Sign in
Sign in
Recover your password.
A password will be e-mailed to you.
ପଥପାର୍ଶ୍ଵ ବନୀକରଣ ନାଁରେ ହରିଲୁଟ୍, ପ୍ରହସନ ପାଲଟିଛି ପଥପାର୍ଶ୍ବ ବନୀକରଣ ଯୋଜନା
ହିଞ୍ଜିଳିକାଟୁ (୨୯/୧୧) : ପ୍ରତି ବର୍ଷ ବନ ବିଭାଗ ପକ୍ଷରୁ ମୋ ପାଇଁ ଗଛ ଟିଏ ମନରେଗା ସହ ବିଭିନ୍ନ ଯୋଜନାରେ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ସରକାର ଦେଉଛନ୍ତି । କିନ୍ତୁ ତାହା ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହିନତା ଓ ମନ୍ଦ ଉଦ୍ଦେଶ୍ୟ ଯୋଗୁଁ ତାହା ସମ୍ଭବ ହୋଇପାରୁନାହିଁ। ବ୍ରହ୍ମପୁର ବନଖଣ୍ଡ!-->…
ହିନ୍ଦୁଙ୍କ ସୁରକ୍ଷା କରିବା ବାଂଲାଦେଶ ସରକାରଙ୍କ ଦାୟିତ୍ବ : ଜୟଶଙ୍କର
ନୂଆଦିଲ୍ଲୀ: ବାଂଲାଦେଶରେ ହିନ୍ଦୁଙ୍କ ବିରୋଧରେ ହୋଇଥିବା ହିଂସାର ଜବାବରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲୋକସଭାରେ ବୟାନ ରଖିଛନ୍ତି । ଏକ ଲିଖିତ ଉତ୍ତରରେ ଜୟଶଙ୍କର କହିଛନ୍ତି ଯେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଆକ୍ରମଣକୁ କେନ୍ଦ୍ର ସରକାର ଗମ୍ଭୀରତାର ସହ ନେଇଛନ୍ତି ଏବଂ!-->…
କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦୀ ଗିରଫ
ମାଲକାନଗିରି: ମାଲକାନିଗିରି ପୋଲିସକୁ ମିଳିଛି ବଡ଼ ସଫଳତା। ଜିଲ୍ଲାର MBHI 79 ଥାନା ଅନ୍ତର୍ଗତ କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦାକୁ ଗିରଫ କରିଛି ପୋଲିସ। ଆଣ୍ଟି ମାଡଭି ଓରଫ୍ ଲକି ନାମକ ଜଣେ ମହିଳା ମାଓବାଦୀ ନେତା ସୁକୁମା ମାଓବାଦୀ ସଂଗଠନ ଉଦୟ ପ୍ରୋଟେକଷ୍ଟ ୟୁନିଟର ସଦସ୍ୟ ଥିଲେ।
!-->!-->…
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ର ବିଧାନସଭା ନିର୍ବାଚରେ ମିଳିଥିବା ଶୋଚନୀୟ ପରାଜୟକୁ ଏପର୍ଯ୍ୟନ୍ତ ସହଜରେ ଗ୍ରହଣ କରିପାରୁନି କଂଗ୍ରେସ। ଦଳ ଏବେ ନିର୍ବାଚନ କମିଶନଙ୍କ ନିକଟରେ ନିର୍ବାଚନରେ ଅନିୟମିତତା ହୋଇଥିବା ଅଭିଯୋଗ କରିଛି। ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ କଂଗ୍ରେସ!-->…
ବିଚ୍ ବଜାରରେ ହୋଟେଲ ମାଲିକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
ବାଲେଶ୍ୱର: ବିଚ୍ ବଜାରରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଏପରି ଏକ ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି । ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ହୋଟେଲ ମାଲିକ ଜଣକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ହୋଟେଲ ମାଲିକ ଜଣକ ହେଲେ ସଞ୍ଜୀବ କୁମାର ମହାପାତ୍ର ।
!-->!-->!-->…
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ମହାରାଷ୍ଟ୍ରରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓଲଟି ପଡ଼ିବାରୁ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇ ଥିବାବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି।
ସୂଚନା ଅନୁସାରେ, ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା। ଏହି ସମୟରେ ଗୋନ୍ଦିଆ ଜିଲ୍ଲୀ ବିନ୍ଦ୍ରବାନ!-->!-->!-->…
କାରରୁ ୮୮ କେଜି ରୂପା ଇଟା ସହ ନଗଦ ୫ ଲକ୍ଷ ଟଙ୍କା ଜବତ
ବ୍ରହ୍ମପୁର : ଚାରା ଚାଲାଣ ବେଳେ ଜବତ ହେଲେ ବିପୁଳ ପରିମାଣର ରୂପା ଇଟା ସହ ନଗଦ ଟଙ୍କା । ବ୍ରହ୍ମପୁରରୁ କୋଲକତା ଅଭିମୁଖେ ଯାଉଥିବାବେଳେ ବାଟରେ ମାଡି ବସିଲା ବ୍ରହ୍ମପୁର ପୋଲିସ । ଘଟଣାର ଖୋଳତାଡ ଆରମ୍ଭ କରିଛି ପୋଲିସ ।
ଖବର ମୁତାବକ, ଖଲ୍ଲିକୋଟ ଥାନା ଗୁରାପଲ୍ଲୀ ଟୋଲପ୍ଲାଜା ନିକଟରେ!-->!-->!-->…
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ମହାବିଜୟ ପରେ ସରକାର ଗଠନ ନେଇ ଲାଗି ରହିଛି ଅନିଶ୍ଚିତତା। ଏହାରି ମଧ୍ୟରେ ଆଉ ଏକ ଟ୍ୱିଷ୍ଟ ଦେଖିବାକୁ ମିଳିଛି। ମନ୍ତ୍ରୀପଦ ବଣ୍ଟନ ନେଇ ଆଜି ମହାୟୁତି ମହାମେଣ୍ଟର ଜରୁରୀ ବୈଠକ ବସିବାର ଥିଲା, ମାତ୍ର ଏହା ପୂର୍ବରୁ ଗାଁକୁ ପଳାଇଛନ୍ତି ଏକନାଥ!-->…
ନିଜର ସନ୍ତାନ ନଥିବାରୁ ଅନ୍ୟର ଶିଶୁକୁ ଚୋରି କରିଥିଲେ ମହିଳା
ସମ୍ବଲପୁର: ବୁର୍ଲା ଭୀମସାରରୁ ଶିଶୁ ଚୋରି ଘଟଣାର ଖୁଲାସା l ବିକ୍ରି ପାଇଁ ନୁହେଁ ବରଂ ଲାଳନପାଳନ ପାଇଁ ଶିଶୁଟିକୁ ଚୋରି କରିଥିଲେ ମହିଳା ଜଣଙ୍କ l ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଏସ୍ପି ହରେଶ ଚନ୍ଦ୍ର ପାଣ୍ଡେ l ମହିଳାଙ୍କ ସନ୍ତାନ ନଥିବାରୁ ସେ ମାନସିକ ନିର୍ଯାତନାର ଶିକାର ହେଉଥିଲେ!-->…
ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ
ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ଲୋକସେବା ଭବନରେ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ତାଙ୍କ ସହ ଯୋଗ ଦେଇଛନ୍ତି ସମଗ୍ର ଦେଶର ଡିଜିପି ଓ ଆଇଜିପି!-->…