କଟକ ଓ କେନ୍ଦ୍ରାପଡାରେ ଅଗ୍ନିକାଣ୍ଡ

କଟକ : କଟକରେ ଗୁରୁବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବକ୍ସି ବଜାର ମଣିସାହୁ ଛକ ନିକଟସ୍ଥ ଏକ ଇଲକ୍ଟ୍ରୋନିକ ମରାମତି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ, ୱାସିଂମେସିନ, କୁଲର ସଜଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି।…

ବୈଦ୍ୟେଶ୍ୱରଟି ସେତୁ ନିକଟରୁ ୨୬ଗୋରୁ ଉଦ୍ଧାର: ୨ ଗାଈ ମୃତ, ୨ ବେପାରୀ ଗିରଫ 

ବାଙ୍କୀ : ଆଜି ଭୋର ସମୟ ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦେଶ୍ଵର ଥାନା ପୁଲିସ ପକ୍ଷରୁ ଗୋରୁ ଚାଲାଣ ଖବର ପାଇ ହୋଇଥିଲା ଚଢ଼ାଉ କରାଯାଇଥିଲା। ଖବର ପାଇ ପୁଲିସ ଗୋରୁ ଗାଡିକୁ ଜବତ ପାଇଁ ଉଦ୍ୟମ କରିଥିବାବେଳେ ଗୋ ବେପାରୀ ମାଫିଆ ଓ ପୁଲିସ ମୁହାଁମୁହିଁ ହୋଇଥିଲେ। ଗୋରୁ ବେପାରୀଙ୍କୁ ସୁରକ୍ଷା…

ଏଥର ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା; ୨୪ରେ ପାଇବେ ୨୦ ଲକ୍ଷ ମହିଳା

ଭୁବନେଶ୍ବର : ଆସନ୍ତା ୨୪ ତାରିଖରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ଏଥର ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡ଼ି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିସହ ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ୨…

ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍‌

ଭୁବନେଶ୍ବର : ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍‌। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ପୁଲିସ୍‌ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ସେମାନଙ୍କୁ ଯାଜପୁର SDJM କୋର୍ଟରେ ହାଜର କରାଇଛି। କୋର୍ଟ ସେମାନଙ୍କ ଜାମିନ୍‌ ଆବେଦନକୁ ଖାରଜ…

ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ବର : ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ। ଏ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସେପଟେ ସମ୍ବଲପୁରରେ ୧୦୦ ଏକର ଜମିରେ ହେବ ଆକୁଆ ପାର୍କ। ମଧୁର ମାଛ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା। ସାରା ଦେଶରେ ଓଡ଼ିଶା ୪ ନମ୍ବରରେ ଥିବା ବେଳେ ରପ୍ତାନି ମଧ୍ୟ ବଢିଛି। ବିଶ୍ୱ…

ଆସନ୍ତାକାଲି ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ

ନୂଆଦିଲ୍ଲୀ :ଆସନ୍ତାକାଲି ସକାଳ ୮ଟାରେ ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ୍‌ ଆଶ୍ରମ। ବୈକୁଣ୍ଠଧାମ ଆଶ୍ରମ ଭାଙ୍ଗିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିଛି। ଜିଏ, ଭୁବନେଶ୍ୱର ମହାନଗର ନିଗମ ନିଗମ (ବିଏମ୍‌ସି) ଓ କମିଶନରେଟ୍ ପୁଲିସ ମିଳିତ ଭାବେ ଆଶ୍ରମ ଭାଙ୍ଗିବେ।…

ଭାରତ-ଆମେରିକା ପ୍ରତିରକ୍ଷା ସହଯୋଗକୁ ରାଜନାଥ ଓ ଲଏଡଙ୍କ ପ୍ରଶଂସା

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଆମେରିକାର ପ୍ରତିରକ୍ଷା ସଚିବ ଲଏଡ୍ ଅଷ୍ଟିନ୍ ଭାରତ-ଆମେରିକା ପ୍ରତିରକ୍ଷା ଭାଗିଦାରୀରେ ବୃଦ୍ଧି ପାଇଥିବା ଅଗ୍ରଗତିକୁ ପ୍ରଶଂସା କରିଛନ୍ତି। ଗୁରୁବାର ଲାଓସର ଭିଏଣ୍ଟିଆନେଠାରେ ଅନୁଷ୍ଠିତ ଏକାଦଶ ଆସିଆନ ପ୍ରତିରକ୍ଷା ମନ୍ତ୍ରୀଙ୍କ…

ମାଲି ପ୍ରଧାନମନ୍ତ୍ରୀ ପଦବୀରୁ ବହିଷ୍କୃତ

ନୂଆଦିଲ୍ଲୀ : ଦେଶର ସାମରିକ ଶାସନକୁ ସମାଲୋଚନା କରିବାର କିଛି ଦିନ ପରେ ମାଲିରେ ପ୍ରଧାନମନ୍ତ୍ରୀ ଚୋଗୁଏଲ ମାଇଗାଙ୍କୁ ଶାସକ ଜୁନ୍ତା ପଦବୀରୁ ବହିଷ୍କାର କରିଛି। ଗତକାଲି ସେଠାକାର ସରକାରୀ ଟେଲିଭିଜନରେ ଏହି ବିଷୟ ପ୍ରସାରିତ ହୋଇଛି। ଗଣତନ୍ତ୍ର ପୁନସ୍ଥାପନ କରିବା ଏବଂ ଚଳିତ ବର୍ଷ ମାର୍ଚ୍ଚ…

ୟୁକ୍ରେନ୍ ଉପରକୁ ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କଲା ରୁଷ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ମସ୍କୋର ପରମାଣୁ ନୀତି ବଦଳାଇବାର ଗୋଟିଏ ଦିନ ପରେ ରୁଷ୍ ୟୁକ୍ରେନ୍ ଉପରକୁ ଏକ ଆନ୍ତଃମହାଦେଶୀୟ ବ୍ୟାଲିଷ୍ଟିକ୍ କ୍ଷେପଣାସ୍ତ୍ର ଆଇସିବିଏମ୍ ନିକ୍ଷେପ କରିଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର…

ରାହୁଲ ଗାନ୍ଧିଙ୍କ ଦାବି: ଗୌତମ ଆଦାନୀଙ୍କୁ ତୁରନ୍ତ ଗିରଫ କରାଯାଉ

ନୂଆଦିଲ୍ଲୀ : ଭାରତର କୋଟିପତି ବ୍ୟବସାୟୀ ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଠକେଇ ଅଭିଯୋଗ ଆଣିଛି ଆମେରିକା। ସେ କଣ୍ଟ୍ରାକ୍ଟ ହାସଲ ପାଇଁ ୨୬୫ ମିଲିଅନ୍‌ ଡଲାରର ଲାଞ୍ଚ ଦେଇଥିବା ଅଭିଯୋଗ ଉଠିଛି। ଏହି ଅଭିଯୋଗ ସାମ୍ନାକୁ ଆସିବା ପରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି…