Sign in
Sign in
Recover your password.
A password will be e-mailed to you.
ସହିପାରିଲେନି ପ୍ରେମ ବିଚ୍ଛେଦ, ଆପାର୍ଟମେଣ୍ଟରୁ ଡେଇଁ ଆତ୍ମହତ୍ୟା କଲେ ଯୁବକ
ଭୁବନେଶ୍ବର: ଦୂରେଇ ଗଲେ ପ୍ରେମିକା ! ସହିପାରିଲେନି ବିଚ୍ଛେଦ ! ପ୍ରେମରେ ବିଫଳ ହେବା ପରେ ହାରିଲେ ଜୀବନ । ଦଶହରାରେ ଭୁବନେଶ୍ବରରେ ଯେତେବେଳେ ସବୁଠି ଥିଲା ସେଲିବ୍ରେସନର ମାହୋଲ, ସେତେବେଳେ ଜୀବନର ଶେଷ ନିଷ୍ପତ୍ତି ନେଇ ସାରିଥିଲେ ଇଂଜିନିୟର ରୋନିତ ଜେନା । କିଛି ଦିନ ଧରି ଦୁଶ୍ଚିନ୍ତାରେ!-->…
ନାଁ ନନେଇ ଅନନ୍ତ-ଅଶୋକଙ୍କୁ ଟାର୍ଗେଟ କଲେ ବାଇଁଆ ଓ ଲିଟୁ
ଭୁବନେଶ୍ଵର : ନାଁ ନନେଇ ଅନନ୍ତ-ଅଶୋକଙ୍କୁ ଟାର୍ଗେଟ କଲେ ବାଇଁଆ ଓ ଲିଟୁ । କହିଲେ ବିଜେଡି ସଭାପତି କାର୍ଯ୍ୟାନୁଷ୍ଠାନ ନେବେ । ନିଜକୁ ଭୁବନେଶ୍ଵରର ମାଲିକ ଭାବୁଥିବା ବ୍ୟକ୍ତିଙ୍କୁ ଦଳ ଶୋ କଜ୍ ନୋଟିସ୍ କରିବାକୁ ଦାବି କଲେ । ଦଳର ସୁପ୍ରିମୋ ଯାହା ନିଷ୍ପତି ନେବେ ତାହା ଗ୍ରହଣ!-->…
ଆହୁରି ଶକ୍ତିଶାଳୀ ହେବ ତିନି ସେନା; ₹୩୨,୦୦୦ କୋଟିର ଡ୍ରୋନ୍ ଆଣିବ ଭାରତ
ଆହୁରି ଦୃଢ ହେବ ତିନି ସେନାର ଶକ୍ତି। ଭାରତ ସରକାର ଆମେରିକା ସହ ଏକ ବଡ଼ ଚୁକ୍ତି କରିଛନ୍ତି। ଦେଶକୁ ଆସିବ ଆମେରିକାର ଶକ୍ତିଶାଳୀ ପ୍ରିଡେଟର MQ-9B ଡ୍ରୋନ୍। ଏଥିପାଇଁ ଭାରତ ସରକାର ଆମେରିକା ସହ ୩୨ ହଜାର କୋଟି ଟଙ୍କାର ଡିଲ୍ କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ଦିନ ତଳେ!-->!-->!-->…
ହାତୀ ପଲକୁ ଟ୍ରେନ୍ ଧକ୍କା ଦେବା ଘଟଣା: ୨ଟି ହାତୀ ଗୁରୁତର
ରାଉରକେଲା: ହାତୀ ପଲକୁ ଟ୍ରେନ୍ ଧକ୍କା ଦେବା ଘଟଣା l ଟ୍ରେନ୍ ଧକ୍କାରେ ଆଉ ୨ଟି ହାତୀ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି l ତେବେ ଗୁରୁତର ହାତୀ ଦୁଇଟି ଜଙ୍ଗଲକୁ ଯାଇନପାରି ବନ୍ଧମୁଣ୍ଡାରେ ରହିଛନ୍ତି l ଆହତ ହାତୀ ଦ୍ବୟଙ୍କ ପାଖରେ ପହଞ୍ଚିବାକୁ ବନ ବିଭାଗର ଉଦ୍ୟମ ଜାରି ରହିଛି l
!-->!-->!-->…
ମୁମ୍ବାଇରେ ନିବେଶକ ସମ୍ମିଳନୀ-ରୋଡ୍ ସୋ’, ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁମ୍ବାଇରେ ଆସନ୍ତା ୧୮ ଓ ୧୯ ତାରିଖରେ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ୨ ଦିନିଆ ନିବେଶକ ସମ୍ମିଳନୀ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍!-->!-->!-->…
ବିଜେପି ହାତର କାଠ କଣ୍ଢେଇ ନିର୍ବାଚନ କମିଶନ, ବର୍ଷିଲା ଜେଏମ୍ଏମ୍
ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାକୁ ଯାଉଛି। ଅପରାହ୍ଣ ୩ଟା ୩୦ରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ତେବେ ଏହାକୁ ନେଇ ଏବେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦଳ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନିର୍ବାଚନ ଆୟୋଗକୁ ଟାର୍ଗେଟ!-->…
ମଦ ମାଫିଆଙ୍କ ଆକ୍ରମଣରେ କନଷ୍ଟେବଳ ଆହତ…
ବ୍ରହ୍ମପୁର : ଅବକାରୀ କନଷ୍ଟେବଳଙ୍କୁ ନିର୍ଧୂମ ପିଟିଲେ ମଦ ମାଫିଆ । ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ମାଫିଆଙ୍କ ଆକ୍ରମଣରେ ଅବକାରୀ କନଷ୍ଟେବଳ ସବ୍ୟସାଚୀ ମିଶ୍ର ଆହତ ହୋଇଛନ୍ତି । ତାଙ୍କ ଆଖି ପତ୍ତାରେ ଗଭୀର ଆଘାତ ଲାଗିଛି । ଖବର ମୁତାବକ, ଗତକାଲି ଭସାଣି ଉତ୍ସବ ପାଇଁ!-->…
ମଦ ପିଆଇବା ବାହାନାରେ ଘରୁ ଡାକିନେଇ ଯୁବକଙ୍କୁ ହତ୍ୟା…
ମାଲକାନଗିରି : ମାଲକାନଗିରି ଥାନା ଅନ୍ତର୍ଗତ ଏମ.ଭି.-8 ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ବେକ କାଟି ହତ୍ୟା l ସୂଚନା ଅନୁଯାଇ ମାଲକାନଗିରି ସଦର ଚାଲାଣଗୁଡା ପଂଚାୟତ ଅନ୍ତର୍ଗତ ଗନ୍ଧିପାଲ୍ଲୀ ଛକ ଠାରେ ମିଲନ ମଜୁମଦାର ନାମକ ଜଣେ ବ୍ୟକ୍ତି ବିବାହ ପରେ ଦୀର୍ଘ 8ରୁ10ବର୍ଷ ହେବ ରହି ଆସୁଥିଲେ!-->!-->!-->…
ନୋଟାରୀଙ୍କ ନିକଟରେ ହୋଇଥିବା ବିବାହ ଓ ବିଚ୍ଛେଦ ସଂକ୍ରାନ୍ତ ଦଲିଲ ଅବୈଧ, ବିଧିବଦ୍ଧ ବିଜ୍ଞପ୍ତି ଜାରି
କଟକ: ବିବାହ ହେଉଛି ଏକ ଏଭଳି ବନ୍ଧନ ଯାହା କେବଳ ଦୁଇ ଜଣଙ୍କୁ ସଂଯୋଗ କରେ ନାହିଁ ବରଂ ସମାଜ, ପରିବାର ଏବଂ ସଂସ୍କୃତି ପାଇଁ ମଧ୍ୟ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସମାଜରେ ବିବାହର ଗୁରୁତ୍ୱ ଅନେକ ସ୍ତରରେ ରହିଛି । ବିବାହ ହେଉଛି ଏକ ସାମାଜିକ ଅନୁଷ୍ଠାନ ଯାହା ସମାଜର ଗଠନକୁ ଦୃଢ!-->…
ଗର୍ଜିଲେ ଶରଦ ପାଓ୍ୱାର: ଏ ବୁଢ଼ା ଅଟକିବନି, ୮୪ ବର୍ଷ ହେଉ ଅବା ୯୦
'ଏ ବୁଢ଼ା ଆଉ ଅଟକିବନି। ୮୪ ବର୍ଷ ହେଉ ଅବା ୯୦। ଆପଣ ଚିନ୍ତା କରନ୍ତୁ ନାହିଁ।' ଆଗକୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଆଜି ଘୋଷଣା ହେବାକୁ ଯାଉଛି ତାରିଖ। ଏହାରି ଭିତରେ ଏନ୍ସିପି-ଏସ୍ପି ନେତା ଶରଦ ପାଓ୍ୱାର ଏଭଳି କିଛି ବଡ଼ ବୟାନ ଦେଇଛନ୍ତି।
ଏକ ରାଲିକୁ ସମ୍ବୋଧିତ କରି!-->!-->!-->…