Sign in
Sign in
Recover your password.
A password will be e-mailed to you.
୭ ରୋଡ୍ ରୋମିଓଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୁଲିସ୍
ଭୁବନେଶ୍ଵର: ମେଜର ଏବଂ ବାନ୍ଧବୀଙ୍କୁ ରୋଡ୍ ରୋମିଓ ଦୁର୍ବ୍ୟବହାର କରିବା ଘଟଣା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ୭ ଯୁବକଙ୍କୁ ନେଇ ଚନ୍ଦକା ପୁଲିସ୍ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି। ପୁଲିସ୍ ଘଟଣାରେ ଫେରାର୍ ଥିବା ଆଉ ୩ରୁ ୪ ଯୁବକଙ୍କୁ ଖୋଜୁଛି। ଶୁକ୍ରବାର ଭାଇରାଲ!-->…
ଆନ୍ଧ୍ର ଚାଲାଣବେଳେ ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ
କଣ୍ଟାବାଞ୍ଜି: ତୁରେକେଲା ପୁଲିସ ପାଟ୍ରୋଲିଂ ସମୟରେ ମହୁଲପାଟି ଛକରୁ ୯ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନଙ୍କୁ ଗୋଟେ ବୋଲେରୋ ଗାଡି ଜରିଆରେ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିଲା। ପୁଲିସ ସେମାନଙ୍କୁ ଉଦ୍ଧାର କରି ଥାନାକୁ ଆଣିବା ସହିତ ତଦନ୍ତ କରିଥିଲା। ସେମାନଙ୍କ ପାଖରେ!-->…
ରାତିରେ ରାଜଧାନୀରେ ଝିଅମାନେ ବୁଲିପାରିବେନି କାହିଁକି ? ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କଲେ କ୍ରିଷ୍ଣା ମହାନ୍ତି
ଭୁବନେଶ୍ବର : ସମାଜ ଡିଜିଟାଲ ଡେସ୍କ: ଭରତପୁର ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାକୁ ନେଇ ରାଜ୍ୟ ପୁଲିସ ବିଭାଗ ଏବଂ ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏହି ପରିପ୍ରେକ୍ଷୀରେ ଗାନ୍ଧୀବାଦୀ ନେତ୍ରୀ ଉତ୍କଳ ଗାନ୍ଧୀ ସ୍ମାରକ ନିଧି ସଭାନେତ୍ରୀ ତଥା ପୂର୍ବତନ!-->…
ପ୍ରଥମ ଟେଷ୍ଟ : ଟାର୍ଗେଟ ୫୧୫, ବାଂଲାଦେଶ ୧୫୮/୪
ଚେନ୍ନାଇ : ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ନିଜ ନିୟନ୍ତ୍ରଣରେ ରଖିଛି ଭାରତ। ବିଜୟ ପାଇଁ ବାଂଲାଦେଶକୁ ଭାରତ ୫୧୫ ରନର ବିଶାଳ ଟାର୍ଗେଟ ଦେଇଥିବା ବେଳେ ଭ୍ରମଣକାରୀ ଦଳ ବ୍ୟାକଫୁଟକୁ ଚାଲି ଯାଇଛି। ଖରାପ ଆଲୁଅ ପାଇଁ ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ବାଂଲାଦେଶ ୪ ୱିକେଟ ହରାଇ ୧୫୮ ରନ!-->…
ତିରୁପତି ଲଡ଼ୁ ବିବାଦ: ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ :ତିରୁପତି ମନ୍ଦିର ପ୍ରସାଦକୁ ନେଇ ଜାରି ରହିଛି ବିବାଦ। ଏଠାରେ ପ୍ରସାଦ ରୂପେ ଦିଆଯାଉଥିବା ଲଡ଼ୁରେ ପଶୁ ଚର୍ବି, ମାଛ ତେଲ ମିଶିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବିବାବ ଉପୁଜିଛି। ଏହାରି ଭିତରେ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଶୋଭା କରନ୍ଦଲାଜେ ଏହି ମାମଲାର ସିବିଆଇ!-->…
ଏୟାର ମାର୍ଶଲ ଅମର ପ୍ରୀତ ସିଂହ ହେବେ ବାୟୁସେନା ମୁଖ୍ୟ
ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ମୁଖ୍ୟ ହେବେ ଏୟାର ମାର୍ଶଲ ଅମର ପ୍ରୀତ ସିଂହ। ଆଜି ତାଙ୍କ ନିଯୁକ୍ତି ଉପରେ ଭାରତ ସରକାର ମୋହର ମାରିଛନ୍ତି। ବର୍ତ୍ତମାନ ଭାରତୀୟ ବାୟୁସେନାରେ ଏୟାର ମାର୍ଶଲ ଅମର ପ୍ରୀତ ଏୟାର ଷ୍ଟାଫର ଉପ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ଆଜି ସରକାର ତାଙ୍କୁ ଭାରତୀୟ!-->…
କର୍ଣ୍ଣାଟକ ସରକାରଙ୍କ ନିର୍ଦ୍ଦେଶ; ମନ୍ଦିରରେ କେବଳ ‘ନନ୍ଦିନୀ’ ଘିଅ ବ୍ୟବହାର ହେବ
ବେଙ୍ଗାଲୁରୁ : ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଘିଅ ପରିବର୍ତ୍ତେ ଘୁଷୁରି ଓ ଗୋରୁ ଚର୍ବି ଏବଂ ମାଛ ତେଲ ବ୍ୟବହାରକୁ ନେଇ ଚାଲିଥିବା ବିବାଦ ମଧ୍ୟରେ କର୍ଣ୍ଣାଟକ ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ମନ୍ଦିରରେ କେବଳ ନନ୍ଦିନୀ ବ୍ରାଣ୍ଡର ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ!-->…
ମୁଖ୍ୟମନ୍ତ୍ରୀ ହେବା ପରେ କେଜ୍ରିୱାଲଙ୍କ ପାଦ ଛୁଇଁଲେ ଆତିଶୀ
ନୂଆଦିଲ୍ଲୀ : ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଆପ୍ ନେତ୍ରୀ ଆତିଶୀ ଶପଥ ନେଇଛନ୍ତି। ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତାଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ୟାବିନେଟ!-->…
ଜରୁରୀକାଳୀନ କାର୍ଯ୍ୟରେ ଯୋଗଦେଲେ ପଶ୍ଚିମବଙ୍ଗର କନିଷ୍ଠ ଡାକ୍ତର, ଧର୍ମଘଟ ପ୍ରତ୍ୟାହୃତ
କୋଲକାତା : ପଶ୍ଚିମବଙ୍ଗର ସମସ୍ତ ମେଡିକାଲ କଲେଜରେ କନିଷ୍ଠ ଡାକ୍ତରମାନେ ଜରୁରୀକାଳୀନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଅଗଷ୍ଟ ୯ ତାରିଖରେ କୋଲକାତାର ଆର୍ ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ପ୍ରଶିକ୍ଷାର୍ଥୀ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ୪୨ ଦିନ ପରେ କନିଷ୍ଠ!-->…
ବସ୍ତର ଅଞ୍ଚଳର ମାଓହିଂସା ପୀଡ଼ିତଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ : ଛତିଶଗଡ଼ର ବସ୍ତର ଅଞ୍ଚଳରୁ ମାଓବାଦୀ ହିଂସାର ଶିକାର ହୋଇଥିବା ଅନେକ ପୀଡ଼ିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଭେଟିଛନ୍ତି। ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ହିଂସାର ମାର୍ଗ ଆପଣାଇବାକୁ କୌଣସି ଉଦ୍ଦେଶ୍ୟ!-->…