ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ

ବାଲିଗୁଡା : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର…

ତାରବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍‌ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ…

ହିଞ୍ଜିଳିକାଟୁ ପାଲଟିଛି ମୋବାଇଲ ଫୋନ୍‌ ଚୋରଙ୍କ ହବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହରରେ ଦିନକୁ ଦିନ ମୋବାଇଲ ଫୋନ୍‌ ଚୋରଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ହିଞ୍ଜିଳିକାଟୁ ସହର ପାଲଟିଛି ମୋବାଇଲ ଚୋର ହବ। ଜନଗହଳି ସ୍ଥାନରେ ଲୋକଙ୍କୁ ଟାର୍ଗେଟ କରି ଅଭିନବ କୌଶଳରେ ମୋବାଇଲ ଚୋରି କରୁଥିବା ଜଣାପଡିଛି। ଗୁରୁବାର ସକାଳେ କୋରାମଣି ରାଉଳ…

ସ୍ୱେଚ୍ଛାସେବୀ ସଂଗଠନର ସଚେତନତା କାର୍ଯ୍ୟକ୍ରମ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ଥିବା ମୋଡ ନାମକ ସ୍ୱେଚ୍ଛାସେବୀ ସଂଗଠନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି ଏକ ସଚେତନତା କାର୍ଯ୍ୟକ୍ରମ । ଦୁଇଦିନିଆ କାର୍ଯ୍ୟକ୍ରମ ମଧ୍ୟରେ ପ୍ରଥମ ଦିନ ଗ୍ରାମୀଣ ସ୍ତରରେ ବୈଠକ ମାଧ୍ୟମରେ ପାପରମେଟଲା ପଞ୍ଚାୟତ ଭିମାରାମ ଗ୍ରାମରେ…

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଦିବସ ପାଳନ

ନବରଙ୍ଗପୁର : ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ନୂଆଗଡଠାରେ ଶିଶୁ ଦିବସକୁ ନେଇ ଏକ ଆଈନ ସଚେତନା ଶିବିର ଅନୁଷ୍ଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ…

କାର୍ତ୍ତିକ ପୂର୍ଣ୍ଣିମାର ବିଶେଷତ୍ବ

କାର୍ତ୍ତିକପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି । ଦେବ…

ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ

ଭୁବନେଶ୍ବର ୧୪।୧୧: ଆରମ୍ଭ ହେବାକୁ ଯାଉଥିବା ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ । ବିଜେଡି ବିଧାୟକ ଧ୍ରୁବ ସାହୁ ରାଜ୍ୟ ସରକାରଙ୍କୁ କଟାକ୍ଷ କରି କହିଛନ୍ତି, ସ୍ୱାମୀନାଥନ କମିଟିର ସୁପାରିଶ ଆଧାରରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ନ…

ବେଦାନ୍ତକୁ ଲିଜ୍ ଦିଆଯାଇଥିବା ସରକାରୀ ଜମି ସରକାରୀ ଖାତାକୁ ଫେରିବ, ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ବିଜ୍ଞପ୍ତି :…

ଭୁବନେଶ୍ବର ୧୪।୧୧: ବେଦାନ୍ତ ଜମି ପ୍ରସଙ୍ଗରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ପ୍ରତିକ୍ରିୟା ରଖିଛନ୍ତି । ସରକାରୀ ଜମି ସରକାରୀ ଖାତାକୁ ଫେରିବା ସହ ବ୍ୟକ୍ତିଗତ ଜମି ଚାଷୀଙ୍କ ପାଇଁ ଚାଷୀଙ୍କୁ ରେଜିଷ୍ଟ୍ରେସନ ଖର୍ଚ୍ଚ ଦେବାକୁ ପଡିବ ନାହିଁ । ପୁରୀରେ ବେଦାନ୍ତ…

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ଦେଖନ୍ତୁ କାହାକୁ ମିଳିଲା କେଉଁ ପୁରସ୍କାର

ଭୁବନେଶ୍ଵର: ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା। ୨୦୨୦, ୨୦୨୧ ଏବଂ ୨୦୨୨ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ୨୦୨୦ ପାଇଁ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍‌ଚିନି ଏବଂ ୨୦୨୨ ପାଇଁ ଦମନ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି। ଚଳଚ୍ଚିତ୍ରରେ ଜୀବନ ବ୍ୟାପୀ…

୧ରୁ ମୟୂରଭଞ୍ଜ ମହୋତ୍ସବ, ଯୋଗଦେବେ କବିତା କୃଷ୍ଣମୂର୍ତ୍ତି

ବାରିପଦା : ଆସନ୍ତା ୧ ତାରିଖରୁ ୧୦ ଦିନ ବ୍ୟାପୀ ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ହେବ ମୟୂରଭଞ୍ଜ ମହୋତ୍ସବ। ପ୍ରଥମ ଦିନରେ ଜିଲ୍ଲାର ମୁଖ୍ୟତଃ ଆଦିବାସୀ ଓ ଅନ୍ୟାନ୍ୟ କଳାକାରମାନଙ୍କୁ ନେଇ ପାରମ୍ପାରିକ ନୃତ୍ୟ ଗୀତରେ ତାଳେତାଳେ ଦ୍ୱିତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରଠାରୁ ଛଉ ପଡ଼ିଆ…