Sign in
Sign in
Recover your password.
A password will be e-mailed to you.
ବଦଳିଲା ନିୟମ, ୭ ବର୍ଷ ପରେ ଏସଆଇ ହୋଇପାରିବେ ଇନ୍ସପେକ୍ଟର
ଭୁବନେଶ୍ୱର: ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର । ୭ ବର୍ଷ ପରେ ଜଣେ ସବ୍-ଇନ୍ସପେକ୍ଟର (ଏସଆଇ) ହୋଇପାରିବେ ଇନ୍ସପେକ୍ଟର । ପୂର୍ବରୁ ଏହା ୧୦ ବର୍ଷ ଥିବାବେଳେ ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ!-->…
ପୁଣିଥରେ ପାଦ ଛୁଇଁବାକୁ ଗଲେ ନୀତୀଶ, ହାତ ଧରିପକାଇଲେ ମୋଦି
ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁବାକୁ ଗଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ଯାଇଥିଲେ ନୀତୀଶ କୁମାର। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ସମେତ ଜେଡିୟୁ ଓ ବିଜେପିର ଅନେକ!-->…
ଅବକାରୀ ବିଭାଗକୁ ବଡ ସଫଳତା: ୭୫ କେଜି ଗଞ୍ଜେଇ ଜବତ, ୨ ଗିରଫ
ଅନୁଗୋଳ: ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ଅନୁଗୋଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି।
ସୂଚନା ଅନୁସାରେ ଆଜି ସକାଳ ୮ ଟା ବେଳେ ବଉଦ ଅଞ୍ଚଳରୁ ଏକ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା!-->!-->!-->…
ନୀତିକାନ୍ତି ଠୁ ଆରମ୍ଭ କରି ସବୁ କିଛି ସୁରୁଖୁରୁରେ ତୁଲାଇବା ପାଇଁ ଚେଷ୍ଟା କରୁଛୁ : ଆଇନ ମନ୍ତ୍ରୀ
ଭୁବନେଶ୍ବର: ପଞ୍ଚୁକରେ ଶ୍ରୀମନ୍ଦିରରେ ଭିଡ଼ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ପଞ୍ଚୁକରେ ଭକ୍ତଙ୍କ ପ୍ରବଳ ଭିଡ଼ ଦୃଷ୍ଟିରୁ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ଭିଡ଼କୁ ନିୟନ୍ତ୍ରଣରେ ରଖିବା ପାଇଁ ପୁଲିସକୁ ତ କାମ କରିବାକୁ ପଡ଼ିବ। ଭିଡ଼!-->…
ପିଆଜ କେଜି ୩୦ ଟଙ୍କାରେ ବିକିବ ନାଫେଡ: ମନ୍ତ୍ରୀ
ଭୁବନେଶ୍ୱର: ପିଆଜ କେଜି ୩୦ ଟଙ୍କାରେ ବିକ୍ରି କରିବ ନାଫେଡ। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି।
“ପିଆଜ ଓଡିଶାରେ ଉତ୍ପାଦିତ ହୁଏ ନାହିଁ ଏବଂ ତେଣୁ ଆମେ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ। ପିଆଜ ଏବଂ ରସୁଣର ମୂଲ୍ୟ ରାଜ୍ୟ ବାହାରେ ଅଧିକ ଏବଂ ଯାହା ଫଳରେ!-->!-->!-->…
ବୁଲଡୋଜର୍ ଆକ୍ସନ ଉପରେ ବ୍ରେକ୍
'ବୁଲଡୋଜର ନ୍ୟାୟ ସ୍ୱୀକାରଯୋଗ୍ୟ ନୁହେଁ। କେବଳ ଅଭିଯୋଗ ଆଧାରରେ ଭଙ୍ଗା ଯାଇପାରିବନି ଘର। ଘର ଭାଙ୍ଗିବା ମୌଳିକ ଅଧିକାରକୁ କ୍ଷୂର୍ଣ୍ଣ କରୁଛି। ସରକାରୀ କ୍ଷମତାର ମନମାନି ଚଳିବ ନାହିଁ।' ବୁଲଡୋଜର ଆକ୍ସନକୁ ନେଇ ଏକ ମାମଲାର ଶୁଣାଣି କରି ଏଭଳି କିଛି ରାୟ ଶୁଣାଇ ବର୍ଷିଛନ୍ତି ସୁପ୍ରିମକୋର୍ଟ।!-->…
‘ସୁଭଦ୍ରା’ ପାଇନଥିବା ମହିଳାଙ୍କୁ ଏମିତି ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ । ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ!-->…
ଚାଷୀଙ୍କ ପାଖକୁ ଫେରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
ଚାଷୀଙ୍କ ପାଖକୁ ଫେରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି । ଘରୋଇ ଭାବେ ଅଧିଗ୍ରହଣ କରାଯାଇଥିବା ଜମି ଫେରସ୍ତ ହେବ । କ୍ଷତିପୂରଣ ପାଇଥିବା ଲୋକେ କ୍ଷତିପୂରଣ ରାଶି ଫେରାଇବେ । ଜମି ଫେରାଇବା ପ୍ରକ୍ରିୟା ଜିଲ୍ଲା ପ୍ରଶାସନ ଆରମ୍ଭ କଲାଣି । ହାଇକୋର୍ଟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ!-->…
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ; କିଛି ଜିଲ୍ଲାରେ ହାଲୁକା ବର୍ଷା, ୧୬ ପରେ ବଢ଼ିପାରେ ଶୀତ
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବା କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଛଅ ଗୋଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡିକର ଗୋଟିଏ!-->…
ହିତାଧିକାରୀଙ୍କ ପାଇଁ ଖୁସିର ଖବର, ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ହିତାଧିକାରୀଙ୍କ ପାଇଁ ଖୁସିର ଖବର । ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ । ଗତ ଜୁଲାଇ ମାସରୁ ଆରମ୍ଭ!-->…