Sign in
Sign in
Recover your password.
A password will be e-mailed to you.
ଆମ୍ବ ଟାକୁଆ ଟ୍ରାଜେଡି; ରାଜ୍ୟ ସରକାରଙ୍କୁ ସମାଲୋଚନା କଲା ବିଜେଡି
ଭୁବନେଶ୍ବର: କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି ବିଜେଡି । ବିଜେଡିର ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା!-->…
ସଲମାନଙ୍କୁ ପୁଣି ମିଳିଲା ଧମକ
ଭାଇଜାନଙ୍କୁ ପୁଣି ମିଳିଛି ହତ୍ୟା ଧମକ। ମୁମ୍ବାଇ ଟ୍ରାଫିକ୍ କଣ୍ଟ୍ରୋଲ ରୁମକୁ ଆସିଛି ସଲମାନଙ୍କ ଉଦ୍ଦେଶ୍ୟରେ ଧମକପୂର୍ଣ୍ଣ ମେସେଜ୍। ଗତକାଲି ବିଳମ୍ବିତ ରାତିରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ଏହି ଧମକପୂର୍ଣ୍ଣ ମେସେଜ ମିଳିଥିବା ଜଣାଯାଇଛି।
ଏଥିରେ କୁହାଯାଇଛି ସଲମାନ ଖାନ୍!-->!-->!-->…
କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ଆଇନ ମନ୍ତ୍ରୀ
କଟକ : କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ଦୋଷୀଙ୍କୁ ଦଣ୍ଡିତ କରିବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏହି ମାମଲାକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି । !-->…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ କଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ପୁଣି ତାତିଲେ ଛାତ୍ର କଂଗ୍ରେସ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରାଉ କରି ହଙ୍ଗାମା କରିଛନ୍ତି ଛାତ୍ର କଂଗ୍ରେସ । ଉତ୍କଳ ବିଶ୍ବବିଦ୍ୟାଳୟର ଆଡମିଶନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ କରି ଘେରାଉ ସହ ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କରିଛନ୍ତି ।!-->…
‘ଭାରତ ବିଶ୍ୱ ମହାଶକ୍ତି ହେବାକୁ ଯୋଗ୍ୟ’, ପ୍ରଶଂସାରେ ଶତମୁଖ ପୁଟିନ
ଭାରତ ପ୍ରଶଂସାରେ ଶତମୁଖ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ପୁଣିଥରେ ଭାରତର ପ୍ରଶଂସା କରି ପୁଟିନ ଭାରତକୁ ଏକ ମହାନ ଦେଶ ଭାବରେ ବର୍ଣ୍ଣନା କରିଛନ୍ତି। ଅନ୍ୟ ଦେଶ ତୁଳନାରେ ଭାରତର ଦ୍ରୁତ ଗତିରେ ଅର୍ଥନୈତିକ ଅଭିବୃଦ୍ଧି ଘଟୁଛି। ତେଣୁ ଭାରତ ବିଶ୍ୱର ମହାଶକ୍ତି ତାଲିକାରେ ଅନ୍ତର୍ଭୁକ୍ତ!-->…
କଟକରେ ଲଜ୍ଜା: ଡିସିପି କହିଲେ ବ୍ଲାକମେଲକୁ ଭୟ କରନାହିଁ, ପୋଲିସଙ୍କୁ ଜଣାଅ
କଟକ: କଟକରେ ଲଜ୍ଜା । ବ୍ଲାକମେଲ କରି ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ଏହାକୁ ନେଇ ତତ୍ପରତା ଦେଖାଇଛି କଟକ ବାରବାଟି ପୋଲିସ୍ । ସଙ୍ଗେ ସଙ୍ଗେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିଛି ପୋଲିସ୍ । ଏହାକୁ ନେଇ ପ୍ରେସମିଟ୍ କରି ଅଧିକ!-->…
ଗଛରେ ପିଟି ହେଲା ଯାତ୍ରୀବାହୀ ବସ୍: ଜଣେ ମୃତ, ୩୦ରୁ ଅଧିକ ଆହତ
ନୟାଗଡ଼: ଗଛରେ ପିଟି ହେଲା ଯାତ୍ରୀବାହୀ ବସ୍, ଜଣେ ମୃତ ୩୦ରୁ ଅଧିକ ଆହତ ହୋଇଛନ୍ତି । ନୟାଗଡ଼ର ନୂଆଗାଁ ଥାନା ସୋରଡ଼ା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଜୟ ମା’ ତାରିଣୀ ବସ୍ ରାଇକିଆରୁ ଭୁବନେଶ୍ବର ଆସିବା ସମୟରେ ନୂଆ ଗାଁ ଥାନା ସୋରଡା ଛକରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରେ!-->…
ଆମ୍ବ ଟାକୁଆ ଜାଉ ମୃତ୍ୟୁ ଘଟଣା; ‘ରିପୋର୍ଟ ଆସିଲେ ମୃତ୍ୟୁର କାରଣ ତର୍ଜମା କରାଯିବ’
ଭୁବନେଶ୍ଵର: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ନେଇ ଆସିଲା ବଡ଼ ଖବର । ରିପୋର୍ଟ ଆମର ହସ୍ତଗତ ହୋଇନି । ରାଜ୍ୟ ଫୋରେନସିକର ଯେଉଁ ରିପୋର୍ଟ ଗତକାଲି ଟିଭିରେ ଦେଖା ଯାଉଥିଲା, ତାହା ଜିଲ୍ଲା ରିପୋର୍ଟ । ଷ୍ଟେଟ!-->…
ସୁପ୍ରିମକୋର୍ଟରେ ଆଉ ରହିବନି ‘ଗ୍ରୀଷ୍ମକାଳୀନ ଅବକାଶ ଛୁଟି’
ସୁପ୍ରିମକୋର୍ଟରେ ଆଉ ରହିବନି ‘ଗ୍ରୀଷ୍ମକାଳୀନ ଅବକାଶ ଛୁଟି’। ଏହି ଶବ୍ଦର ସ୍ଥାନ ନେବ ‘ଆଂଶିକ ଅଦାଲତ କାର୍ଯ୍ୟ ଦିବସ’ । ନିଜ ନିୟମରେ ସଂଶୋଧନ କରି ସୁପ୍ରିମକୋର୍ଟ ପକ୍ଷରୁ ଏପରି ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଦ୍ୱାରା!-->…
ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ମିଳିବ ଟଙ୍କା
ଭୁବନେଶ୍ବର: ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ!-->…