Sign in
Sign in
Recover your password.
A password will be e-mailed to you.
ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍ ଟୁ ଲାଇଟ୍
ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ।
ଏନେଇ କେନ୍ଦ୍ରମନ୍ତ୍ରୀ!-->!-->!-->…
ମଧ୍ୟପ୍ରାଚ୍ୟରେ ଘନଉଛି ସଙ୍କଟ, ମୋଦି ଡାକିଲେ ଜରୁରୀ ବୈଠକ
ମଧ୍ୟପ୍ରାଚ୍ୟରେ ଗମ୍ଭୀର ହେଉଛି ଯୁଦ୍ଧ ସ୍ଥିତି। ସୁଧୁରିବା ବଦଳରେ ଜଟିଳ ରୂପ ନେଲାଣି ଦୁଇ ମହାଶକ୍ତିଙ୍କ ମଧ୍ୟରେ ଫେସ୍ ଟୁ ଫେସ୍ ୱାର୍। ଇରାନର ଆକ୍ରମଣ ପରେ ଚିହିଁକି ଉଠିଥିବା ଇସ୍ରାଏଲ, ବଡ଼ ଧରଣର ଆଟାକ୍ ପାଇଁ ପ୍ରସ୍ତୁତ କରୁଛି ରଣନୀତି। ଯୁଦ୍ଧର ପ୍ରଭାବ ସାରା ବିଶ୍ୱ ଉପରେ ପଡ଼ିଲାଣି।!-->…
ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବି, ୧୨ ଘଣ୍ଟିଆ କୋରାପୁଟ୍ ବନ୍ଦ
କୋରାପୁଟ: ଆଜି ଅବିଭକ୍ତ କୋରାପୁଟ ବନ୍ଦ । ୪ ଜିଲ୍ଲାରେ ଚକଅଖ ଜାମ୍ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ମିଳିତ କ୍ରିୟାନୁଷ୍ଠାନ!-->…
୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ
ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି । ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦!-->…
ବାଲିଗୁଡା ବିଜେପି ପକ୍ଷରୁ ଅଧିବକ୍ତା ସଦସ୍ୟତା ଅଭିଯାନ
ବାଲିଗୁଡା : ଭାରତୀୟ ଜନତା ପାର୍ଟି ଓଡିଶା ପକ୍ଷରୁ ଅକ୍ଟୋବର ୧ ତାରିଖ ଠାରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ବିଶେଷ ସଦସ୍ୟତା ଅଭିଯାନ ମାଧ୍ୟମରେ ବାଲିଗୁଡା ନିର୍ବାଚନ ମଣ୍ଡଳୀର ଅଧିବକ୍ତା ମାନଙ୍କୁ ନେଇ ଏକ ସ୍ଵତନ୍ତ ସଦସ୍ୟତା ଅଭିଯାନ ଅଧିବକ୍ତା ସଭାଗୃହରେ ଅନୁଷ୍ଠିତ!-->…
ପୂର୍ବ ଏସପିଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ସହ ନୂତନ ଏସପିଙ୍କୁ ସ୍ୱାଗତ ଜଣାଇଲେ ବିଭାଗୀୟ କର୍ମଚାରୀ
ମାଲକାନଗିରି : ମାଲକାନଗିରିରେ କାର୍ଯ୍ୟରତ ଥିବା ଏସପି ନିତେଶ ୱାଧୱାନିଙ୍କ ରାଉରକେଲା ବଦଳି ପରେ ତାଙ୍କୁ ବିଭାଗ ପକ୍ଷରୁ ଭବ୍ୟ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ନିଜ ଅଧିକାରୀଙ୍କୁ ଫୁଲ ବର୍ଷାରେ ବାଜା ବଜାଇ ଭାବ ବିହୋଳ ହୋଇ ବିଦାୟ ଦେଇଛନ୍ତି। ନିତେଶ ୱାଧୱାନି ଦିର୍ଘ ସମୟ!-->…
ଆଇଟିଡିଏର କାର୍ଯ୍ୟ ବକେୟା ଅର୍ଥ ନପାଇ କାର୍ଯ୍ୟାଳୟ ସମ୍ମୁଖରେ ଠିକାଦାରଙ୍କ ଧାରଣା
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ସମନ୍ୱୟ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ବିଭିନ୍ନ ନିର୍ମାଣ କାର୍ଯ୍ୟ କରି ବିଲ୍ ପାଇ ନଥିବାରୁ ଆଜି ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଠିକାଦାର ମାନେ ଧାରଣା ଦେଇଛନ୍ତିା ଏହି ଧାରଣାକୁ ସମର୍ଥନ ଜଣାଇ ବିଜେଡି ନେତା ପ୍ରଦୀପ ମାଝି ମଧ୍ୟ ଯୋଗ ଦେଇ!-->…
ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆନ୍ତଃର୍ଜାତୀୟ ବୟସ୍କ ବ୍ୟକ୍ତିଙ୍କ ଦିବସ ପାଳନ।
(ବୟସ୍କ ବ୍ୟକ୍ତିଙ୍କୁ ସମାଜରେ ସମ୍ମାନ ଓ ସେବା ଦେବା ପାଇଁ ସଚ଼େତନତାର ବାର୍ତ୍ତା ରଖିଲେ - ଅଧ୍ୟକ୍ଷ)
ଆସିକା ତା ୩/୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆସିକା ବିଜ୍ଞାନ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆନ୍ତଃର୍ଜାତୀୟ ବୟସ୍କ!-->!-->!-->…
ଗଞ୍ଜାମ ଏସପି ଭାବେ ଦାୟିତ୍ୱ ଗ୍ରହଣ କଲେ ଶୁଭେନ୍ଦୁ କୁମାର ପାତ୍ର
ଛତ୍ରପୁର : ଗଞ୍ଜାମ ପୁଲିସ ଜିଲ୍ଲାର ନୂତନ ଏସପି ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଶୁଭେନ୍ଦୁ କୁମାର ପାତ୍ର। ୨୦୧୯ ବ୍ୟାଚର ଯୁବ ଆଇପିଏସ ଅଫିସର ଆଜି ଯୋଗ ଦେବା ପରେ ବରିଷ୍ଠ ପୁଲିସ ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ । ପୂର୍ବରୁ ସେ କନ୍ଧମାଳରେ ଏସପି!-->…
ଚାଷୀ ମାନଙ୍କର ଜମି କୁ ଜଳସେଚନ ସମସ୍ୟାର ସମାଧାନ ଲାଗି ସ୍ଵପ୍ନେଶ୍ଵର କୃଷକ ସଂଘର ଦାବୀ
ଛତ୍ରପୁର, : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳ ଚାଷୀ ମାନଙ୍କର ଜମିକୁ ଜଳସେଚନ ସମସ୍ୟାର ସମାଧାନ ଓ ଅସାଧୁ ବ୍ୟକ୍ତିଙ୍କ ଅକ୍ତିଆରରେ ଥିବା ନାଳ ଓ ସରକାରୀ ଜମିକୁ ଉଦ୍ଧାର କରିବା ସକାଶେ ଶ୍ରୀ ଶ୍ରୀ ସ୍ୱପ୍ନେଶ୍ୱର କୃଷକ ସଂଘ ପକ୍ଷରୁ ଓଡିଶା ର ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଗଞ୍ଜାମ!-->…