Sign in
Sign in
Recover your password.
A password will be e-mailed to you.
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି…
ନୟାଗଡ଼ : ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଫେରିଛନ୍ତି ଚର୍ଚ୍ଚିତ ବାନା ସାର୍ l ନିଜ ପାଣ୍ଡିତ୍ୟ ପାଇଁ ନୟାଗଡ଼ରେ ସେ ଯେତିକି ଚର୍ଚ୍ଚିତ, କଲେଜ ଅଧ୍ୟକ୍ଷଙ୍କ ସହ ବିବାଦୀୟ ଘଟଣା ପାଇଁ ମଧ୍ୟ ସେତିକି ଚର୍ଚ୍ଚିତ ଥିଲେ l ସବୁ ବାଦବିବାଦ ଦୂର ହୋଇ ଓଡ଼ିଆ ବିଭାଗର ମୁଖ୍ୟ ଅଧ୍ୟାପକ ଡ଼!-->…
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ…
ନୟାଗଡ଼,(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଫାଣ୍ଡି ଅଧିକାରୀ ସ୍ବାଗତ କୁମାର ଦାସ । ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦଶ ଅନୁସାରେ ରାଜସୁନାଖଳା ଫାଣ୍ଡି ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କୁ!-->…
ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ସବସିଡି ପାଇଁ ୮୦ ହଜାର ଟଙ୍କା ଘୁଷ ନେଉଥିବା ବେଳେ ଧରାପଡ଼ିଲେ ପଶୁସମ୍ପଦ…
ଉମରକୋଟ/ରାଇଘର, : ନବରଙ୍ଗପୁର ଜିଲ୍ଲାର ରାଇଘର ଅଞ୍ଚଳରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ ଧରପକଡ଼ କରାଯାଇଛି। ମୁଖ୍ୟ ଜିଲ୍ଲା ପଶୁଚିକିତ୍ସା ଅଧିକାରୀ (CDVO) କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ପଶୁସମ୍ପଦ ନିରୀକ୍ଷକ (LI) ପ୍ରଫୁଲ୍ଲ ହାଲଦାର (ପିତା–ବିଶ୍ୱନାଥ ହାଲଦାର)ଙ୍କୁ ୮୦ ହଜାର!-->…
ସାର୍ବଜନୀନ ହେଲା ଅପରେସନ ସିନ୍ଦୂରରେ ସହିଦ ୬ ଯବାନଙ୍କ ନାଁ, ଯୁଦ୍ଧ ସ୍ମାରକୀରେ ହେଲା ଖୋଦିତ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରରେ ସହିଦ ହୋଇଥିବା ୬ ଯବାନଙ୍କ ନାଁ ପ୍ରଥମ ଥର ସାର୍ବଜନୀନ ଭାବେ ଜାରି ହୋଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ୬ଜଣ ସହିଦଙ୍କ ନାଁ ବିଧିବଦ୍ଧ ଭାବେ ସାର୍ବଜନୀନ କରାଯାଇଛି । ୬ ସହିଦ ବୀରଙ୍କ ନାଁ ନୂଆଦିଲ୍ଲୀର ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀର ରୋଲ୍ ଅଫ୍!-->…
ରାମ ମନ୍ଦିର ଦାନଅର୍ଥ ଚୋରି ମାମଲା: ଇସ୍ତଫା ଦେଲେ ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ ଓ ଅନିଲ ମିଶ୍ରା
