ନୃଶଂସ ପୁଅର ଉନ୍ମତ୍ତକାଣ୍ଡ, ମା’କୁ ପିଟିପିଟି କଲା ହତ୍ୟା

ଅନୁଗୁଳ: ଅନୁଗୁଳରେ ଅଭାବନୀୟ ଘଟଣା । ବୃଦ୍ଧା ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ । ଟାଉନ ଥାନା ସୁସୁଡ଼ା ଗାଁରେ ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ । ମାଆ ସହ ବଚସା ପରେ ଠେଙ୍ଗାରେ ପିଟିପିଟି ହତ୍ୟା କଲା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା…

ଇସ୍ରାଏଲ ଦୂତାବାସ ନିକଟରେ ଫୁଟିଲା ଗୁଳି, ଜଣେ ମୃତ, ୩ ପୁଲିସ ଆହତ

ଇସ୍ରାଏଲ ଦୂତାବାସ ନିକଟରେ ଫୁଟିଲା ଗୁଳି। ଏଥିରେ ଜଣେ ବନ୍ଧୁକଧାରୀଙ୍କ ମୃତ୍ୟୁ ହୋଇତିବା ବେଳେ ୩ ପୁଲିସକର୍ମୀ ଆହତ ହୋଇଛନ୍ତି। ଜୋର୍ଡାନରେ ଥିବା ଇସ୍ରାଏଲ ଦୂତାବାସ ନିକଟରେ ଏହି ଗୁଳିବିନିମୟ ହୋଇଛି। ସୂଚନା ମୁତାବକ, ଗୁଳି ଫୁଟିବା ଶବ୍ଦ ଶୁଣିବା ପରେ ଜୋର୍ଡାନ ପୁଲିସ ରାଜଧାନୀ…

ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ, ଆସନ୍ତାକାଲି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।…

ଆତଙ୍କୀ ହମ୍‌ଲା ପରେ ସାମ୍ପ୍ରଦାୟିକ ହିଂସା, ୩୭ ମୃତ

ଆତଙ୍କୀ ହମ୍‌ଲା ପରେ ଅଶାନ୍ତ ହୋଇପଡିଛି ଭାରତର ପଡୋଶୀ ଦେଶ ପାକିସ୍ତାନ। ଏଠାରେ ଆରମ୍ଭ ହୋଇଛି ସାମ୍ପ୍ରଦାୟିକ ହିଂସା। ଗତ ୨୪ ଘଣ୍ଟା ମଧ୍ୟରେ ଏଥିରେ ୩୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦ରୁ ଅଧିକ ଆହତ ହୋଇଛନ୍ତି। ପାକିସ୍ତାନର ଖାଇବର ପଖତୁନଖଓ୍ୱାରେ ଘଟିଛି ଏଭଳି କିଛି ଘଟଣା। ଏନେଇ…

ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଅଣାଯାଇଥିଲା

କଟକ : ଚାକିରି ଲୋଭରେ ଆସିଥିଲେ ନାବାଳିକା । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାରେ ଫିଟୁଛି ଗୁମର । ସିଡବ୍ଲୁସି ନିକଟରେ ଚାଞ୍ଚଲ୍ୟକର ବୟାନ । ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ନାବାଳିକାକୁ କଟକ ଅଣାଯାଇଥିଲା । ପରେ ତାଙ୍କୁ ଦେହ ବ୍ୟବସାୟ କରିବା ପାଇଁ ବାଧ୍ୟ…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ

ବ୍ରହ୍ମପୁର : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ଓ ଓଁ ଲାଫିଙ୍ଗ କ୍ଲବର ମିଳିତ ଆନୁକୂଲ୍ୟରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସମାଜବାଦୀ ନେତା ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ ହୋଇଯାଇଛି l ଲଫିଙ୍ଗ କ୍ଲବ ସଭାପତି ଦେବରାଜ ଦାଶଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ…

ନବ ନିଯୁକ୍ତ କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା…

ଉମରକୋଟ (୨୩/୧୧/୨୦୨୪) ନବରଙ୍ଗପୁର ଜ଼ିଲ୍ଲା,ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡା କ୍ଲଷ୍ଟରର ନବ ନିଯୁକ୍ତ କନିଷ୍ଠ ଶିକ୍ଷକ / ଶିକ୍ଷିକା ଙ୍କୁ ଆଞ୍ଚଳିକ ସାଧନ କେନ୍ଦ୍ର ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ଏହି ସ୍ୱାଗତ ସମ୍ବର୍ଦ୍ଧନା ସମାରୋହରେ ସି ଆର ସି ସି ବିଷ୍ଣୁ…

ବିଜୁଳି ଚୋରି ରୋକିବା ପାଇଁ ଟିପିଏସ୍ଓଡିଏଲର ରୁଟିନ୍ ଯାଞ୍ଚଜନିତ ପରିଦର୍ଶନ…

ବ୍ରହ୍ମପୁର : ଭରସାଯୋଗ୍ୟ ବିଦ୍ୟୁତ ସେବା ସୁନିଶ୍ଚିତ କରିବା ନେଇ ଟିପିଏସ୍ଓଡିଏଲ୍ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ, ସମ୍ଭାବ୍ୟ ବିଦ୍ୟୁତ ଚୋରି ରୋକିବା ପାଇଁ ଟିପିଏସ୍ଓଡିଏଲର ଏକ ଟିମ୍ ଆସିକା ବ୍ଲକର ମଣ୍ଟପଡ଼ା ଗ୍ରାମକୁ ପରିଦର୍ଶନ କରିଥିଲେ। କମ୍ପାନୀର ଅପରେସନାଲ୍…

ପ୍ରାହେଡପଙ୍କା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଫଟା ଛାତ ତଳେ ଚାଲିଛି ଶିକ୍ଷାଦାନ…

ଦାରିଙ୍ଗବାଡି, ୨୩/୧୧ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସରାମୁଳି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ପ୍ରାହେଡପଙ୍କା ଗ୍ରାମର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଫଟା ଛାତ ତଳେ ଚାଲିଛି ଶିକ୍ଷାଦାନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବିଦ୍ୟାଳୟରେ ଦୁଇଟି ଶ୍ରେଣୀ କୋଠରୀରେ…