Sign in
Sign in
Recover your password.
A password will be e-mailed to you.
ନିର୍ବାଚନ ପୂର୍ବରୁ କେଜ୍ରିଓ୍ୱାଲଙ୍କୁ ଝଟ୍କା, ଦଳ ଛାଡ଼ିଲେ କୈଳାଶ ଗେହଲଟ୍
ନୂଆଦିଲ୍ଲୀ : ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ସେ ଆମ!-->…
ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ
ଲକ୍ଷ୍ନୌ : ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ!-->…
ମଣିପୁର ହିଂସା: ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଲା ମେତେଇ ସମ୍ପ୍ରଦାୟ
ଇମ୍ଫାଲ : ମଣିପୁରରେ ପୁଣି ଉଗ୍ର ହେବାରେ ଲାଗିଛି ହିଂସା। ବ୍ୟାପକ ପୋଡାଜଳା ସାଙ୍ଗକୁ ଭଙ୍ଗାରୁଜା କରୁଛନ୍ତି ବିକ୍ଷୋଭକାରୀ। ବିଭିନ୍ନ ନେତାଙ୍କ ଘରକୁ ଉପରକୁ କରାଯାଉଛି ଆକ୍ରମଣ। ଗୋଟିଏ ସମ୍ପ୍ରଦାୟ ଅନ୍ୟ ସମ୍ପ୍ରଦାୟକୁ ହତ୍ୟା କରୁଥିବା ବେଳେ ନେତାମନ୍ତ୍ରୀଙ୍କୁ ବି ଆକ୍ରମଣ କରୁଛନ୍ତି!-->…
ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀ ପ୍ରତିଷ୍ଠା ମହୋତ୍ସବ ଆରମ୍ଭ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାର ସର୍ବ ପୁରାତନ ଶ୍ରୀଜଗନ୍ନାଥ ମନ୍ଦିର ପରିସର ରେ ନବ ନିର୍ମିତ ପାର୍ଶ୍ଵ ଦେବା ଦେବୀ ଙ୍କ ନୂତନ ମନ୍ଦିର ନିର୍ମାଣ ସହ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ଏହାକୁ ନେଇ ସମଗ୍ର ମନ୍ଦିର ପରିସର ସୁସଜିତ ହୋଇଥିବା ବେଳେ ଏହା!-->…
‘ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି’
ମହାରାଷ୍ଟ୍ରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି। ମୋଦି ଏବେ ଆମେ ଯାହା କହୁଛୁ ତାହା!-->…
କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ କଲେ ୧୪ଟି ଦେଶର ରାଷ୍ଟ୍ରଦୂତ
କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ କଲେ ୧୪ଟି ଦେଶର ରାଷ୍ଟ୍ରଦୂତ । ସୂର୍ଯ୍ୟ ମନ୍ଦିର କାରୁକାର୍ଯ୍ୟ ଦେଖି ସେମାନେ ଅଭିଭୂତ ହୋଇଛନ୍ତି । ୧୨ଶହ ବଢେଇ ନିହାଣ ମୁହଣରେ ପଥରକୁ ଖୋଳି ଯେଉଁ କଳା ଭାସ୍କର୍ଯ୍ୟ କରିଯାଇଛନ୍ତି, ତାହା ଚିରସ୍ମରଣୀୟ ବୋଲି ସେମାନେ ମତପ୍ରକାଶ!-->…
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ନୋଟ୍; ମା’,ପୁଅ ଅଟକ
ଖତ ଗଦାରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା । ହାଇଦ୍ରାବାଦରୁ ଚୋରି କରି ବାଲେଶ୍ୱର କମର୍ଦ୍ଦାରେ ଟଙ୍କା ଲୁଚାଇଥିଲେ ଅଭିଯୁକ୍ତ । ମାତ୍ର ପୁଲିସ୍ ଖୋଜାଖୋଜି କରି ଖତ ଗଦା ସମେତ ଘରୁ ବାହାର କରିଛି ୧୪ ଲକ୍ଷ ଟଙ୍କା।
ଏପରି ଏକ ଅଭାବନୀୟ ଘଟଣା ଆଜି ସକାଳେ ବାଲେଶ୍ୱର ଜିଲ୍ଲା!-->!-->!-->…
ଡେବ୍ରିଗଡ ଅଭୟାରଣ୍ୟରେ ବିଚରଣ କରୁଛନ୍ତି ୬୫୯ ଗୟଳ
ସମ୍ବଲପୁର: ଡେବ୍ରିଗଡ଼ ଅଭୟାରଣ୍ୟରେ ଅଛନ୍ତି ୬୫୯ଟି ଗୟଳ । ୬୫୯ଟି ରୁ ୨୧୦ଟି ଗୟଳ କମ୍ ବୟସର ଅଛନ୍ତି । ଗତ ୧୨ ଏବଂ ୧୩ ତାରିଖରେ ପ୍ରଥମ ଥର ପାଇଁ ସମ୍ବଲପୁର ଡେବ୍ରିଗଡ ଅଭୟାରଣ୍ୟରେ ଗୟଳ ଗଣନା ହୋଇଥିବା ବେଳେ ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ୱାଇଲ୍ଡ ଲାଇଫ୍ ଡିଏଫ୍ଓ ।
ତେବେ ୨ ଦିନ!-->!-->!-->…
ଜମ୍ମୁ-କଶ୍ମୀରରେ ବେକାରୀ ହାର ଦେଶରେ ସର୍ବାଧିକ
ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବହୁମାତ୍ରାରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE)ର ୨୦୨୪ ପ୍ରଥମ ତ୍ରୟମାସିକ ତଥ୍ୟ ଅନୁଯାୟୀ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏମାନଙ୍କ ମଧ୍ୟରୁ ୧.୦୯ ଲକ୍ଷ ଯୁବକ ସ୍ନାତକ ଏବଂ ସ୍ନାତକୋତ୍ତର ଶିକ୍ଷା!-->…
ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର ମାମଲାର ତଦନ୍ତ କରୁଥିବା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ୨୦୨୫ ଜାନୁଆରି ୩୧ ତାରିଖ ଯାଏ ଏହାକୁ ବୃଦ୍ଧି କରାଯାଇଛି। ଏନେଇ ଆଜି ରାଜ୍ୟ ସରକାରଙ୍କ ଗୃହ!-->…