Sign in
Sign in
Recover your password.
A password will be e-mailed to you.
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ଶିବସେନା (ଉଦ୍ଧବ ଠାକରେ, UBT) ନେତା ସଞ୍ଜୟ ରାଉତ ବିସ୍ଫୋରକ ବୟାନ ଦେଇଛନ୍ତି। ମହାବିକାଶ ଅଘାଡି ଦଳର ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଦାୟୀ ବୋଲି ସେ ଦାବି କରିଛନ୍ତି।
!-->!-->!-->…
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡି଼, ୪ ଆହତ
ବ୍ରହ୍ମପୁର: ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କୁ ନେଇ ଯାଉଥିବା ଗାଡି ସୋମବାର ଖୋର୍ଦ୍ଧା ଜିଲ୍ଲାର ବଡପୋଖରିଆ ଅଞ୍ଚଳରେ ଏକ ଅଟୋରିକ୍ସାକୁ ଧକ୍କା ଦେଇଛି। ଫଳରେ ୪ ଜଣ ଆହତ ହୋଇଛନ୍ତି।
ସୂଚନାନୁସାରେ, ୧୬ ନଂ ଜାତୀୟ ରାଜପଥର ବଡପୋଖରିଆ ଛକ ନିକଟରେ ଏସୟୁଭି ଅଟୋରିକ୍ସାକୁ ଧକ୍କା ଦେଇଥିଲେ!-->!-->!-->…
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଅଲାଜୁକ ଜ୍ୱାଇଁ! ବାହାଘରର ୨୦ ବର୍ଷ ପରେ ମନେ ପଡ଼ିଲା ଯୌତୁକ କଥା। ବଢ଼ିଲା ପୁଅ ଝିଅଙ୍କ ଆଗରେ ଯୌତୁକରେ ଆପାଚି ଗାଡ଼ି ଦାବି ପତ୍ନୀଙ୍କୁ ମାଡ଼ ମାରୁଥିଲେ। ଯେଉଁଥିପାଇଁ ପତ୍ନୀ ବାପ ଘରକୁ ପଳାଇ ଯାଇଥିଲେ। ଏହା ପରେ ଶ୍ୱଶୁର ଘର ଆଗରେ ବାହାଘର ସମୟରେ ମିଳିଥିବା ଜାନି ଯୌତୁକ ବାବଦରେ ନିଆଁ!-->…
ଗୋପାଳପୁର ବନ୍ଦରରେ ଆଇଏନଏସ କୁଠାର
ଗୋପାଳପୁର: ପର୍ଯ୍ୟଟକଙ୍କ ପାଇଁ ଗୋପାଳପୁର ବନ୍ଦର ନିକଟରେ ଆଇଏନଏସ କୁଠାର ଲଙ୍ଗର ପକାଇଛି। ଏହି ଜାହାଜକୁ ଦେଖିବା ନିମନ୍ତେ ପୂର୍ବାହ୍ନ ୯ ଟାଠାରୁ ଅପରାହ୍ନ ସାଢ଼େ ୪ ଟା ପର୍ଯ୍ୟନ୍ତ ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲା ରଖାଯାଇଛି।
ଏହି ଜାହାଜର!-->!-->!-->…
‘ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ’
ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ସେ କହିଛନ୍ତି, ଡିଜିପି ସମ୍ମିଳନୀରେ!-->!-->!-->…
ମାଛଧରା ଡଙ୍ଗାରୁ ୫ ଟନ୍ ଡ୍ରଗ୍ସ ଜବତ
ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ।
ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ କରିଥିଲେ ତଟରକ୍ଷୀ ବାହିନୀ। ଏହି ସମୟରେ ଏକ ମାଛଧରା!-->!-->!-->…
ଶୀତକାଳୀନ ଅଧିବେଶନ ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକ
ଭୁବନେଶ୍ୱର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ବସିବାକୁ ଯାଉଛି । ଅଧିବେଶନ ପୂର୍ବରୁ ବିଧାନସଭାର ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ,!-->…
ସମ୍ବଲପୁର ହାତୀ ମୃତ୍ୟୁ ଘଟଣା; କର୍ତ୍ତବ୍ୟରେ ଅବହେଳା କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ବର: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ହାତୀ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଲେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ଏହି ଘଟଣାରେ ଡିଏଫଓଙ୍କୁ ତାଗିଦ କରାଯାଇଛି । ସେ ଡ୍ୟୁଟିରେ ଅବହେଳା କରିଥିବା କାରଣରୁ ତାଙ୍କୁ ଟ୍ରାନ୍ସଫର କରିବା ପାଇଁ ବିଭାଗ ପକ୍ଷରୁ!-->…
ମସଜିଦ ସର୍ଭେକୁ ନେଇ ହିଂସା, ସାଂସଦ ଓ ବିଧାୟକଙ୍କ ପୁଅ ବିରୋଧରେ FIR
ଅଶାନ୍ତ ହୋଇପଡିଛି ଉତ୍ତରପ୍ରଦେଶର ସମ୍ଭଲ ଜିଲ୍ଲା। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ହିଂସା ଜାରି ରହିଛି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସେହିପରି ୨୦ରୁ ଅଧିକ ଆହତ ହେଇଛନ୍ତି। ଏହି ମାମଲାରେ ଏବେ ସାମାଜବାଦୀ ପାର୍ଟି ସାଂସଦ ଓ ବିଧାୟକଙ୍କ ପୁଅ!-->…
ଡିସେମ୍ବରରେ ସରିବ ସୁଭଦ୍ରା ପ୍ରଥମ କିସ୍ତି, ଉପକୃତ ହେଲେଣି ୮୦ ଲକ୍ଷ ମହିଳା
ଭୁବନେଶ୍ବର: ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ସୁଭଦ୍ରା ସହାୟତାର ପ୍ରଥମ କିସ୍ତିର ଏହାର ହେବ ଶେଷ ପର୍ଯ୍ୟାୟ । ଏଥିରେ ୧ କୋଟିରୁ ଅଧିକ ମହିଳାଙ୍କୁ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି!-->…