ବକେୟା ଟଙ୍କାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ଗିରଫ – ୨ ଫେରାର

ହିଞ୍ଜିଳିକାଟୁ : ପରିବା ବାବଦକୁ ବକେୟା ଟଙ୍କାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ଆଙ୍କୋରଡା କାଳୁଆ ସାହିର ଶ୍ରୀକାନ୍ତ ପ୍ରଧାନ। ଆକ୍ରମଣ ଘଟଣାରେ

ପ୍ରଶାସନ ଓ ବାଲି ମାଫିଆଙ୍କ ଅସାଧୁ ମେଣ୍ଟ : ୭ ବାଲି ବୋଝେଇ ଗାଡିକୁ ଜବତ କଲା ହିଞ୍ଜିଳି ପୁଲିସ

ହିଞ୍ଜିଳିକାଟୁ : ଗତ ପ୍ରାୟ ୨ ମାସ ଧରି ହିଞ୍ଜିଳି ଥାନା ତଥା ଶେରଗଡ଼ ତହସିଲ ଅନ୍ତର୍ଗତ ଲକ୍ଷ୍ମୀପୁର ରାଜସ୍ବ ମଣ୍ଡଳର ନିକଟରେ ଥିବା ଋଷିକୁଲ୍ୟା ନଦୀ ଗର୍ଭକୁ ଆଖିବୁଜି ବିଦାରି ଚାଲିଛନ୍ତି ବାଲି ମାଫିଆ। ଦୈନିକ ପ୍ରାୟ ଶହେରୁ ଦୁଇଶହ ଟିପର ଓ ହାଇୱା ଗାଡ଼ି ଜରିଆରେ ଜିଲ୍ଲା ତଥା ଜିଲ୍ଲା

ଭାରତ ପହଞ୍ଚିଲେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ । ମୁଇଜ୍ଜୁଙ୍କ ସହ ତାଙ୍କ ପତ୍ନୀ ସାଜିଦା ମହମ୍ମଦ ମଧ୍ୟ ଅଛନ୍ତି। ସେ ଭାରତରେ ୫ ଦିନ ରହିବେ । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ମୁଇଜ୍ଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ

୯ରେ ପୁଣି ଆସିବ ସୁଭଦ୍ରା ଟଙ୍କା; ବାରିପଦାରୁ ପଠାଇବେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ପୁଣି ଖୁସି ଖବର ଆଣିଛନ୍ତି। ଆସନ୍ତା ୯ ତାରିଖ ଦିନ ଏହି ଯୋଜନା ସହିତ ଜଡ଼ିତ ହିତାଧିକାରୀମାନେ ଟଙ୍କା ପାଇବେ। ୨୦୨୪ ଅକ୍ଟୋବର ୯ ତାରିଖ ପୂର୍ବରୁ ରାଜ୍ୟ ସରକାର ପୂର୍ବ ଭଳି ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଇବେ। ତା’ପରେ ପ୍ରଥମ

PGT ନିଯୁକ୍ତି ନେଇ ୩ଟି ଅପ୍‌ସନାଲ ସବ୍‌ଜେକ୍ଟର ଲିଖିତ ପରୀକ୍ଷା ବାତିଲ୍‌

ପୋଷ୍ଟ ଗ୍ରାଜୁଏଟ ଟିଚର୍ସ (ପିଜିଟି) ନିଯୁକ୍ତି ନେଇ ଆଜି ୩ଟି ଅପ୍‌ସନାଲ ସବ୍‌ଜେକ୍ଟ- ପଦାର୍ଥ ବିଜ୍ଞାନ, ଗଣିତ ଓ ଓଡ଼ିଆ (ପେପର- ୧ ଓ ପେପର -୨) ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାକୁ ବାତିଲ କରି ଦିଆଯାଇଛି। ଏନେଇ ଓଡ଼ିଶା ଲୋକ ସେବା ଆୟୋଗ (OPSC) ପକ୍ଷରୁ ସୂଚନା ଦିଆଯାଇଛି।

ସ୍ବଚ୍ଛଭାରତ ଓ ମହାବିଦ୍ୟାଳୟ ପରିସର ସଫେଇ ଅଭିଯାନ

ସ୍ବଚ୍ଛତା ଦ୍ବାରା କାୟ- ମନ-ବାକ୍ୟରେ ସକାରାତ୍ମକ ପରିବର୍ତ୍ତନ ସୃଷ୍ଟି ହୁଏ - ଅଧ୍ୟକ୍ଷ ଆସିକା : ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ପ୍ରେରଣାରେ ଏବଂ ଯୁବ ରେଡକ୍ରସ ଶାଖାର ଉପଦେଷ୍ଟା ଦ୍ବୟ ଅଧ୍ୟାପକ ରାଜେଶ୍ କୁମାର ସାହୁ ଏବଂ ଡ. ଅଜିତ୍ କୁମାର

ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ

ମାଛ ଧରିବାକୁ ଯାଇ ଚିତ୍ରକୋଣ୍ଡା ଜଳଭଣ୍ଡାରରେ ଜଣେ ମୃତ

ଚିତ୍ରକୋଣ୍ଡା : ମାଛ ଧରିବାକୁ ଯାଇ ଚିତ୍ରକୋଣ୍ଡା ଜଳଭଣ୍ଡାରରେ ଜଣେ ମୃତ । ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ପଡ଼ା ପଞ୍ଚାୟତର ଖଜୁରୀଗୁମା ଗ୍ରାମର ଭିମା ସୁଶୀଲ ହନ୍ତାଳ ଙ୍କ ପୁଅ ବଳରାମ ହନ୍ତାଳ(୩୦) ନାମକ ବ୍ୟକ୍ତି ମାଛ ଧରିବାକୁ କାଲି

ଆପ୍ ନେତାଙ୍କୁ ଅକାଳି ଦଳ ନେତାଙ୍କ ଗୁଳିମାଡ଼

ପଞ୍ଜାବର ଜଣେ ଆମ୍ ଆଦମୀ ପାର୍ଟି (ଆପ୍) ନେତାଙ୍କୁ ଗୁଳିମାଡ଼। ଶିରୋମଣି ଅକାଳୀ ଦଳର ଜଣେ ନେତା ତାଙ୍କୁ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଦୁଇ ଦଳର ନେତାଙ୍କ ମଧ୍ୟରେ ଯୁକ୍ତିତର୍କ ଚାଲିଥିବା ବେଳେ ଗୁଳିମାଡ଼ ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ସୂଚନା ଅନୁସାରେ, ଏହି

ବେଲପଦର ଆଦର୍ଶ ବିଦ୍ୟାଳୟରେ ନବମ ଶ୍ରେଣୀ ଛାତ୍ରଙ୍କୁ ମାନସିକ ଚାପ : ସାଧାରଣ ଘଟଣାରୁ ଛାତ୍ରକୁ ରଷ୍ଟିକେଟ ଧମକ

ଫୁଲବାଣୀ : ସରକାର ବିଶେଷ କରି ଉତ୍ତମ ଇଂରାଜୀ ଶିକ୍ଷା ପାଇବା ପାଇଁ ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟର ବ୍ୟବସ୍ଥା କରିଛନ୍ତି l ହେଲେ ଏହି ବିଦ୍ୟାଳୟ ଦାୟିତ୍ୱରେ ଥିବା ପ୍ରଧାନଶିକ୍ଷକ ଓ ଶ୍ରେଣୀ ଶିକ୍ଷକଙ୍କ ମନମୁଖୀ କାରବାର, ଦୁର୍ନୀତିପୂର୍ଣ୍ଣ ମନୋଭାବ ଯୋଗୁଁ ଛାତ୍ର ମାନଙ୍କ ଉପରେ ମାନସିକ