Sign in
Sign in
Recover your password.
A password will be e-mailed to you.
ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ୱର : ଶେଷ ହେଲା ସବୁ କଳ୍ପନାଜଳ୍ପନା। ବିଜେଡିରେ ମିଶିଲେ ସୁଜାତା ଆର୍ କାର୍ତ୍ତିକେୟନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଭି କେ ପାଣ୍ଡିଆନ୍ ଙ୍କ ପତ୍ନୀ ସୁଜାତା ବିଜୁ ଜନତା ଦଳରେ ଯୋଗ ଦେଲେ। ଶଙ୍ଖ ଭବନରେ ବିଜୁ ଜନତା ଦଳର ବଡ ବୈଠକ ଅନୁଷ୍ଠିତ!-->…
ରଥଯାତ୍ରା, ଗୁଣ୍ଡିଚା ଓ ସୁନାବେଶରେ ଟୋଲ ଫି ଛାଡ, ପରିବହନ କମିଶନର ବଡ଼ ନିଷ୍ପତ୍ତି
ପୁରୀ : ରଥଯାତ୍ରା, ଗୁଣ୍ଡିଚା ଓ ସୁନାବେଶ ଦିନ ସମସ୍ତ ଗାଡ଼ି ପାଇଁ ଟୋଲ ଫି ଛାଡ କରାଯିବ । ଟୋଲ ଗେଏହି ଦିନମାନଙ୍କ ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ପାଖାପାଖି ହଜାରେ ବସ ଚଳାଚଳ ପାଇଁ ବ୍ୟବସ୍ଥା କରଯାଇଛି । ବସ ଷ୍ଟାଣ୍ଡମାନଙ୍କରେ ଯାତ୍ରୀଙ୍କ ପାଇଁ ମାଗଣା ଖାଇବା ବ୍ୟବସ୍ଥା ସହ ବସ୍!-->…
ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାର ତଦନ୍ତ ଶେଷ, ୭ ଦିନ ଧରି ଚାଲିଥିଲା ତନାଘନା
ଭୁବନେଶ୍ୱର : ପିଲାଙ୍କ ପାଠପଢ଼ା ବହିରେ ମାଳମାଳ ତ୍ରୁଟି ଘଟଣାରେ ତଦନ୍ତ ପାଇଁ ଉନ୍ନୟନ କମିଶନର ଦେଓ ରଂଜନ କୁମାର ସିଂହଙ୍କ ନେତୃତ୍ବରେ ଗଠିତ ୩ ଜଣିଆ କମିଟିର ଅବଧି ସରିଛି । ୭ ଦିନ ଧରି ତନାଘନା କରିବା ପରେ ପୁସ୍ତକ ପ୍ରସ୍ତୁତିରେ କାହାର ଭୂମିକା କ’ଣ ରହିଥିଲା, କିଏ ଉତ୍ତରଦାୟୀ, କମିଟି!-->…
ସିଙ୍ଗପୁରରେ ବାଣ ବିସ୍ଫୋରଣ: ପୁଅ ମୃତ, ବାପା ଓ ମାଆ ଗୁରୁତର
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁରରେ ବାଣ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ପୁଅର ମୃତ୍ୟୁ ଘଟିଥିଲାବେଳେ ବାପା ଓ ମାଆ ଗୁରୁତର ଥିବା ଜଣାପଡିଛି । ମେଡିକାଲରେ ପୁଅକୁ ମୃତ ଘୋଷଣା କରିଥିଲେ!-->…
ମିଳିଲାନି ୪ କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ
ପଦ୍ମପୁର : ପୁଅ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’କୁ ମିଳିଲାନି ଚାରି କାନ୍ଧ| ପଦ୍ମପୁରରେ ଲଜ୍ଜା। ମିଳିଲାନି ୪ କାନ୍ଧ। ସାଇକେଲରେ ବୁହା ହେଲା ମୃତଦେହ। ବ୍ୟବସ୍ଥା ଉପରେ ପୁଣି ପ୍ରଶ୍ନ ଉଠିଛି। ଘଟଣାନୁଯାୟୀ, ବୃଦ୍ଧାଙ୍କର ୨ ପୁଅ ଦାଦନ ଯାଇ ଅନ୍ୟ ଜାତିରେ ବିବାହ କରିଥିଲେ। ତେଣୁ!-->…
ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା
ବାଲେଶ୍ୱର : ବାଲେଶ୍ୱରରେ ଗୁରୁବାର ଏକ ବଡ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ହୋଇଛି। ପ୍ରାୟ ୮ ରାଉଣ୍ଡ ଗୁଳି ଫୁଟାଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁଳି ଫୁଟିଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଏଥିରେ ବ୍ୟବସାୟୀଙ୍କୁ!-->…
ଆଜି ଶ୍ରୀମନ୍ଦିରରେ ଋକ୍ମିଣୀ ବିବାହ, ନୀତିକାନ୍ତି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ
ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଋକ୍ମିଣୀ ହରଣ ନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହୋଇଛି । ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ କରାଯିବାର ପରମ୍ପରା ରହିଆସିଛି ।!-->…
ଚାଲାଣ ବେଳେ ମାଡିବସିଲା ବନ ବିଭାଗ, ୩୨୯ଟି କଇଁଛ ଜବତ, ୩ ଗିରଫ
ମାଲକାନଗିରି: ବନ ବିଭାଗକୁ ବଡ଼ ସଫଳତା। ବେଆଇନ କଇଁଛ ଚାଲାଣ ଉପରେ ଚଢ଼ାଉ କରି ମାଲକାନଗିରି ବନ ବିଭାଗ ୩୨୪ଟି କଇଁଛ ଜବତ କରିଛି। ଏହାସହ ୩ ଜଣଙ୍କୁ ଗିରଫ କରିଛି। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ବନ ବିଭାଗର ଟିମ୍ ଏକ ବୋଲେରୋ ଗାଡ଼ିକୁ ମାଲକାନଗିରି ଜିଲ୍ଲା ପଦ୍ମଗିରି ଛକ ନିକଟରେ ଅଟକାଇ!-->…
ସରକାରୀ ସ୍କୁଲ୍ର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଲ ବ୍ୟାଗ
ଭୁବନେଶ୍ୱର: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍। ନୂଆ ଶିକ୍ଷାବର୍ଷରେ ସରକାରୀ ସ୍କୁଲ୍ର ଛୋଟ ଛୋଟ ପିଲାଙ୍କୁ ନୂଆ ସ୍କୁଲ୍ ବ୍ୟାଗ୍ ଯୋଗାଇ ଦେବାକୁ ପ୍ରସ୍ତୁତି ଜୋରଦାର ହୋଇଛି । ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍ ମିଳିବ। ପିଲାଙ୍କୁ!-->…
ୟୁରୋପରେ ଇବୋଲା ଆତଙ୍କ, ଗଲାଣି ୨୬୦ରୁ ଅଧିକ ଜୀବନ
ନୂଆଦିଲ୍ଲୀ: ୟୁରୋପରେ ପଶିଲା ଘାତକ ଇବୋଲା । ମାନବିକ ସେବା କରିବାକୁ ଯାଇ ଭୂତାଣୁ ନେଇ ଫେରିଲେ ଡାକ୍ତର । କଙ୍ଗୋରେ ତାଣ୍ଡବ ରଚୁଛି ଇବୋଲର ନୂଆ ଷ୍ଟ୍ରେନ୍ । ବର୍ତ୍ତମାନ ସୁଦ୍ଧା ୨୬୦ରୁ ଅଧିକ ଜୀବନ ଗଲାଣି । ବିଶ୍ୱକୁ ପୁଣି ଡରାଇଲାଣି ମାରାତ୍ମକ ‘ଇବୋଲା’ ଭୂତାଣୁ । ଆଫ୍ରିକୀୟ ଦେଶ!-->…