ହରିୟାଣା ବିପର୍ଯ୍ୟୟ ପରେ ମହାରାଷ୍ଟ୍ର ନେତାଙ୍କୁ କଡ଼ା ୱାର୍ଣ୍ଣିଂ ଦେଲା କଂଗ୍ରେସ

ଶାଳୀନତା ଓ ଅଧିକ ଆତ୍ମବିଶ୍ୱାସ ପ୍ରତି ସତର୍କ ରହିବାକୁ ମହାରାଷ୍ଟ୍ରର ଦଳୀୟ ନେତାଙ୍କୁ ସତର୍କ କରାଇଛି କଂଗ୍ରେସ। ହରିୟାଣାରେ କଂଗ୍ରେସ ଅଧିକ ଆତ୍ମବିଶ୍ୱାସ ଦେଖାଇବାରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେଣୁ ଆଗକୁ ଅନୁଷ୍ଠିତ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭାରେ ସେମିତି କିଛି ନ ଘଟୁ

ଦାଦନ ସମସ୍ୟା ଦୂରେଇବା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ ଟାସ୍କଫୋର୍ସ

ଭୁବନେଶ୍ୱର: ଦାଦନଜନିତ ବିସ୍ଥାପନ ସମସ୍ୟାର ନିରାକରଣ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି । ଉପ-ମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟାସ୍କଫୋର୍ସରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ

‘ସୁଭଦ୍ରା’ ନାଁରେ ବ୍ୟାଙ୍କ ଲୁଟି ଧରାପଡ଼ିଲେ ଠକ

‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ଆଧାର ସଂଯୋଗ କରି ବ୍ୟାଙ୍କ ଆକାଉଣ୍ଟ ଲୁଟି ଥିଲେ। ଏହି ଲୁଟ୍‌ର ଜଣେ ଠକକୁ ବାନ୍ଧିଛି କେନ୍ଦୁଝର ପୁଲିସ୍‌। ହେଲେ ମାଷ୍ଟରମାଇଁଣ୍ଡ ପାଖରେ ପହଞ୍ଚି ପାରିନି। ଗିରଫ ଅଭିଯୁକ୍ତଙ୍କ ବୟାନ୍‌ ଆଧାରରେ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରି ଅନ୍ୟ ଅଭିଯୁକ୍ତଙ୍କ

କେନାଲରେ ବୁଡ଼ି ୭ ବର୍ଷର ବାଳକର ମୃତ୍ୟୁ

ସାଲେପୁର : କେନାଲରେ ବୁଡ଼ି ଜଣେ ୭ ବର୍ଷ ବାଳକର ମୃତ୍ୟୁ ଘଟିଛି | ଏମିତି ଅଘଟଣ ଘଟିଛି ନିଶ୍ଚିନ୍ତକୋଇଲି ବ୍ଲକ ବାଲିଆପଦା ଗ୍ରାମରେ | ଆଜି ସକାଳେ ବାଲିଆପଦା ଗ୍ରାମର ସୁଶାନ୍ତ ସାହୁଙ୍କ ସାତ ବର୍ଷର ପୁଅ ଉମାକାନ୍ତ ସାହୁ ସ୍ଥାନୀୟ କେନାଲରେ ବୁଡ଼ି ମୃତ୍ୟୁ ବରଣ କରିଛନ୍ତି |

ବିଷ୍ଣୋଇ ଗ୍ୟାଙ୍ଗର ହିଟଲିଷ୍ଟରେ ବାବା ସିଦ୍ଦିକିଙ୍କ ପୁଅ!

ମହାରାଷ୍ଟ୍ରର ଭେଟରାନ ରାଜନେତା ବାବା ସିଦ୍ଦିକିଙ୍କୁ ଶନିବାର ମୁମ୍ବାଇରେ ଗୁଳି କରି ହତ୍ୟା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଛି। ତାଙ୍କୁ ହତ୍ୟା କରିଥିବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ସମ୍ପର୍କରେ ବଡ଼ ତଥ୍ୟ ମିଳିଛି। ବାବା ସିଦ୍ଦିକିଙ୍କ ପୁଅ ତଥା ବିଧାୟକ ଜିଶାନ ସିଦ୍ଦିକି ମଧ୍ୟ

