Sign in
Sign in
Recover your password.
A password will be e-mailed to you.
ବିଶିଷ୍ଟ ସାହିତ୍ୟିକ ଡ. ହରିହର ମିଶ୍ରଙ୍କ ପରଲୋକ
ପୁରୀ: ଆରପାରିରେ ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ ଏକାଡ଼େମୀର ପୂର୍ବତନ ସଭାପତି ଡ. ହରିହର ମିଶ୍ର l ଆଜି ସକାଳେ ପୁରୀସ୍ଥିତ ନିଜ ବାସଭବନରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି l ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ଓଡ଼ିଶାର ସାହିତ୍ୟିକ ମହଲରେ ସେ ହରି!-->…
ମୋଦିଙ୍କୁ ଶ୍ରୀଲଙ୍କାର ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଧନ୍ୟବାଦ
ଶ୍ରୀଲଙ୍କାର ନବନିର୍ବାଚିତ ରାଷ୍ଟ୍ରପତି ଅନୁରା କୁମାରା ଦିଶାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା ବାର୍ତ୍ତାର ପ୍ରତିକ୍ରିୟା ଦେଇ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବାର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି।
!-->!-->…
ଭରତପୁର ଘଟଣାରେ ନ୍ୟାୟିକ ସହ କ୍ରାଇମବ୍ରାଞ୍ଚ ତଦନ୍ତ, ଭାରତରେ ପ୍ରଥମ କହିଲେ ଆଇନ ମନ୍ତ୍ରୀ
ଭୁବନେଶ୍ବର: ପୂରା ରାଜ୍ୟର ନଜର ଏବେ ଭରତପୁର କାଣ୍ଡ ଉପରେ । ପ୍ରତି ମିନିଟରେ ଏକ ନୂଆ ମୋଡ ନେଉଛି ଘଟଣା । ଏହି ଘଟଣାରେ କ୍ରାଇମବ୍ରାଞ୍ଜ ତଦନ୍ତ କରୁଥିବା ବେଳେ ଏବେ ଏହା ବିଚାର ବିଭାଗୀୟ ତଦନ୍ତ ପାଇଁ କୋର୍ଯଙ୍କ ହାତକୁ ଟେକି ଦିଆଯାଇଛି । ସେପଟେ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ!-->…
ଫାଣ୍ଡି କନେଷ୍ଟବଳଙ୍କ ଦବଙ୍ଗଗିରି, ଯୁବତୀଙ୍କୁ ବର୍ଷେ ହେଲା ୱାନ ସାଇଡ ଲଭ କରି କରୁଥିଲେ ପ୍ରେମ ନିବେଦନ
ଯାଜପୁର ଟାଉନ : ପଦାରେ ପଡିଲା କନେଷ୍ଟବଳଙ୍କ ୱାନ ସାଇଡ ଲଭର ଗୁମର । ବର୍ଷେ ହେଲା ଯୁବତୀଙ୍କୁ କରୁଥିଲେ ନାକେଦମ । ଜୋର ଜବରଦସ୍ତି କରୁଥୁଲେ ପ୍ରେମ ନିବେଦନ । ଆଉ ରାଜି ନହେଲେ ମାଡ ମାରୁଥିଲେ, ମାନସିକ ନିର୍ଯାତନା ଦେଉଥିଲେ । ଏମିତି ଭାବେ ବିଗତ ଗୋଟେ ବର୍ଷ ହେଲା ସେ ମହିଳାଙ୍କୁ!-->…
ଭରତପୁର ଘଟଣା: ଗଣମାଧ୍ୟମରେ ପ୍ରକାଶ ପାଇବନି ସେନା ଅଧିକାରୀ ଓ ବାନ୍ଧବୀଙ୍କ ନାଁ
ଭୁବନେଶ୍ବର: ତେଜିବାରେ ଲାଗିଛି ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ମହିଳା ବନ୍ଧୁଙ୍କୁ ନିର୍ଯାତନା ଦେବା ଘଟଣା । ପ୍ରଥମେ ନ୍ୟାୟିକ ତଦନ୍ତ ଆଉ ତା ପରେ ହାଇକୋର୍ଟଙ୍କ ତାଗିତ୍ । ଏହି ଘଟଣାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କ ନାଁ କୌଣସି ବି ଗଣମାଧ୍ୟମରେ ପ୍ରକାଶ ନକରିବାରୁ!-->…
କେଜ୍ରିଓ୍ୱାଲଙ୍କ ପାଇଁ ଆସନ ଖାଲି ରଖିଲେ ଆତିଶୀ, କହିଲେ- ଭରତ ଭଳି କାମ କରିବି
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆତିଶୀ। ସୋମବାର ସଚିବାଳୟରେ ପହଞ୍ଚି ସେ ନିଆରା ଢ଼ଙ୍ଗରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। କେଜ୍ରିଓ୍ୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି।!-->…
ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି l ତଦନ୍ତ ନିର୍ଦ୍ଦେଶ ବିଜ୍ଞପ୍ତି ପ୍ରକାଶ କଲା ଗୃହ ବିଭାଗ l ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ କରିଛି ଗୃହ ବିଭାଗ l ଯୁବତୀ, ମେଜର, ପୋଲିସଙ୍କୁ!-->…
ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ…
ଫୁଲବାଣୀ: ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣୀ କରି ଫୁଲବାଣୀ ପୋକସୋ କୋର୍ଟ ଆଜି ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତକୁ ୬୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଦୋଷୀକୁ ଅଧିକ ୧୦ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ!-->…
ଗୋଠଗାଁ ପଞ୍ଚାୟତ ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ତା ପ୍ରସ୍ତାବ…
ହିଞ୍ଜିଳିକାଟୁ ୨୩!୯ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଳକ ଗୋଠଗାଁ ଗ୍ରାମ ପଞ୍ଚାୟତରେ ସରପଞ୍ଚ କୃଷ୍ଣ ଚନ୍ଦ୍ର ଶୁଆଁଶିଆଙ୍କ ମନମୁଖି କାର୍ଯ୍ୟକୁ ନେଇ ପଞ୍ଚାୟତର ୱାର୍ଡ ସଭ୍ୟ ସଭ୍ୟା ମାନେ ସୋମବାର ଭଞ୍ଜନଗର ଉପଜିଲ୍ଲାପାଳଙ୍କ ପାଖରେ ଏକ ଲିଖିତ ଅଭିଯୋଗ କରିଛନ୍ତି ।!-->…
ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକଙ୍କ(ଏଡିଇଓ) ପ୍ରଥମ କାର୍ଯ୍ୟକାରିଣୀ ବୈଠକ…
ମାଲକାନଗିରି : ଜିଲ୍ଲାରେ ଥିବା ୮୪ ଜଣ ଗ୍ରାମ ରୋଜଗାର ସେବକଙ୍କ ପଦୋନ୍ନତି କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ନିୟମାନୁସାରେ ଉକ୍ତ ୮୪ ଜଣ ଗ୍ରାମ ରୋଜଗାର ସେବକ ଙ୍କୁ ବର୍ତ୍ତମାନ ପଦୋନ୍ନତି ପରେ ସେମାନଙ୍କୁ "ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକ" ଭାବରେ ଦାୟିତ୍ଵ!-->!-->!-->…