ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ…

ବଦଳିଲା କାନାଡାର ସ୍ୱର; ମୋଦିଙ୍କ ବିରୁଦ୍ଧରେ ଆଣିଥିବା ଅଭିଯୋଗକୁ କଲା ଖଣ୍ଡନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବିରୁଦ୍ଧରେ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିଛି କାନାଡା। କାନାଡାରେ ହରଦୀପ ସିଂହ ନିଜ୍ଜାର ହତ୍ୟା ସହ ଏକାଧିକ ଅପରାଧିକ କାର୍ଯ୍ୟକଳାପ ସହ ମୋଦି, ଜୟଶଙ୍କର ଏବଂ…

ପୋଲିସ ଏନ୍ କାଉଣ୍ଟରରେ ୧୦ ମାଓବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି : ଟଳିପଡିଲେ ୧୦ ମାଓବାଦୀ । ପୋଲିସ ଏନ୍ କାଉଣ୍ଟରରେ ୧୦ ମାଓବାଦୀ ନିହତ। ଛତିଶଗଡ଼ର ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ପୋଲିସର ଏନ୍ କାଉଣ୍ଟର । ଘଟଣାସ୍ଥଳରୁ ଇନସାସ୍, ଏକେ-୪୭, SLR , ୩ଟି ବନ୍ଧୁକ ଓ ମ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ ହୋଇଛି । DRG…

ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ

ବୌଦ୍ଧ: ହରଭଙ୍ଗା ଥାନା ମହାଲିକ୍‌ପଡ଼ା ଗାଁରେ ଅଭାବନୀୟ ଘଟଣା । ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ । ଗୁରୁତର ଅବସ୍ଥାରେ ଦୁଇ ଭଉଣୀଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ବଡ଼ ଭଉଣୀର ମୃତ୍ୟୁ ହୋଇଥିବା ବେଳେ ସାନ ଭଉଣୀ ଚିକିତ୍ସିତ । ମୃତ ଭଉଣୀ…

ସାର କାରଖାନାରେ ବିସ୍ଫୋରଣ; ୩ ମୃତ, ୯ ଆହତ

ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଥିବା ପ୍ରାଥମିକ…

ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ୬ମାସ ବଢିଲା

ଭୁବନେଶ୍ବର: ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ । ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି । ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ…

ରାଜ୍ୟସ୍ତରୀୟ ବିଜ୍ଞାନ କୁଇଜ ପ୍ରତିଯୋଗିତାରେ ଟାଙ୍ଗଣାପଲ୍ଲୀ ହାଇସ୍କୁଲର ଛାତ୍ର ପ୍ରଥମ

ଛତ୍ରପୁର : ଭୁବନେଶ୍ୱର ଠାରେ ରାଜ୍ଯ ସ୍ତରୀୟ ବିଜ୍ଞାନ ମେଳା ଓ ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ଆୟୋଜିତ ବିଜ୍ଞାନ କୁଇଜ ପ୍ରତିଯୋଗିତାରେ ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ନୋଡାଲ ବିଦ୍ୟାପୀଠର ଦଶମ ଶ୍ରେଣୀର ଛାତ୍ର ଅବିନାଶ ବୈଦ୍ୟ ପ୍ରଥମ ସ୍ଥାନ ଅଧିକାର କରି…

ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କୁ ସହାୟକ ଉପକରଣ ବଂଟନ

ଛତ୍ରପୁର : ସ୍ୱତନ୍ତ୍ର ସହାୟକ ଉପକରଣ ଆବଶ୍ୟକ ଥିବା ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କ ପାଇଁ ସମଗ୍ର ଶିକ୍ଷା ଗଞ୍ଜାମ ତରଫରୁ ସହାୟକ ଉପକରଣ ବଂଟନ କାର୍ଯ୍ୟକ୍ରମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୧୮ ତାରିଖରେ ବ୍ରହ୍ମପୁର ସ୍ଥିତ କ୍ୱିନ୍ ମିସନ୍ ହାଇସ୍କୁଲ, ୧୯…

ସିକଲ ସେଲ ରୋଗ ବିଷୟରେ ସଚେତନତା ଶିବିର

ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ସିକଲ ସେଲ ରୋଗ ବିଷୟରେ ଏକ ସଚେତନତା ଶିବିର ର ଆୟୋଜନ…

ଛାତ୍ରୀଙ୍କୁ କମେଣ୍ଟ ମାରିବାକୁ କେନ୍ଦ୍ରକରି ତୁମୁଳକାଣ୍ଡ

ପାଟଣସାହି ଠାରୁ ବସ୍ ଟର୍ମିନାଲ ପରିସର ପାଲଟିଲା ରଣକ୍ଷେତ୍ର: ୨ ରୋମିଓ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳର ବିଭିନ୍ନ ସାହି ବସ୍ତିରେ ଗଢି ଉଠିଥିବା କୋଚିଂ ସେଣ୍ଟର ଓ ବସ୍ ଟର୍ମିନାଲ ଚା ଦୋକାନ ପାଲଟିଛି ରୋଡ ରୋମିଓଙ୍କ ଆଡ୍ଡାସ୍ଥଳୀ । ସ୍ଥାନୀୟ ସହର…