ଖରିଫ ଋତୁ ପାଇଁ ପଞ୍ଜୀକରଣ କଲେଣି ୭ ଲକ୍ଷରୁ ଅଧିକ ଚାଷୀ: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ

ଓଡ଼ଗାଁ ସହର ଉପକଣ୍ଠରେ ହାତୀପଲ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବନାଞ୍ଚଳ ଓଡ଼ଗାଁ ଏନଏସି କଦଳୀବନ୍ଧ ୨୧ ନମ୍ବର ରାଜ୍ୟ ରାଜପଥ ଦକ୍ଷିଣ ପାର୍ଶ୍ଵରେ ଗୟଳ ସିଂ ପାହାଡ଼ ପାଦଦେଶରେ ୩ ହାତୀ ଛୁଆଙ୍କ ସହିତ ପ୍ରାୟ ୧୨ ରୁ ୧୫ ପଟ ହାତୀ ପଲଙ୍କ ଉପସ୍ଥିତି ସ୍ଥାନୀୟ ଅଞ୍ଚଳବାସୀଙ୍କ ଆଖିରୁ ନିଦ ହଜାଇ ଦେଇଛି।ଜାଭିୟର ସ୍କୁଲ

ସର୍ପାଘାତରେ ଚାଲିଗଲା କକା-ପୁତୁରାଙ୍କ ଜୀବନ

ନୂଆପଡ଼ା: ରାତିରେ ଖୋଲା କ୍ୟାମ୍ପରେ ଶୋଇଥିବା ବେଳେ ଅଜାଣତରେ ବିଷାକ୍ତ ସାପ କାମୁଡ଼ିଦେଲା। ସାପ କାମୁଡ଼ିଥିବା ଜାଣିପାରିଲେ ନାହିଁ କକା-ପୁତୁରା। ଅନ୍ୟ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନେବା ପରେ ସେଠାରେ ଜଣାପଡ଼ିଲା କକା-ପୁତୁରାଙ୍କୁ ମଧ୍ୟ ସାପ କାମୁଡ଼ିଛି। ଚିକିତ୍ସାଧୀନ

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ନୟାଗଡ଼: ସମର୍ପଣ ବୃଦ୍ଧାଶ୍ରମରେ ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। କ୍ଲବ ସଭାପତି ବାସୁଦେବ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ସମର୍ପଣର କାର୍ଯ୍ୟକାରୀ ସଭାପତି ଅରୁଣ ମହାନ୍ତି ସ୍ୱାଗତ ଭାଷଣ ଦେଇଥିଲେ। ସମର୍ପଣର ସମ୍ପାଦକ ଶ୍ରୀଧର ସାହୁ ବରିଷ୍ଠ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ବାଲିଗୁଡା, ତା, ୨୨/୦୮ : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ପରିସରରେ ନୂତନ ଭବିଷ୍ୟତ ନିର୍ମାଣର ସୁତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫୋଟ ଗ୍ରାଫି ଦିବସ

ମାଷ୍ଟରକ୍ୟାଣ୍ଟିନ ହିଂସା: ବନ୍ଧା ହେଲେ ଅନଲାଇନ୍ ଅଟୋ ସଂଘ ସଭାପତି ଦୀନବନ୍ଧୁ ନାୟକ

ଭୁବନେଶ୍ବର: ଗିରଫ ପରେ ଜେଲ ଗଲେ ସ୍ମାର୍ଟ୍ ସିଟି ଅନଲାଇନ ଟ୍ୟାକ୍ସି ଓ ଅଟୋ ଚାଳକ ସଙ୍ଘ ସଭାପତି ଦୀନବନ୍ଧୁ ନାୟକ । ଗତକାଲି ପୁରୀରୁ ତାଙ୍କୁ ଗିରଫ କରାଯାଇଥିଲା। ପରେ ବିଳିମ୍ବିତ ରାତିରେ ଭୁବନେଶ୍ୱର ଆଣି କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମୁଂଜୁର ପରେ ତାଙ୍କୁ ଜେଲ ପଠାଯାଇଛି।

ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମନି ଆସୋସିଏସନ୍‌ର ଷଷ୍ଠ ବାର୍ଷିକ ସମାରୋହରେ ଯୋଗ ଦେଲେ ରାଜ୍ୟପାଳ

ଯୁବପିଢ଼ିଙ୍କ ଭବିଷ୍ୟତ ଗଢ଼ିବାରେ ପୂରାତନ ଛାତ୍ରଛାତ୍ରୀ ଭୂମିକା ବଢ଼ାଇବାକୁ ରାଜ୍ୟପାଳଙ୍କ ଆହ୍ୱାନ ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ, ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହନ, ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ଶିଳ୍ପ-ଶିକ୍ଷାନୁଷ୍ଠାନ ସହ ସମନ୍ୱୟ ସୁଦୃଢ଼ କରି ଉତ୍କଳ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାରଙ୍ଗଡ଼ ଥାନା ପକ୍ଷରୁ ପାବୁରିଆ ହାଇସ୍କୁଲ ସଭାଗୃହ ପରିସରରେ ନିଶାମୁକ୍ତ ଓଡିଶା ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସାରଙ୍ଗଡ଼ ଥାନା ଅଧିକାରୀଣୀ ସ୍ମିତା ଜେନା ଙ୍କ ନେତୃତ୍ଵରେ ଅନୁଷ୍ଠିତ ହୋଇଯାଇଛି l

ନାଇଜେରିଆରେ ଡଙ୍ଗା ବୁଡ଼ି ୫୦ରୁ ଅଧିକ ମୃତ

ଆବୁଜା: ନାଇଜେରିଆର ଉତ୍ତର-ପଶ୍ଚିମ ସୋକୋଟୋ ରାଜ୍ୟରେ ଡଙ୍ଗା ବୁଡ଼ି ଅତି କମ୍‌ରେ ୫୦ ଜଣଙ୍କ ମୃତ୍ୟୁ ହୋଇଛି। ଗୋରାଉ ଅଞ୍ଚଳ ନିକଟ ଗୋରୋନ୍ୟୋ ପାଖ ନଦୀରେ ଗୁରୁବାର ଏହି ଦୁର୍ଘଟଣା ଘଟିଥିବା ଅଧିକାରୀମାନେ କହିଛନ୍ତି। ମୃତକଙ୍କ ମଧ୍ୟରେ ପ୍ରାୟ ୪୦ ଜଣ ଶିଶୁ ଥିବା ଜଣାପଡ଼ିଛି। ତେବେ

୩୧ ଯାଏ ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଖରିଫ-୨୦୨୬ ପାଇଁ ଚାଲିଥିବା ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରାକୃତିକ ବିପର୍ଯ୍ୟୟ ଏବଂ ଅନ୍ୟାନ୍ୟ ଅନିଶ୍ଚିତତା ହେତୁ ହେଉଥିବା ଫସଲ ହାନିରୁ