ଉଦଯାପିତ ହେଲା ୩ ଦିନିଆ ସର୍ବଭାରତୀୟ ଡିଜିପି, ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ…

ଭୁବନେଶ୍ୱର : ଉଦଯାପିତ ହେଲା ୩ ଦିନିଆ ସର୍ବଭାରତୀୟ ଡିଜିପି- ଆଇଜିପି ସମ୍ମିଳନୀ । ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ । ଦେଶର ଜାତୀୟ ସୁରକ୍ଷା ନେଇ ପୋଲିସ ମୁଖିଆ ଓ ଅନ୍ୟ ସୁରକ୍ଷା ସଂସ୍ଥାର ମୁଖ୍ୟଙ୍କୁ ଗୁରୁମନ୍ତ୍ର…

ଶପଥ ପୂର୍ବରୁ ଭାରତକୁ ଖୋଲା ଧମକ ଦେଲେ ଟ୍ରମ୍ପ

ହ୍ୱାଇଟ୍‌ ହାଉସ୍‌ରେ ଏଣ୍ଟ୍ରି ପୂର୍ବରୁ ନାଲି ଆଖି ଦେଖାଇଲେଣି ଡୋନାଲ୍ଟ ଟ୍ରମ୍ପ। ଶପଥ ପୂର୍ବରୁ ସେ ଭାରତକୁ ଖୋଲାଖୋଲି ଭାବେ ଧମକ ଦେଇଛନ୍ତି। ଏହାକୁ ନେଇ ଭାରତର ଚିନ୍ତା ବଢ଼ି ଯାଇଛି। ବ୍ରିକ୍ସ ସମ୍ମିଳନୀରେ ସାମିଲ ହୋଇଥିବା ଦେଶକୁ ଧମକ ଦେଇ ଟ୍ରମ୍ପ କହିଛନ୍ତି ଯେ, ଯଦି ଆମେରିକୀୟ…

ପୁଅବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ବୋହୁର ମୃତ୍ୟୁ

କଟକ: ପୁଅବୋହୂଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା । ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବୋହୁ । ପୁଅର ଅବସ୍ଥା ଗୁରୁତର ଥିବା ବେଳେ ଆଇସିୟୁରେ ଚାଲିଛି ଚିକିତ୍ସା । ବାରଙ୍ଗ ଗୋଡ଼ିସାହିରେ ଗତକାଲି ଘଟିଥିଲା ଏହି ଅଭାବନୀୟ ଘଟଣା । ସୂଚନା ଅନୁସାରେ, ଶନିବାର…

ସରିଲା କଂସ ଚୟନ ପାଇଁ ଅଡିସନ, ମହାରାଜ କଂସ ଭୂମିକାରେ ଚୟନ ହେଲେ ଭୁବନେଶ୍ବର ପ୍ରଧାନ

ବରଗଡ଼ : ସରିଲା କଂସ ଚୟନ ପାଇଁ ଅଡିସନ । ମହାରାଜ କଂସ ଭୂମିକାରେ ଚୟନ ହେଲେ ଭୁବନେଶ୍ବର ପ୍ରଧାନ ।  ଭୁବନେଶ୍ବର ପ୍ରଧାନ , ଆତ୍ରର୍ତ୍ତାଣ ସୁନାନୀ , ସୁଶିଲ ମେହେର ଏବଂ ଜଗଦାନନ୍ଦ ମିଶ୍ରଙ୍କ ମଧ୍ୟରେ ହୋଇଥିଲା ପ୍ରତିଦ୍ବନ୍ଦିତା । ବିଚାରକ ଭାବେ ଝାରସୁଗୁଡ଼ା ଜିଲ୍ଲାର ସନ୍ଦିପ ଆଚାର୍ଯ୍ୟ ,…

ପୁଣି ହିନ୍ଦୁଙ୍କ ଉପରେ ଅତ୍ୟାଚାର, ଗିରଫ ହେଲେ ଆଉ ୨ ଇସ୍କନ ସାଧୁ

ବାଂଲାଦେଶରେ ସୁଧୁରୁନି ସ୍ଥିତି। ଏଠାରେ ଅଳ୍ପସଂଖ୍ୟକଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ହିନ୍ଦୁମାନଙ୍କୁ ଟାର୍ଗେଟ୍‌ କରାଯାଉଛି। ସେମାନଙ୍କ ଘରେ ଆକ୍ରମଣ କରାଯାଉଛି। ଏଥିସହ ତାଙ୍କୁ ଗିରଫ କରାଯାଉଛି। ଏହାକୁ ନେଇ ବ୍ୟାପକ ବିରୋଧ ପ୍ରଦର୍ଶନ ଭିତରେ ଆଉ ଦୁଇ ଜଣ ଇସ୍କନ…

ଲାଗୁ ହେବ ଆୟୁଷ୍ମାନ ସୁବିଧା, ସାଢେ ୩ କୋଟିଙ୍କୁ ମିଳିବ ସ୍ବତନ୍ତ୍ର କାର୍ଡ

ଭୁବନେଶ୍ବର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଚଳିତ ଆର୍ଥିକ ବର୍ଷ ଠାରୁ ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ…

ପୁରୀରେ ନୌସେନା ଦିବସ ପାଇଁ ୩ ଯାଏଁ ଟ୍ରାଫିକ କଟକଣା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା

ପୁରୀ : ବିଶ୍ବ ଦେଖିବ ନୌସେନାର ବୀରତ୍ବ । ଡିସେମ୍ବର ୪ରେ ପୁରୀରେ ପାଳନ ହେବ ଭାରତୀୟ ନୌସେନା ଦିବସ । କୌଶଳ ଦେଖାଇବ ୧୫ ଯୁଦ୍ଧ ଜାହାଜ, ୪୦ ଏୟାରକ୍ରାଫ୍ଟ । ଦିଗବାରିଣୀ ଛକରୁ ବଳିଆପଣ୍ଡା ବେଳାଭୂମିରେ ସୋ ଦେଖିପାରିବେ ଲୋକ । ପ୍ରାୟ ୨୦ଟି ସାମରିକ କଳା ପ୍ରଦର୍ଶିତ ହେବ । ଆଜି ଓ କାଲି…

ଗ୍ରାହକଙ୍କୁ ଝଟ୍‌କା, ପୁଣି ସିଲିଣ୍ଡର ପିଛା ଦର ୧୬ଟଙ୍କା ୫୦ ପଇସା ବଢ଼ିଲା

ଖାଉଟିଙ୍କୁ ଝଟ୍‌କା। ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ବର୍ଷର ଶେଷ ମାସର ପ୍ରଥମ ଦିନରେ ପୁଣିଥରେ ମହଙ୍ଗା ମାଡ଼ ବାଜିଛି। ତୈଳ ମାର୍କେଟିଂ କମ୍ପାନୀଗୁଡିକ କମର୍ସିଆଲ୍‌ ତଥା ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦରରେ ବୃଦ୍ଧି କରିଛନ୍ତି। ସୂଚନା ମୁତାବକ, ୧୯ କିଲୋଗ୍ରାମ ସିଲିଣ୍ଡର ପିଛା…

ନୌସେନା ଦିବସ ପାଇଁ ଗଜପତି ମହାରାଜଙ୍କୁ ନିମନ୍ତ୍ରଣ, ସାମିଲ ହେବେ ରାଷ୍ଟ୍ରପତି

ପୁରୀ: ଯୁଦ୍ଧ ଜାହାଜ, ଟାଙ୍କ ଓ ହେଲିକ୍ୟାପଟର ଗର୍ଜରେ କମ୍ପୁଛି ପୁରୀ ବେଳାଭୂମି। ସତେ ଯେପରି ଲାଗୁଛି ପୁରୀ ବେଳାଭୂମିରେ ଯୁଦ୍ଧଭୂମିର କ୍ଷେତ୍ର। ଡିସେମ୍ବର ୪ ତାରିଖରେ ପୁରୀ ବେଳାଭୂମିରେ ନୌସେନା ଦିବସ ପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି। ନୌସେନା ଦିବସ ପାଇଁ ଗଜପତି ମହାରାଜଙ୍କୁ…

ଦେଶର ସୁରକ୍ଷା ପାଇଁ ଭୁବନେଶ୍ବରରେ ଆଲୋଚନା ହେଲା ତିନିଦିନ

ଭୁବନେଶ୍ବର: ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀ ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇ ରବିବାର ଦିନ ଏହା ଶେଷ ହୋଇଯାଇଛି। ଏହି ସମ୍ମିଳନୀକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍‌ଘାଟନ କରିଥିଲେ। ଏହି ସମ୍ମିଳନୀରେ ବହୁ ଜାତୀୟ ସୁରକ୍ଷା…