Sign in
Sign in
Recover your password.
A password will be e-mailed to you.
ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ
ବରଗଡ଼ : ବରଗଡ଼ ଜିଲ୍ଲା ବରପାଲି ଖେଳ ପଡ଼ିଆ ଠାରେ ଭୁଲିଆ ମେହେର ସମାଜ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ବଡ ଆଡମ୍ବର ସହ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦାନ କରିଛନ୍ତି । ବରଗଡ଼!-->…
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ମହାରାଷ୍ଟ୍ରରେ ମହାୟୁତିର ମହାବିଜୟ ପରେ ଖୁବଶୀଘ୍ର ଗଠନ ହେବାକୁ ଯାଉଛି ସରକାର। ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି। ଆସନ୍ତାକାଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି।
ଏନେଇ ଶିବସେନାର ଏକନାଥ ସିନ୍ଦେ ଗୋଷ୍ଠୀର ବରିଷ୍ଠ!-->!-->!-->…
ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା
ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ!-->…
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଉତ୍ତରପ୍ରଦେଶର ଜାମା ମସଜିଦ ସର୍ଭେ ସମୟରେ ହୋଇଥିବା ଉତ୍ତେଜନାରେ ୩ ଜଣଙ୍କ ମୃତ୍ୟୁ ଘଟିଲାଣି। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ସ୍ଥିତି ଏପରି ହୋଇଛି ଯେ ଏଥିରେ ତିନି ଜଣଙ୍କ ଜୀବନ ଯାଇ ଥିବାବେଳେ ୩୦ ଜଣ ପୁଲିସ କର୍ମୀ ଆହତ!-->…
ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ
ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା!-->…
ଆଇପିଏଲ୍-୨୦୨୫: ମହଙ୍ଗା ଖେଳାଳି ହେଲେ ଋଷଭ ପନ୍ତ, କିଣିଲା ଲକ୍ଷ୍ନୌ
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)-୨୦୨୫ ପାଇଁ ମେଗା ନିଲାମୀ ରବିବାର ଆରମ୍ଭ ହୋଇଯାଇଛି। ସାଉଦୀ ଆରବରେ ଆଜି ପ୍ରଥମ ଦିନରେ ଆୟାଜକ ଟିମ୍ ମାନେ ନିଜ ପସନ୍ଦର ଖେଳାଳିମାନଙ୍କୁ କିଣୁଛନ୍ତି। ଆଗାମୀ ଆଇପିଏଲ୍ ପାଇଁ ଲକ୍ଷ୍ନୌ ସୁପର ଜାଏଣ୍ଟସ ୨୭ କୋଟି ଟଙ୍କାରେ ଋଷଭ!-->…
ଅପହରଣ ଦୁଷ୍କର୍ମ ପରେ ବିବାହିତା ମହିଳାଙ୍କୁ ମହାରାଷ୍ଟ୍ରରେ ବିକ୍ରି ଅଭିଯୋଗ
ନବରଙ୍ଗପୁର : ପ୍ରଥମେ ବିବାହ ପ୍ରଲୋଭନ ପରେ ଅପହରଣ ଦୁଷ୍କର୍ମ ଶେଷରେ ବାହାର ରାଜ୍ୟକୁ ବିକ୍ରି ଉଦ୍ୟମ । ଏକଥା ଶୁଣି ଯେତିକି ଆଶ୍ଚର୍ଯ୍ୟ ଲାଗୁଛି ସେତିକି ଲଜ୍ଜାଜନକ ଘଟଣା ମଧ୍ୟ । ସବୁଠୁ ବଡ଼ କଥା ହେଉଛି ଏଭଳି ଘଟଣା କୌଣସି ବାହାର ରାଜ୍ୟର ନୁହେଁ ଖୋଦ୍ ଓଡ଼ିଶାରେ ଦେଖିବାକୁ ମିଳିଛି!-->…
ମାୟାବତୀଙ୍କ ବଡ଼ ଘୋଷଣା: ଆଉ କୌଣସି ଉପନିର୍ବାଚନ ଲଢ଼ିବନି ବିଏସ୍ପି
ସରିଛି ଉପ-ନିର୍ବାଚନ। ଫଳାଫଳ ମଧ୍ୟ ଶନିବାର ଘୋଷଣା ହୋଇସାରିଛି। ଉପ-ନିର୍ବାଚନରେ ବିଜେପି ୬ଟି ଆସନ ଜିତିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଦୁଇଟି ଆସନରେ ଏବଂ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଛନ୍ତି। ତେବେ ଏହି ଉପ-ନିର୍ବାଚନରେ ବିଏସ୍ପି ହାତକୁ କିଛି ଆସିନି। ଗୋଟିଏ ବି ଆସନ!-->…
ରାଷ୍ଟ୍ରପତିଙ୍କୁ ହତ୍ୟା ପାଇଁ ସୁପାରୀ ଦେଲେ ଉପରାଷ୍ଟ୍ରପତି
ମାନିଲା: ଫିଲିପାଇନ୍ସର ଉପରାଷ୍ଟ୍ରପତି ସାରା ଡୁଟେର୍ଟ ଶନିବାର କହିଛନ୍ତି ଯେ ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ ଜୁନିୟର, ତାଙ୍କ ପତ୍ନୀଙ୍କୁ ହତ୍ୟା କରିବାକୁ ସୁପାରୀ ଦେଇଛନ୍ତି। ଡୁଟେର୍ଟଙ୍କ ଅନୁଯାୟୀ, ସେ ହତ୍ୟାକାରୀଙ୍କୁ କହିଛନ୍ତି ଯେ ଯଦି ତାଙ୍କୁ (ଡୁଟେର୍ଟ) ହତ୍ୟା କରାଯାଏ, ସେ!-->…
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ତୀବ୍ର ହେଉଛି ବିଜେପି-ବିଜେଡି ରାଜନୀତି। ପୁଣି ମୁହାଁମୁହିଁ ଉଭୟ ଦଳ। ଯାଜପୁର ଟାଉନ ଉପକଣ୍ଠ ବୁଢାଘାଟ ପୋଲ ପାଖରେ ଧର୍ମଶାଳାର ବିଧାୟକଙ୍କୁ ଆକ୍ରମଣ ହେଲା। ସେଦିନ ବିଳମ୍ବିତ ରାତି ଯାଏଁ ଟାଉନ ଥାନା ଓ ସଦର ଥାନାରେ ହୋ ହଲ୍ଲା ଚାଲିଲା। ପରେ ପରେ ବିଜେଡିର ପୂର୍ବତନ!-->…