Sign in
Sign in
Recover your password.
A password will be e-mailed to you.
ହୋଟେଲ ମାଲିକଙ୍କୁ ହତ୍ୟା; ଅଭିଯୁକ୍ତକୁ ଏନକାଉଣ୍ଟର
ପୁରୀ:ବଳିଆପଣ୍ଡା ଥାନା ଅଞ୍ଚଳରେ ଥିବା ମନୋରମା ହୋଟେଲର ମାଲିକ ପବିତ୍ର ନାୟକଙ୍କ ହତ୍ୟା ହୋଇଛି । ଏହି ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ ପୋଲିସ। ଅଭିଯୁକ୍ତ ହେଉଛନ୍ତି ଚନ୍ଦନ କୁମାର ପଲାର। ଅଭିଯୁକ୍ତ ଚନ୍ଦନଙର ଘର ପୁରୀ ଚକ୍ରତୀର୍ଥ ରୋଡ୍ ଅଞ୍ଚଳରେ । ଗତକାଲି!-->…
କାଠ ଫାଳିଆରେ ପିଟି ପିଟି ବିଜେପି ବୁଥ୍ ସଭାପତିଙ୍କୁ ହତ୍ୟା
କେନ୍ଦ୍ରାପଡା: ମହାକାଳପଡ଼ା ବ୍ଲକର ରାମନଗର ଅଞ୍ଚଳରେ ହତ୍ୟାକାଣ୍ଡ । ବିଜେପି ବୁଥ୍ ସଭାପତି ତପନ ଦାସଙ୍କୁ ହତ୍ୟା କରାଯାଇଛି । ପ୍ରାଥମିକ ସୂଚନାନୁସାରେ, ଦୁର୍ବୃତ୍ତମାନେ ତପନ ଦାସଙ୍କ ମୁଣ୍ଡକୁ କାଠ ଫାଳିଆରେ ବାରମ୍ବାର ଆକ୍ରମଣ କରି ହତ୍ୟା କରିଥିଲେ । ହତ୍ୟା ପରେ ପ୍ରମାଣ ନଷ୍ଟ କରିବା!-->…
ଝାରପଡ଼ା ଜେଲ୍ର ୭ କଏଦୀ ଅସୁସ୍ଥ, ଡିଜିଙ୍କ ନିର୍ଦେଶରେ ତଦନ୍ତ କରୁଛନ୍ତି ଦୁଇ ଡିଆଇଜି
ଭୁବନେଶ୍ବର:ଝାରପଡ଼ାସ୍ଥିତ ସ୍ୱତନ୍ତ୍ର ଜେଲ୍ ରେ ହଠାତ୍ କିଛି କଏଦୀ ଅସୁସ୍ଥ ହୋଇପଡିଛନ୍ତି । ମଙ୍ଗଳବାର ରାତିରେ ଅସୁସ୍ଥ କଏଦୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହ । ସୂଚନାଥାଉକି, ୭ଜଣ କଏଦୀ ଗୁରୁତର!-->…
ବିନା ସୂଚନା ଫଳକରେ ଚାଲିଛି ଡ୍ରେନ ଓ ରାସ୍ତା କାମ : ପ୍ରଶାସନ ଜାଣିଶୁଣି ଚୁପ୍, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ
ଉମରକୋଟ : ସରକାରଙ୍କ ପକ୍ଷରୁ ଯେକୌଣସି ଜନକଲ୍ୟାଣମୂଳକ ଯୋଜନା କିମ୍ବା ବିକାଶମୂଳକ କାର୍ଯ୍ୟ ଆରମ୍ଭ ପୂର୍ବରୁ ସେହି କାର୍ଯ୍ୟସ୍ଥଳରେ ସୂଚନା ଫଳକ ଲଗାଇବାକୁ ସ୍ପଷ୍ଟ ନିର୍ଦ୍ଦେଶ ଜାରି ହୋଇଥିଲେ ମଧ୍ୟ, କେତେକ ସ୍ଥାନରେ ଏହି ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ସାମ୍ନାକୁ!-->!-->!-->…
ବାଲିଗୁଡ଼ା ଏନଏସିରେ ହେଉଥିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍ସିଲର
ବାଲିଗୁଡା, ତା, ୨୪।୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିରେ ହେଉଥିବା ଦୁର୍ନୀତି ଏବଂ ବିଭିନ୍ନ ଅଭିଯୋଗ କରି ସୋମବାର ଠାରୁ ଦୁଇ ଜଣ କାଉନ୍ସିଲର ଧାରଣାରେ ବସିଥିଲେ । ତିନି ଦିନ ଧରି ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଓ!-->…
