ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା ପଞ୍ଜିକରଣ ପ୍ରକ୍ରିୟା ୨୫ ଯାଏଁ ଚାଲିବ । କଟକ

ଇଭିଏମ ବ୍ୟାଟେରୀ ଓ ପେଜର୍ସକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ କମିଶନର

ଗୋଟିଏ ଇଭିଏମର ବ୍ୟାଟେରୀ ଠିକ କ୍ୟାଲକୁଲେଟର ଭଳି। ସେହିପରି ପେଜର୍ସ ଭଳି ଇଭିଏମରେ କୌଣସି ପ୍ରକାରର ହେରଫେର କରାଯାଇ ପାରିବ ନାହିଁ ନାହିଁ ବୋଲି ଭାରତୀୟ ନିର୍ବାଚନ କମିଶନ କହିଛନ୍ତି। ପେଜର୍ସ ଭଳି ଇଭିଏମକୁ ମଧ୍ୟ ଟ୍ୟାମ୍ପରିଂ କରି ହେବ ବୋଲି କଂଗ୍ରେସ କରୁଥିବା ଅଭିଯୋଗ ଉପରେ ଆଜି ମୁଖ୍ୟ

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଧାନ ସଂଗ୍ରହ ବ୍ୟବସ୍ଥାର ସୁପରିଚାଳନା ପାଇଁ ମନ୍ତ୍ରୀମାନେ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍‌ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ଷୁଦ୍ର ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ ଉପରେ ପ୍ରାଥମିକତା

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଦ୍ଵିତୀୟ

ଗଞ୍ଜେଇ ଖୋଜୁ ଖୋଜୁ ମିଳିଲା ବିପୁଳ ମାତ୍ରାରେ ରୁପା

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲୀ ଅଞ୍ଚଳରେ ଦେଢ଼ କ୍ୱିଣ୍ଟାଲରୁ ଅଧିକ ରୁପା ଜବତ । ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ଏକ କାର୍ ଭିତରୁ ଗଞ୍ଜେଇ ଖୋଜୁ ଖୋଜୁ ଏହି ରୁପା ଜବତ କରିଛି । ଏହି ରୁପା ଅଳଙ୍କାର ମହାରାଷ୍ଟ୍ରରୁ ଝାଡଖଣ୍ଡକୁ ଯାଉଥିବା ଜଣାପଡ଼ିଛି । ତେବେ ଗଞ୍ଜେଇ ଚାଲାଣ

ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ, ରାହୁଲ ଛାଡ଼ିବା ପରେ ପଡ଼ିଥିଲା ଖାଲି

ଭାରତୀୟ ନିର୍ବାଚନ କମିଶନ ଆଜି ଝାରଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି ଏଠାରେ ରେକର୍ଡ ବିଜୟ ହାସଲ

ପାଣ୍ଡିଆନଙ୍କ ପାଇଁ ବିଜେଡି ହାରିଲା: ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ଅମର ଶତପଥୀଙ୍କ ପରେ ପୂର୍ବତନ ବିଜେଡି ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅମର ଶତପଥୀ ଯେଉଁ କଥା କହିଛନ୍ତି, କିଛି ଖରାପ କହିନାହାନ୍ତି। ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଲି। ଦଳଗଢ଼ିକି ଛାଡ଼ିଲା ବେଳେ ଦୁଃଖ ଲାଗେ।

ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦେଲା ବିଜେପି

ଭୁବନେଶ୍ୱର: ଆଉ କିଛି ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ । ଏନେଇ ଭାରତୀୟ ଜନତାପାର୍ଟି (ବିଜେପି) ଯୋଜନା ପ୍ରସ୍ତୁତ କରିଛି । ବିଜେପି ଏଥି ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେପି । ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ

ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଦୁଇ ସାଙ୍ଗଙ୍କ ମୃତ୍ୟୁ

କଳାହାଣ୍ଡି : ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଦୁଇ ସାଙ୍ଗର ମୃତ୍ୟୁ ହୋଇଛି । ଏପରି ଘଟଣା କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ବିଲାଟ ଗାଁରେ ଘଟିଛି । ଦୁଇ ଝିଅ ସାଙ୍ଗ ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ଦୁଇ ସାଙ୍ଗ ହେଲେ ନର୍ଲା ଥାନା ବିଲାଟ ଗାଁର ନେନା

ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଅପେକ୍ଷାରେ ଅନ୍ତ ଘଟିଛି। ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର