Sign in
Sign in
Recover your password.
A password will be e-mailed to you.
ଦୁଗ୍ଧ ଚାଷୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି: ବିକ୍ରି ହେବ ଓମଫେଡ୍ ଚକଲେଟ ସାଙ୍ଗକୁ ପାଣି
ଭୁବନେଶ୍ବର: ଖୁବ୍ଶୀଘ୍ର ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ପାଇଁ ଡିବିଟି ଲାଗୁ କରାଯିବ । ଅନ୍ୟ ରାଜ୍ୟ ଭଳି ଏଣିକି ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ଯିବ ପ୍ରୋତ୍ସାହନ ରାଶି ଟଙ୍କା । ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ସିଧାସଳଖ ଡିବିଟି ମାଧ୍ୟମରେ ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ!-->…
ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ
ବିଜେପି ଓ କଂଗ୍ରେସକୁ ଜବାବ ମାଗିଲେ ନିର୍ବାଚନ ଆୟୋଗ। ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ। ଆସନ୍ତା ସୋମବାର ସୁଦ୍ଧା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି!-->…
ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’
ବାରିପଦା: ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’ l ଏନକ୍ଲୋଜରରେ ଘୁଷୁରିକୁ ଶିକାର କରି ଖାଇଲା ବାଘୁଣୀ ‘ଜିନତ୍’ l ରାତି ପ୍ରାୟ ୧୦ଟାରେ ଏନ୍କ୍ଲୋଜର୍ରେ ପ୍ରଥମ ଶିକାର କରିଛି ବାଘୁଣୀ l ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜିନତ୍’ର ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ ଥିବା!-->…
ରାଜଧାନୀରେ ଉଭା ହୋଇଛନ୍ତି ଜୁନିୟର ସାରଥୀ, ତୁଳସୀ ଓ ମୟୂର ଚୂଳ ପିନ୍ଧି ସଜେଇ ହୋଇଛନ୍ତି
ଭୁବନେଶ୍ୱର : ରାଜଧାନୀରେ ଉଭା ହୋଇଛନ୍ତି ଜୁନିୟର ସାରଥୀ । ବୟସ ପାଖାପାଖି ୧୮ । ତୁଳସୀ ଓ ମୟୂର ଚୂଳ ପିନ୍ଧି ସାରଥୀଙ୍କ ଭଳି ସଜେଇ ହୋଇଛନ୍ତି । ତାଙ୍କୁ ଲୋକ ପୂଜା ବି କରୁଛନ୍ତି । ଖଣ୍ଡଗିରି ଅଞ୍ଚଳର ବୈକୁଣ୍ଠ ଧାମ ସେବାଶ୍ରମରେ ଏଭଳି ଜଣେ ବାବା ଉଭା ହୋଇଛନ୍ତି । ତାଙ୍କ ନାଁ!-->…
ପଦ ହରାଇଲେ ବିଜେଡି ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ
ଢେଙ୍କାନାଳ: ପଦ ହରାଇଲେ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ । ଅନାସ୍ଥା ଭୋଟିଂରେ ଅଧ୍ୟକ୍ଷାଙ୍କ ବିପକ୍ଷରେ ୪୪ ଭୋଟ୍ ରହିଥିବା ବେଳେ ସପକ୍ଷରେ ୧୭ଟି ଭୋଟ୍ ପଡିଥିଲା । ଏଥିସହିତ ଗୋଟିଏ ଭୋଟ୍ ନାକଚ ହୋଇଥିବା ବେଳେ ୧୭ ଭୋଟ ସହିତ ବିଜେଡ ବ୍ଳକ ଅଧ୍ୟକ୍ଷା ରାଜଶ୍ରୀ ନାୟକ ପରାଜିତ!-->…
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା
ପଞ୍ଜାବ ରାଜନୀତିରୁ ଆସିଛି ଏକ ବଡ଼ ଖବର। ଶିରୋମଣି ଅକାଳୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ସେ ଦଳର କାର୍ଯ୍ୟକାରୀ କମିଟିକୁ ନିଜର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ!-->…
ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ପ୍ରସଙ୍ଗ: ‘ଦୋଷଦର୍ଶୀ ନୁହଁ ଦୂରଦୃଷ୍ଟି ହେବା ଉଚିତ’
ଭୁବନେଶ୍ବର: ଆଜିଠୁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଙ୍ଗାପୁରରେ ଶିଳ୍ପପତିଙ୍କୁ ଭେଟି ପୁଞ୍ଜି ଆକର୍ଷଣ କରିବେ । ଏଥିସହ ବଡ଼ବଡ଼ ପେଟ୍ରୋ କେମିକାଲ୍ସ ହବ୍ ବୁଲି ଦେଖିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ନେଇ!-->…
ଜିଲ୍ଲାପରିଷଦ ସଭ୍ୟଙ୍କୁ ଦୁର୍ବ୍ୟବହାର ଘଟଣା, ଅମିନ ନିଲମ୍ବିତ ଓ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ
ରେଢାଖୋଲ : ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣୀ ନାଏକଙ୍କ ଦୁର୍ବ୍ୟବହାର ଘଟଣା । ଅମିନଙ୍କୁ ନିଲମ୍ବନ ସହ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ । ଅମିନ କୁଳମଣୀ ନାଏକଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ । ଉପଜିଲ୍ଲାପାଳଙ୍କ ତଦନ୍ତ ଆଧାରରେ ହୋଇଛି !-->…
ରାଜଧାନୀରେ ଲଜ୍ଜା: ୭ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱର: ଦିନକୁ ଦିନକୁ ଅସୁରିକ୍ଷିତ ହେବାରେ ଲାଗିଛି ସ୍ମାର୍ଟ ସିଟି ଭୁବନେଶ୍ବର । ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଲିଙ୍ଗରାଜ ଥାନା ଅଞ୍ଚଳରେ ୭ ବର୍ଷୀୟ ଝିଅକୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଏତଲା ହୋଇଥିବା ବେଳେ ଏନେଇ ଅଧିକ ତଦନ୍ତ କରୁଛି ପୋଲିସ୍ ।
!-->!-->!-->…
ମଣିପରୁ ହିଂସା ଘଟଣା; ନିଖୋଜ ଥିବା ୬ ଜଣଙ୍କ ମୃତଦେହ ମିଳିଲା
ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ପାଞ୍ଚ ଦିନ ତଳେ କୁକି ବିଦ୍ରୋହୀ ସନ୍ଦିଗ୍ଧମାନେ ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ କରି ବନ୍ଧକ ରଖିଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଆଜି ଆଉ ତିନି!-->…