ଅଯୋଧ୍ୟା : ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ ଇସ୍ତଫା ଦେଇଛନ୍ତି । ଅଯୋଧ୍ୟା ରାମ ମନ୍ଦିର ଦାନଅର୍ଥ ଚୋରି ମାମଲାକୁ ନେଇ ଇସ୍ତଫା ଦେବାକୁ ତାଙ୍କ ଉପରେ ଚାପ ପଡୁଥିଲା । କେବଳ ଚମ୍ପତ ରାୟ ନୁହେଁ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରା ମଧ୍ୟ ଇସ୍ତଫା ଦେଇଛନ୍ତି ।
!-->!-->…
ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ବସ୍ ଦୁର୍ଘଟଣା, ୨ ମୃତ, ୨୪ ଆହତ
ଫିରୋଜାବାଦ : ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ ଏବଂ ଅନେକ ଆହତ ହୋଇଥିବା ସୂଚନା ମିଳିଛି । ଗୋରଖପୁରରୁ ଚଣ୍ଡୀଗଡ ଯାଉଥିବା ଡବଲ ଡେକର ସ୍ଲିପର ବସ୍ ଫିରୋଜାବାଦ ଜିଲ୍ଲାର ନଗଲା ଖଙ୍ଗର ଥାନା ଅର୍ନ୍ତଗତ ଅଞ୍ଚଳରେ ଆଗରେ ଯାଉଥିବା ଟ୍ରେଲରକୁ ଧକ୍କା!-->…
ମହରମ ଶୋଭାଯାତ୍ରା ବେଳେ ବିଦ୍ୟୁତ ତାର ଲାଗି ୩ ମୃତ, ଅନେକ ଆହତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରତଲାମ ଜିଲ୍ଲାରେ ଗୁରୁବାର ରାତିରେ ମହରମ ଶୋଭାଯାତ୍ରାରେ ବଡ଼ ଅଘଟଣ । ଶୋଭାଯାତ୍ରାରେ ଯାଉଥିବା ବେଳେ ଉଚ୍ଚ ବିଦ୍ୟୁତ ସଂପନ୍ନ ତାର ବାଜିବା ଯୋଗୁଁ ଚାରିଆଡେ କରେଣ୍ଟ ହୋଇଯାଇଥିଲା । ଫଳରେ ଶୋଭାଯାତ୍ରାରେ ଥିବା ଲୋକଙ୍କ ମଧ୍ୟରେ ୩ ଜଣଙ୍କ ଜୀବନ!-->…
ରାମ ମନ୍ଦିର ଦାନରାଶି ଚୋରି ମାମଲାରେ ୮ ଅଭିଯୁକ୍ତ ଗିରଫ
ଉତ୍ତରପ୍ରଦେଶ : ଅଯୋଧ୍ୟା ରାମ ମନ୍ଦିର ଦାନରାଶି ଚୋରି ମାମଲାରେ ପୋଲିସ ସମସ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ପୂର୍ବରୁ ପୋଲିସ ସମସ୍ତଙ୍କୁ ହେପାଜତକୁ ନେବା ସହିତ ଗୁରୁବାର ସନ୍ଧ୍ୟାରେ ସେମାନଙ୍କୁ ଅଟକ ରଖି ଅଯୋଧ୍ୟାର ରାମ ଜନ୍ମଭୂମି ପୋଲିସ ଷ୍ଟେସନରେ ପଚାରା ଉଚରା!-->…
ରାମଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ମୃତ, ଜଣେ ଗୁରୁତର
ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ରାମଗଡ଼ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏକ ଟ୍ରକ୍ ଏବଂ ଯାତ୍ରୀବାହୀ ଗାଡ଼ି ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି ।
ସୂଚନାନୁଯାୟୀ,!-->!-->!-->…
ଭେନେଜୁଏଲାରେ ପ୍ରକୃତିର ତାଣ୍ଡବ, ଧ୍ୱଂସସ୍ତୂପ ତଳେ ଚାପି ହୋଇରହିଛି ୨୭ ହଜାର ଜୀବନ
ନୂଆଦିଲ୍ଲୀ: ଭୟଙ୍କର ଭୂକମ୍ପରେ ୨୭ହଜାର ନିଖୋଜ । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି । ଭେନେଜୁଏଲାରେ ପ୍ରକୃତି ରଚିଛି ତାଣ୍ଡବ । ମାତ୍ର କେଇ ସେକେଣ୍ଡ ବ୍ୟବଧାନରେ ଆସିଥିବା ଦୁଇ ଦୁଇଟି ଶକ୍ତିଶାଳୀ ଭୂକମ୍ପ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ରିକ୍ଟର ସ୍କେଲରେ ଏହାର!-->…