Sign in
Sign in
Recover your password.
A password will be e-mailed to you.
ପଦ୍ମଗିରି ବିଦ୍ୟାଳୟରେ ଅବ୍ୟବସ୍ଥା : ତଦନ୍ତ କଲେ ଜିଲ୍ଲା ମଙ୍ଗଳ ଅଧିକାରୀ
ମାଲକାନଗିରି, ୧୯।୧୧ ମାଲକାନଗିରି ଜିଲ୍ଲା ପଦ୍ମଗିରି ସ୍ଥିତ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ବିଦ୍ୟାଳୟକୁ ଗତକାଲି ବିଧାୟକ ଓ ପ୍ରଶାସନିକ ଅଧିକାରୀ ଅଚାନକ ଗସ୍ତ କରି ବିଭିନ୍ନ ବିଷୟରେ ସମୀକ୍ଷା କରି ନାନା ପ୍ରକାରର ଅବ୍ୟବସ୍ଥା ଦେଖି ପ୍ରଧାନ ଶିକ୍ଷକଙ୍କ ଉପରେ ଖପ୍ପା ହେବା ସହ!-->…
ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : ହଜାର ହଜାର ଶ୍ରଦ୍ଧାଳୁ ସାମିଲ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ଚତୁର୍ଥ ଦିନରେ ସୂର୍ଯ୍ୟ ପୂଜା ,ଦେବତାଙ୍କ ମହାସ୍ନାନ,ସଲାପୂଜା ହୋମ ନାମ ଯଜ୍ଞ ,ଅନ୍ନଯଜ୍ଞ ହୋଇଥିବା ବେଳେ ମଧ୍ୟ ରାତ୍ର ରେ!-->…
ବ୍ଳକସ୍ତରୀୟ ଜ୍ଞାନବିଜ୍ଞାନ ମେଳା : ୭ଟି ପ୍ରକଳ୍ପ ଜିଲ୍ଲାସ୍ତରକୁ ମନୋନୀତ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ମକରଝୋଳ ଉଚ୍ଚ ଓ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଳକସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଇଓ ଏସ. ଗିରିଧରଙ୍କ ସଂଯୋଜନାରେ ଆୟୋଜିତ ମେଳାରେ ମୁଖ୍ୟ ଅତିଥି ଭାବେ ହିଞ୍ଜିଳି ବିଧାୟକଙ୍କ ଜିଲ୍ଲା ପରିଷଦ ପ୍ରତିନିଧି!-->…
ଜାତୀୟ ସଂହତି ଦିବସ କାର୍ଯ୍ୟକ୍ରମ
ଫୁଲବାଣୀ : କେନ୍ଦ୍ର ସରକାରଙ୍କର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇ ଭାରତ ଫୁଲବାଣୀ ତରଫରୁ ଜାତୀୟ ସଂହତି ଦିବସ କାର୍ଯ୍ୟକ୍ରମ ପବ୍ଲିକ ସ୍କୁଲ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ପବ୍ଲିକ ସ୍କୁଲର ଅଧକ୍ଷ!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆଇରନ ଲେଡି ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତି ପାଳନ
ହିଞ୍ଜିଳିକାଟୁ ୧୯/୧୧ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ ଛକ ଠାରେ ହିଞ୍ଜିଳି କଂଗ୍ରେସ ତରଫରୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆଇରନ ଲେଡି ଇନ୍ଦିରା ଗାନ୍ଧୀଙ୍କ ୧୦୭ ତମ ଜନ୍ମ ଜୟନ୍ତି ପାଳନ ହୋଇଯାଇଛି। ହିଞ୍ଜିଳି କଂଗ୍ରେସ ବିଧାୟକ ପ୍ରାର୍ଥୀ ରଜନୀକାନ୍ତ ପାଢି ଙ୍କ!-->…
ଆସୁଛି ଆଉ ଏକ ଲଘୁଚାପ, ୨୧ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଶୀତ ବଢିବାର ସମ୍ଭାବନା
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ୨୧ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୨୩ ତାରିଖରେ ଏହା ଅଧିକ ଘନିଭୂତ ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପରେ ପରିଣତ ହେବ । ତେବେ!-->…
କରାତଳି ତାମ୍ପରାର ପୁନରୁଦ୍ଧାର କରିବା ସହ ମରୁଡିର ସ୍ଥାୟୀ ପ୍ରତିକାର କରିବା ନିମନ୍ତେ ଦାବିପତ୍ର
ଛତ୍ରପୁର : କରାତଳି ତାମ୍ପରାର ପୁନଃରୁଦ୍ଧାର କରିବା ସହ ମରୁଡିର ସ୍ଥାୟୀ ପ୍ରତିକାର କରିବା ନିମନ୍ତେ ଋଷିକୂଲ୍ୟା ରୟତ ମହାସଭା ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଏକ ଲିଖିତ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇଙ୍କୁ ପ୍ରଦାନ କରାଯାଇଛି, କରାତଳି ତାମ୍ପରା ଯୋଗୁଁ!-->…
ବେଦାନ୍ତ ଜମି ଫେରାଇବା ପ୍ରସଙ୍ଗ: ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ
ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ଫେରାଇବା ପ୍ରସଙ୍ଗ। କ୍ଷତିପୂରଣ ରାଶି ଛାଡ଼ ପାଇଁ ଦାବି ହେଲେ ବିଚାର କରିବେ ସରକାର । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଚାଷୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଜମି ଫେରିପାଇବାକୁ ହେଲେ!-->…
ଭରତପୁର ଥାନା ମାମଲା: ଉଭୟ ପକ୍ଷଙ୍କୁ ପଚରାଉଚରା କଲେ ତଦନ୍ତ କମିସନ
ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୁଲିସର ଦୁର୍ବ୍ୟବହାର ଓ ନିର୍ଯାତନା ଅଭିଯୋଗର ତଦନ୍ତ ଜାରି ରହିଛି। ଆଜି ଏହି ଘଟଣାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିସନ ତଦନ୍ତ କରିଛନ୍ତି। କମିସନ ନିଜେ ଆଜି ସ୍ପଟ୍ ଭିଜିଟ୍ କରିଛନ୍ତି। ଏହି ଅବସରର ସେ ନିଲମ୍ବିତ ଆଇଆଇସି!-->…
ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟଣାର ଏସଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧ ଦୃଢ…
ଛତ୍ରପୁର : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅଧିନ କଳାଜମୁନା ଶ୍ରୀ ସାଇ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ୫ମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟଣା ର ଏସଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ମଙ୍ଗଳବାର!-->…