କବାଡି ଖେଳୁଥିବା ବେଳେ ଖେଳାଳିଙ୍କ ମୃତ୍ୟୁ

ନୂଆପଡା : ନୂଆପଡା ଜିଲ୍ଲା କୋମନା ବ୍ଲକ ତରବୋଡ ଦୁର୍ଗାପୂଜା କମିଟି ପକ୍ଷରୁ ଚାଲିଥିଲା କବାଡି ମ୍ଯାଚ। ଏହି ସମୟରେ ଘଟିଛି ବଡ ଅଘଟଣ । କବାଡି ମ୍ୟାଚ୍ ଖେଳୁଥିବା ସମୟରେ ଜଣେ ଖେଳାଳିଙ୍କ ମୃତ୍ୟୁ ଘଟିଛି । ମୃତ ଖେଳାଳି ଜଣଙ୍କ ଛତିଶଗଡ ମହାସମୁନ୍ଦ

ମୁମ୍ବାଇ ଯାତ୍ରୀଙ୍କ ପାଇଁ ଖୁସି ଖବର, ଟୋଲ୍-ଫି ଛାଡ଼ କଲେ ସିନ୍ଦେ ସରକାର

ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ସରକାର କରିଛନ୍ତି ବଡ଼ ଘୋଷଣା। ଆଜି ମଧ୍ୟରାତ୍ର ପରଠାରୁ ସମସ୍ତ ପ୍ରକାର ହାଲୁକା ଯାନ ପାଇଁ ଟୋଲ୍-ଫି ଛାଡ଼ କରିଛନ୍ତି ଏକନାଥ ସିନ୍ଦେ ସରକାର। ମୁମ୍ବାଇର ସମସ୍ତ ପାଞ୍ଚଟି ଟୋଲ୍ ବୁଥରେ ଏହି ନିୟମ କାର୍ଯ୍ୟକାରୀ ହେବ। ଆଜି

ଦଳ ଛାଡି ଚାଲିଯାଆନ୍ତୁ ଅମର : ଲେନିନ ମହାନ୍ତି

ଭୁବନେଶ୍ବର: ବଢିଲା ବିଜେଡି କଳି। ଅମର ଶତପଥୀ ବନାମ ଲେନିନ ମହାନ୍ତି । ବରିଷ୍ଠ ନେତା ଅମର ଶତପଥୀଙ୍କୁ ଦଳ ଛାଡି ଚାଲିଯିବାକୁ କହିଲେ ଲେନିନ ମହାନ୍ତି । ଅମର ଶତପଥୀ କହିଲେ, ସେ ଦଳରେ ନାହାନ୍ତି । ନିର୍ବାଚନରେ ହାରିବା ପରଠୁ ବିଜେଡି ଘରକଳି ଥମିବାର ନାଁ ନେଉନି । ନିର୍ବାଚନ ପରାଜୟର

ଏଥର ରାଜଧାନୀରେ ଫୁଟିବନି ବାଣ

ଭୁବନେଶ୍ୱର : ଏଥର ରଜଧାନୀରେ ଫୁଟିବନି ବାଣ। ବାଣ ତିଆରି ଓ ବିକ୍ରି ଉପରେ ବ୍ୟାନ୍‌ ଲାଗିଇଲେ ଦିଲ୍ଳୀ ସରକାର। ଦିଲ୍ଲୀରେ ପ୍ରଦୂଷଣ ନିୟନ୍ତ୍ରଣ କରିବାକୁ ଯାଇ ଏଭଳି କିଛି ନିଷ୍ପତ୍ତି ନେଇଛନ୍ତି ସରକାର। ପୂର୍ବ ବର୍ଷ ଭଳି ଏଥର ବି ଦିଲ୍ଳୀରେ ବାଣ ଫୁଟିବନି। ଦୀପାବଳିରେ ବାଣ ଫୁଟାଇବା ପରେ

ସହଜ ଓ ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ

ପୁରୀ: ଆହୁରି ସହଜ ହେବ ମହାପ୍ରଭୁଙ୍କ ଦର୍ଶନ । ଭକ୍ତମାନେ କିପରି ଶୃଙ୍ଖଳିତ ଓ ସୁରୁଖୁରରୁରେ ଦର୍ଶନ କରିପାରିବେ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତଯୋଗ୍ୟ ପଦକ୍ଷେପ ନିଆଯାଇଛି । ତେବେ ନାଟମଣ୍ଡପରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଭକ୍ତଙ୍କ ପାଇଁ ହେବ ଧାଡ଼ି ବ୍ୟବସ୍ଥା ।