ମା ସୁରାଦେଇ ଫ୍ରେଣ୍ଡସ୍ କ୍ଳବ ପକ୍ଷରୁ ଅସହାୟ ଙ୍କୁ କମ୍ବଳ ବଣ୍ଟନ…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଖଜୁରୀପଡା ସ୍ଥିତ ମା ସୁରାଦେଇ ଫ୍ରେଣ୍ଡସ୍ କ୍ଳବ ପକ୍ଷରୁ ଗରିବ ଅସହାୟ ଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା। କନ୍ଧମାଳ ରେ ଅତି ପ୍ରବଳ ଶୀତ ହେଉଥିବା ଯୋଗୁ ଅସହାୟ ମାନେ ବହୁତ କଷ୍ଟ ଅନୁଭବ କରୁଥିବା ପ୍ରକାଶ କରିଥିଲେ। ଫ୍ରେଣ୍ଡସ୍ କ୍ଲବ ଅସହାୟ ମାନେ ଶୀତ ରୁ ରକ୍ଷା…

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ…

ବାଲିଗୁଡ଼ା :, କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ପ୍ରକାରେ ସୂଚନା ପାଇ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବନ୍ଧଗୁଡ଼ା ଛକରେ…

ଶ୍ରୀ ସତ୍ୟସାଇ ବାବାଙ୍କ ୯୯ ତମ ଜନ୍ମ ବାର୍ଷିକୋତ୍ସବ ପାଳିତ…

ବାଲିଗୁଡା :, କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ସତ୍ୟସାଇ ସେବା ସମିତି ଆନୁକୂଲ୍ୟରେ ଶ୍ରୀ ସତ୍ୟସାଇବାବାଙ୍କ ୯୯ ତମ ଜନ୍ମ ବାର୍ଷିକୋତ୍ସବ ସ୍ଥାନୀୟ ସାଇବିହାର ଠାରେ ପାଳିତ ହୋଇଯାଇଛି | ସମିତି ର ଆବାହକ ରାଜେନ୍ଦ୍ର କୁମାର ପାତ୍ର ଙ୍କ ଅଧ୍ଯକ୍ଷତାରେ ପ୍ରତ୍ଯୁଷରେ ଓଁକାର,…

ଷଷ୍ଠ ଆନ୍ତଃ ବିଦ୍ୟାଳୟ ଦ୍ବିଦିବସୀୟ କବାଡି ପ୍ରତିଯୋଗିତା ଆରମ୍ଭ …..

ରାଉରକେଲା: ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଷଷ୍ଠ ଆନ୍ତଃ ବିଦ୍ୟାଳୟ ଦ୍ବିଦିବସୀୟ କବାଡି ପ୍ରତିଯୋଗିତା ସଂଘ ପରିସରରେ ଆରମ୍ଭ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକ ମୁଖ୍ୟ ଅତିଥି ଓ ବିଶିଷ୍ଟ ଶ୍ରମିକନେତା ବିଷ୍ଣୁ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ…

ରାୟଗଡ଼ା ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ବାବାଙ୍କ ୯୯ ତମ ଜୟନ୍ତୀ ପାଳନ

ରାୟଗଡ଼ା : ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ୯୯ ତମ ପବିତ୍ର ଜନ୍ମ ଦିନ ଉପଲକ୍ଷେ ରାୟଗଡ଼ା ନ୍ୟୁ କଲୋନୀ ସ୍ଥିତ ଶ୍ରୀ ସତ୍ୟ ସାଇ ସେବା ସମିତି ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯାଇଛି। ଏହି ଅବସରରେ ପ୍ରାତଃ ୫ ଘଣ୍ଟା ସମୟରେ ପ୍ରଭାତ ଫେରି ହୋଇଥିଲା। ସକାଳ ୯ ଘଣ୍ଟା ସମୟରୁ ୧୨ ଘଣ୍ଟା…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଉଦଯାପିତ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଦୁଇ ଦିନ ଧରି ଚାଲିବା ପରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦଘାଟନୀ ସମାରୋହରେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ…

ସାରା ରାଜ୍ୟରେ ପାଳିତ ହେଲା ପ୍ରଥମାଷ୍ଟମୀ, ଏଣ୍ଡୁରି ପିଠାର ମହକରେ ବାସିଲା ପୁରପଲ୍ଲୀ

ଭୁବନେଶ୍ବର : ସାରା ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ପାଳନ ହେଲା ପ୍ରଥମାଷ୍ଟମୀ | ବଡପୁଅ ବା ଝିଅମାନଙ୍କର ନୂଆ ବସ୍ତ୍ର ପରିଧାନ ସହିତ ଏଣ୍ଡୁରି ପିଠାର ମହକରେ ବାସିଲା ପୁରପଲ୍ଲୀ | ସୂଚନାଯୋଗ୍ୟ ମାର୍ଗଶୀର ମାସର ଅଷ୍ଟମୀ ତିଥୀ ପ୍ରଥମାଷ୍ଟମୀ ଭାବରେ ପରିଚିତ। ଏହାକୁ ବେଶ ଭଲ ଭାବରେ ପାଳିଥାନ୍ତି…

ଓଡ଼ିଶାର ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ପାଇଁ ନିବେଶକଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ନୂଆଦିଲ୍ଲୀରେ ହୋଇଥିବା ଅକ୍ଷୟ ଶକ୍ତି ରାଉଣ୍ଡ ଟେବୁଲ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଧ୍ୟକ୍ଷତା କରିଥିଲେ। ସୋସାଇଟି ଫର ଲିଗାଲ ଆଣ୍ଡ ପଲିସି ରିସର୍ଚ୍ଚ ଓ ଇଡାମ ଇନଫ୍ରାଷ୍ଟ୍ରକ୍ଚରର ମିଳିତ…

ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ

ଯାଜପୁର : ଯାଜପୁର ରାଜନୀତିରେ ଘଡ଼ିକେ ଘୋଡା ଛୁଟୁଛି। ହିମାଂଶୁ ସାହୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରିଛନ୍ତି ବିଞ୍ଝାରପୁର ବିଧାୟକ ପ୍ରମିଳା ମଲ୍ଲିକ। ସେ ଖାଲି ଏଣ୍ଟ୍ରୀ ମାରିନାହାନ୍ତି, ବରଂ ହିମାଂଶୁଙ୍କ ବିରୋଧରେ ବହେ ବର୍ଷିଛନ୍ତି। ପ୍ରମିଳା ମାଡାମଙ୍କ ଆରୋପର ଗୋଟି ଗୋଟି କରି ଜବାବ…

ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର : ଓଡ଼ିଶା ଶିଳ୍ପ ନୀତି-୨୦୧୫ରେ ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ଆଜି କ୍ୟାବିନେଟର ମଞ୍ଜୁରୀ ମିଳିଛି ।ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ…