଂସ୍କୃତିକ ମାହୋଲ ସୃଷ୍ଟି ହୋଇଥିବା ନଜରକୁ ଆସିଛି l ଆଜି!-->…