Sign in
Sign in
Recover your password.
A password will be e-mailed to you.
ଓରେରା ଅଧ୍ୟକ୍ଷ ପଦ ଛାଡିବେ ସିଦ୍ଧାନ୍ତ ଦାସ, ପଦ ଛାଡିବା ପୂର୍ବରୁ ଦେଇଛନ୍ତି ୩ମାସର ନୋଟିସ୍
ଓରେରା ଅଧ୍ୟକ୍ଷ ପଦ ଛାଡିବେ ସିଦ୍ଧାନ୍ତ ଦାସ । ପଦ ଛାଡିବା ପୂର୍ବରୁ ୩ମାସର ନୋଟିସ୍ ଦେଇଛନ୍ତି । ରେରା ଆଇନ ୨୦୧୬ ଅନୁସାରେ ନୋଟିସ୍ ଦେଇଛନ୍ତି ସିଦ୍ଧାନ୍ତ ଦାସ । ୨୦୨୦ ଜୁଲାଇ ମାସରେ ତାଙ୍କୁ ଅଧ୍ୟକ୍ଷ ପଦ ମିଳିଥିଲା । ୫ବର୍ଷ ପାଇଁ ତାଙ୍କୁ ଅଧ୍ୟକ୍ଷ ପଦ ମିଳିଥିଲା । ୨୦୨୫ ଜୁଲାଇ ଯାଏ!-->…
ଇସ୍ରାଏଲ ଉପରେ ୨୫୦ଟି ରକେଟ ମାଡ଼ କଲା ହେଜବୁଲ୍ଲା
କିଛି ଦିନ ପରେ ପୁଣି ଇସ୍ରାଏଲ ଏବଂ ହେଜବୁଲ୍ଲା ମୁହାଁମୁହିଁ। ଇସ୍ରାଏଲ ଉପରେ ୨୫୦ଟି ରକେଟ ମାଡ଼ କରିଛି ଇରାନ ସମର୍ଥିତ ସଂଗଠନ ହେଜବୁଲ୍ଲା। ଇସ୍ରାଏଲ ହେଜବୁଲ୍ଲାର ଦକ୍ଷିଣ ବେରୁଟ ଅଞ୍ଚଳ ଉପରେ ଆକ୍ରମଣ କରିବା ପରେ ପାଲଟା ଜବାବ ଦିଆଯାଇଥିବା ଲେବାନନ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ!-->…
୯ ଜିଲ୍ଲାରେ ଗଞ୍ଜେଇ ଚାଷ, ୨୪ ଦିନରେ ନଷ୍ଟ ହେଲାଣି ୨୩୭୫ ଏକର ଜମି
ଭୁବନେଶ୍ବର: ରାଜ୍ୟର ମୁଖ୍ୟତଃ ୯ଟି ଜିଲ୍ଲା ଗଞ୍ଜେଇ ଚାଷର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଏବେ ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ପୋଲିସ ପକ୍ଷରୁ ତତ୍ପରତା ଦେଖାଦେଇଛି । ଘଞ୍ଚ ଜଙ୍ଗଲ ଏବଂ ପାହାଡ଼ିଆ ଭୂମି ଯେପରିକି କନ୍ଧମାଳ, ବୌଦ୍ଧ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ!-->…
କାଲିଠୁ ବିଧାନସଭା, ସର୍ବଦଳୀୟ ବୈଠକରେ ସାମିଲ ହେଲେ ସବୁ ଦଳ
ଭୁବନେଶ୍ବର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।
ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି!-->!-->!-->…
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାବିକାଶ ଅଘାଡି ମେଣ୍ଟକୁ ପରାଜୟ ମିଳିଛି। କଂଗ୍ରେସ ମଧ୍ୟ କିଛି କମାଲ କରିପାରି ନାହିଁ। ଶୋଚନୀୟ ପରାଜୟ ପରେ ଏବେ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି। ସେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ!-->…
ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲା, କାଲି ସୁଦ୍ଧା ଓପିଏସ୍ସି ସାଇଟ୍ରେ ମେଧା ତାଲିକା ଦାଖଲ: ହାଇକୋର୍ଟ
କଟକ : ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟରେ ସଂଶୋଧିତ ମେଧା ତାଲିକା ଦାଖଲ । ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ଓପିଏସସି ସଚିବ । ଆସନ୍ତାକାଲି ସୁଦ୍ଧା ଓପିଏସସି ୱେବସାଇଟରେ ପ୍ରଦର୍ଶନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପୂର୍ବ ତାଲିକା ଅନୁଯାୟୀ!-->…
ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା: ଦଲାଲ ଦମ୍ପତି ଗିରଫ
କଟକ: ବାଂଲାଦେଶୀ ସେକ୍ସ ରାକେଟ୍ ମାମଲାରେ ଦଲାଲ ଦମ୍ପତିଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ମଧୁପାଟଣାରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଦୁଇ ଜଣ ଗିରଫ କରିଛି ମଧୁପାଟଣା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଦୁଇ ଜଣ କଟକ ସଦର ଥାନା ଅନ୍ତର୍ଗତ ଶ୍ରୀ କୋରୁଁଅ ଅଞ୍ଚଳର ସ୍ୱାମୀ ଓ!-->…
ଆସନ୍ତାକାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶ, ସୁରକ୍ଷା ପାଇଁ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତ କାଳିନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥ କଡାକଡି କରାଯାଇଛି । ବିଧାନସଭାରେ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ । ଡିସିପିଙ୍କ ନେତୃତ୍ୱରେ ୮ ଜଣ ଆଡିସିନାଲ ଡିସିପି , ୨ କମ୍ପାନୀ ସିଆରପିଏଫ, ୨ ୟୁନିଟ ସ୍ପେସାଲ!-->…
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ଅଶାନ୍ତ ଉତ୍ତରପ୍ରଦେଶର ସମ୍ଭଲ। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଆକ୍ରୋଶ ଦେଖିବାକୁ ମିଳିଛି। ସର୍ଭେକୁ ବିରୋଧରେ ରବିବାର ସକାଳେ ଆରମ୍ଭ ହୋଇଥିବା ହିଂସା ଆଜି ମଧ୍ୟ ଜାରି ରହିଛି। ଏହି ହିଂସାରେ ବର୍ତ୍ତମାନ ସୁଦ୍ଧ ୪ ଜଣ ପ୍ରାଣ ହରାଇ ସାରିଲେଣି।!-->…
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା: ତଦନ୍ତ ପାଇଁ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍
ଯାଜପୁର: ଯାଜପୁର ଟାଉନ ଥାନାରେ କ୍ରାଇମ୍ବ୍ରାଞ୍ଚ ଟିମ୍ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମ୍ବ୍ରାଞ୍ଚର ତନାଘନା ଆରମ୍ଭ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଆରମ୍ଭ। ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ହାତକୁ ଗଲା!-->…