Sign in
Sign in
Recover your password.
A password will be e-mailed to you.
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି।
ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଏହାପରେ ଆଜି!-->!-->!-->…
ଅତିରିକ୍ତ ବଜେଟ୍ରେ ‘ସୁଭଦ୍ରା’ ପାଇଁ ୧୧୯୬ କୋଟି ଟଙ୍କା ବ୍ୟୟବରାଦ
ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଦ୍ବିତୀୟ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି। ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରଥମ ଦିନରେ ମୋହନ ଚରଣ ମାଝୀଙ୍କ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ମୋହନ ଚରଣ!-->…
ଇମ୍ରାନ ସମର୍ଥକ ରାଲିରେ ହିଂସା, ୬ ମୃତ, ସୁଟ୍ ଆଟ୍ ସାଇଟ୍ ନିର୍ଦ୍ଦେଶ
ପାକିସ୍ତାନରେ ବିଗିଡିବାରେ ଲାଗିଛି ସ୍ଥିତି। ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମର୍ଥକମାନେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ନଭେମ୍ବର ୧୩ ରେ ଏକ ବାର୍ତ୍ତାରେ ଇମ୍ରାନ୍ ଖାଁ ତାଙ୍କ ସମର୍ଥକମାନଙ୍କୁ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବାକୁ!-->…
ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ
ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ!-->…
ମାଇନ୍ସ କମ୍ପାନୀରେ IT ରେଡ୍; ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ
ମାଇନ୍ସ କମ୍ପାନୀରେ ବଡ଼ଧରଣର ଆୟକାର ( IT) ରେଡ୍ କରାଯାଇଛି।। ଏସ୍.ଏନ୍ ମହାନ୍ତି ଗ୍ରୁପର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡ଼ବିଲ ଓ ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ଏହି ରେଡ୍ କରାଯାଇଛି। ଟିକସ!-->…
ସମ୍ବିଧାନ ଦିବସ: ହସ୍ପିଟାଲ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦେଶ ପାଳୁଛି 75ତମ ସମ୍ବିଧାନ ଦିବସ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଏଜି ଛକ ଠାରେ ଆୟୋଜିତ ହୋଇଥିଲା ଏକ କାର୍ଯ୍ୟକ୍ରମ l କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଭାଗର ପ୍ରମୁଖ ସଚିବ ଶ୍ରୀ ଭାସ୍କର ଜ୍ୟୋତି!-->…
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଅସୁସ୍ଥ ହୋଇପଡିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ତଥା ଆର୍ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ଆପୋଲୋ ହସ୍ପିଟାଲ୍କୁ!-->…
କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା: ଆଉ ୨ ଦଲାଲଙ୍କୁ ଉଠାଇନେଲା ପୋଲିସ
ଭୁବନେଶ୍ୱର: କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଆଉ ଦୁଇ ଦଲାଲଙ୍କୁ ଉଠାଇନେଲା ପୋଲିସ । ଲକ୍ଷ୍ମୀ ସାଗର ଅଞ୍ଚଳରୁ ଦୁଇ ଯୁବକଙ୍କୁ ଉଠାଇଛି କଟକ ସହରାଞ୍ଚଳ ପୋଲିସର ସ୍ପେସାଲ ସ୍ଵାଡ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଆଜି ଗିରଫ ହୋଇ ପାରନ୍ତି ଏହି ଦୁଇ!-->…
ନନ୍ଦନକାନନକୁ ଆସିଲେ ନୂଆ ଅତିଥି
କଟକ: ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଭୁବନେଶ୍ବର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ନୂଆ ଅତିଥି ଆସିଛନ୍ତି। ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ହାଇଦ୍ରାବାଦ ନେହରୁ ଜୁଲଜିକାଲ୍ ପାର୍କ ମଧ୍ୟରେ ଜୀବଜନ୍ତୁ ଅଦଳବଦଳ କରାଯାଇ ଏହି ନୂଆ ଅତିଥିଙ୍କୁ ଅଣାଯାଇଛି।!-->…
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ସକାଳୁ ସକାଳୁ ବିସ୍ଫୋରଣରେ ଦୋହଲିଲା ନାଇଟ୍ କ୍ଲବ୍। ଚଣ୍ଡିଗଡର ଦୁଇଟି ନାଇଟ୍ କ୍ଲବ ବାହାରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ନାଇଟ୍ କ୍ଲବ ଗୁଡିକ ବଲିଉଡ ସିଙ୍ଗର ତଥା ରାପର୍ ବାଦଶାହଙ୍କର ବୋଲି ଜଣାପଡିଛି।
ଚଣ୍ଡିଗଡର ସେକ୍ଟର ୨୬ରେ ଥିବା ରାପର୍ ବାଦଶାହଙ୍କ ଦୁଇଟି ନାଇଟ୍!-->!-->!-->…