Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ମହିଳାଙ୍କୁ ୩୦ ଖଣ୍ଡ କରିଥିବା ଯୁବକ!
ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ଜଣେ ମହିଳାଙ୍କୁ ଭୟଙ୍କର ଢଙ୍ଗରେ ହତ୍ୟା କରିଥିବା ସନ୍ଦିଗ୍ଧ ଯୁବକ। ବେଙ୍ଗାଲୁରୁ ପୁଲିସ୍ ଘଟଣାର ତନାଘନା କରୁଥିବାରୁ ଅଭିଯୁକ୍ତ ଜଣଙ୍କ ସେଠାରୁ ଓଡ଼ିଶା ଚାଲି ଆସିଛି।
ଏକଥା ଜଣାପଡ଼ିବା ପରେ ଘଟଣାର ତଦନ୍ତ କରୁଥିବା କର୍ଣ୍ଣାଟକା ପୁଲିସ୍ର!-->!-->!-->…
କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ‘ସ୍ୱଚ୍ଛତା ହିଁ ସେବା’ ଉଦ୍ଦେଶ୍ୟରେ ପଥପ୍ରାନ୍ତ ନାଟକ ଆୟୋଜିତ
ମାଲକାନଗିରି : ସ୍ୱଚ୍ଛତା ହିଁ ସେବା ଆଦର୍ଶ କୁ ମୂଳ ଲକ୍ଷ ରଖି କେନ୍ଦ୍ରୀୟ ବିଦ୍ୟାଳୟ ଏକାଦଶ ଶ୍ରେଣୀ ର ଛାତ୍ରଛାତ୍ରୀ ମାନେ ଜିଲ୍ଲା ନ୍ୟାୟାଳୟ ସମ୍ମୁଖ ଛକରେ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରିଥିଲେ l ଲୋକମାନେ ଦୈନନ୍ଦିନ ଜୀବନରେ ବ୍ୟକ୍ତି ଗତ ସ୍ୱଚ୍ଛତା ସହିତ ପାରିପାର୍ଶ୍ଵିକ ସ୍ୱଚ୍ଛତା!-->…
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି । ୨୭ ଯାଏ ପ୍ରବଳ ବର୍ଷିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି!-->…
ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ l ଇ-କେୱାଇସି ପାଇଁ ଏବେ ଟିକେ!-->…
ହିଂସକ ହେଉଛି ନିର୍ବାଚନ, କମଲା ହାରିସଙ୍କ ଅଫିସ୍ ଉପରକୁ ଗୁଳିମାଡ଼
ଆସନ୍ତା ନଭେମ୍ବର ମାସରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବ। ତେବେ ଭୋଟ୍ ପୂର୍ବରୁ ଆମେରିକାରୁ ଲଗାତର ହିଂସା ଖବର ସାମ୍ନାକୁ ଆସୁଛି। ପ୍ରଥମେ ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କରାଯାଇଥିଲା। ବର୍ତ୍ତମାନ!-->…
ବଣାଇରେ ତୀର ଆତଙ୍କ, ତୀର ମାଡ଼ରେ ବଣାଇ ଥାନା ଆଇଆଇସି ଆହତ
ବଣାଇ : ପଣବନ୍ଦୀରେ ସ୍କୁଲ । ୪ ଦିନ ହେଲା ଧନୁତୀର ଧରି ଉତ୍ପାତ କରୁଛି ଧନୀ ମୁଣ୍ଡା । ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ୟୁପି ସ୍କୁଲକୁ ନିଜ କବଜାରେ ରଖିଛି । ଧନୁ ତୀର ଓ ବାଟୁଳି ଧରି ସ୍କୁଲ ଛାତ ଉପରେ ବସିଛି । ସ୍କୁଲର ଅଣ୍ଡା, ଚାଉଳ, ଆଳୁ ନେଇ ଛାତରେ ରୋଷେଇ!-->…
ପାରାଦୀପରେ ଆରମ୍ଭ ହେଲା ୨ ଦିନିଆ ଉପକୂଳ ସମରାଭ୍ୟାସ
ପାରାଦୀପ: ପାରାଦୀପରେ ଆଜିଠୁ ଆରମ୍ଭ ହୋଇଛି ମିଳିତ ସମରାଭ୍ୟାସ ସାଗର କବଚ-୨ । ଏହା ଦୁଇ ଦିନ ଧରି ଚାଲିବ । ଏଥିରେ ମେରାଇନ ପୋଲିସ, କୋଷ୍ଟ ଗାର୍ଡ, ନୌସେନା, ବନବିଭାଗ, ମତ୍ସ୍ୟ ବିଭାଗ, ଗୁଇନ୍ଦା ସଂସ୍ଥା ଭଳି ଏକାଧିକ ବିଭାଗ ସାମିଲ ହୋଇଛନ୍ତି । ଜଳପଥ ମଧ୍ୟ ଦେଇ ଯେପରି ଶତୃ ପକ୍ଷ,!-->…
ଚାପ ବଢ଼ିବାରୁ ୟୁ-ଟର୍ଣ୍ଣ ମାରିଲେ କଙ୍ଗନା
ନିଜ ବୟାନକୁ ନେଇ ପୁଣି ବିବାଦରେ ବଲିଉଡର ପଙ୍ଗା କୁଇନ୍ ତଥା ବିଜେପି ସାଂସଦ କଙ୍ଗନା ରଣାଓ୍ୱତ। କୃଷି ଆଇନ୍କୁ ନେଇ ସେ ବିବାଦୀୟ ବୟାନ ଦେଇଥିଲେ। ତେବେ ଏହାକୁ ନେଇ ଚାପ ବଢ଼ିବାରୁ ସେ ଏବେ ମାରିଛନ୍ତି ୟୁ-ଟର୍ଣ୍ଣ। ଭିଡିଓ ଜାରି କରି ସଫେଇ ଦେବା ସହ ନିଜ ମତ ବଦଳାଇଛନ୍ତି।
ରଦ୍ଦ!-->!-->!-->…
ଭୁବନେଶ୍ବର ଭରତପୁର ଥାନା ମାମଲା: ସରିଲା ପୀଡ଼ିତାଙ୍କ କ୍ରାଇମ ସିନ୍ ରିକ୍ରିଏସନ
ଭୁବନେଶ୍ବର : ଭରତପୁର ଥାନା ମାମଲାରେ ଉଭୟ ଭରତପୁର ଥାନା ଓ ପଥରଗାଡ଼ିଆର ସୁନ୍ଦରପୁରରେ ସରିଲା ପୀଡ଼ିତାଙ୍କ କ୍ରାଇମ ସିନ୍ ରିକ୍ରିଏସନ । ଭରତପୁର ଥାନରେ ୧ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା ସିନ୍ ରିକ୍ରିଏସନ । ଭରତପୁର ଥାନାରେ ଖୋଳତାଡ଼ ପରେ ପଥରଗାଡ଼ିଆର ସୁନ୍ଦରପୁରରେ!-->…
ରାଉରକେଲାରେ ଲଜ୍ଜା! ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ
ରାଉରକେଲା: ପୁଣି ରାଉରକେଲାରେ ଲଜ୍ଜା। ୪ ଦିନ ତଳେ ୨ ନାବାଳିକା ଭଉଣୀଙ୍କୁ ଗଣ ଦୁଷ୍କର୍ମ କରିବା ଭଳି ଘଟଣା ଘଟିବା ପରେ ଆଜି ପୁଣି ସମାନ ଏକ ମାମଲା ସମ୍ନାକୁ ଆସିଛି। ଏଠାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରେ!-->…