ପୌର ପରିଷଦ ପାଇଁ ଛକାପଞ୍ଝା ଆରମ୍ଭ : ଚର୍ଚ୍ଚାରେ ତାପସ, ଶାରଳା, ପ୍ରଦୀପ୍ତ
ନୟାଗଡ : ନୟାଗଡ଼ ପୌର ପରିଷଦ ପାଇଁ ଆରମ୍ଭ ହୋଇଛି ଛକାପଞ୍ଝା।ପୌର ନିର୍ବାଚନ ପୂର୍ବରୁ ନୟାଗଡ଼ରେ ଆଶାୟୀଙ୍କ ଶକ୍ତି ପ୍ରଦର୍ଶନ ମଧ୍ୟ ବେଶ୍ ଚର୍ଚ୍ଚାକୁ ଆସିଛି ।୨୦୧୯ରେ ନୟାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ପୌର ପରିଷଦ ମାନ୍ୟତା ପାଇଥିଲା । ନୟାଗଡ଼ ପୌର ପରିଷଦର ପ୍ରଥମ ଅଧ୍ୟକ୍ଷ ଭାବରେ!-->…
ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ପ୍ରଶାସନର କଡ଼ା ଆଭିମୁଖ୍ୟ: ମାଲକାନଗିରି ଜିଲ୍ଲାପାଳଙ୍କ ସମୀକ୍ଷା ପରେ…
ମାଲକାନଗିରି, ୨୪ ଜୁନ୍: ଜିଲ୍ଲାରେ ସରକାରୀ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ଓ ସ୍ୱଚ୍ଛ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ପ୍ରଶଂସନୀୟ ତଥା ଦୃଢ଼ ପଦକ୍ଷେପ ଗ୍ରହଣ କରାଯାଇଛି। କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୮୮ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଭାରପ୍ରାପ୍ତ!-->…
ଗଞ୍ଜାମ ଜିଲ୍ଲା ରେ ଯୋଗାଣ ବିଭାଗର ଚଢ଼ାଉ ନାଁ ରେ ଆତଙ୍କ ରାଜ….!
ବଟି ଆଦାୟ ର ନୁଆଁ ତାରିକା.. ମିଲର ମାନଙ୍କ ସହିତ ହୋଇଛି ଲକ୍ଷ ଲକ୍ଷ ଟଙ୍କାର ଡିଲ...!
ବି.ଇଡି ଆଡମିସନ ନାମରେ ଠକେଇ: ଅଭିଯୁକ୍ତ ରମାକାନ୍ତ ବେହେରା ଗିରଫ…
ଉମରକୋଟ,: ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଞ୍ଚଳରେ ବି.ଇଡି ଆଡମିସନ ଏବଂ ସାର୍ଟିଫିକେଟ କରାଇ ଦେବା ନାମରେ ଠକେଇ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଉମରକୋଟ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ରମାକାନ୍ତ ବେହେରା, ପିତା– ହିରଣ୍ୟ ବେହେରା। ତାଙ୍କର ସ୍ଥାୟୀ ବାସସ୍ଥାନ ବରଗଡ଼ ଜିଲ୍ଲା,!-->…
ସରିଲା ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା
ବର୍ଗେନଷ୍ଟକ: ସ୍ବିଜରଲ୍ୟାଣ୍ଡର ବର୍ଗେନଷ୍ଟକରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ଏହି ଆଲୋଚନା ନେଇ ପାକିସ୍ତାନ ଏବଂ କାତାର ଏକ ବିବୃତି ଜାରି କରିଛନ୍ତି!-->…