Sign in
Sign in
Recover your password.
A password will be e-mailed to you.
ଆସନ୍ତା ଡିସେମ୍ବର ୧୫ ତାରିଖରେ ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମିନାରୀ ପରୀକ୍ଷା
ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମିନାରୀ ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା କରିଛି ଓଡ଼ିଶା ଲୋକ ସେବା ଆୟୋଗ । ଆସନ୍ତା ଡିସେମ୍ବର ୧୫ ତାରିଖ ରବିବାରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ ପରବର୍ତ୍ତୀ ସମୟରେ ପ୍ରକାଶ କରାଯିବ ବୋଲି ଓପିଏସ୍ସି ପକ୍ଷରୁ!-->…
ଚର୍ଚ୍ଚାରେ ଟ୍ରମ୍ପଙ୍କ ଡେପୁଟି ଓ ତାଙ୍କ ଭାରତୀୟ ବଂଶୋଦ୍ଭବ ପତ୍ନୀ ଉଷା
ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ସେ ଡେମୋକ୍ରାଟିକ ପାର୍ଟିର କମଳା ହାରିସଙ୍କୁ ବୃହତ୍ତ ବ୍ୟବଧାନରେ ହରାଇବାକୁ ଯାଉଥିବା ଏକପ୍ରକାରର ସ୍ପଷ୍ଟ ହୋଇଛି।
ଟ୍ରମ୍ପ ବିଜୟୀ ହେବା ନିଶ୍ଚିତ ହୋଇଥିବାରୁ ସେ ଆଜି ଫ୍ଲରିଡାର ପାଲମ ବିଚ କାଉଣ୍ଟୀ!-->!-->!-->…
ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ
ଭୁବନେଶ୍ବର: ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନିଜ ସମର୍ଥକଙ୍କ ସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ସୁନନ୍ଦା । ତେବେ ଅକ୍ଟୋବର ୨୯ ତାରିଖରେ ଦଳରେ ଅଣଦେଖା କାରଣ ଦର୍ଶାଇ!-->…
ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟ୍
ଗଞ୍ଜାମ: ଲୁଟେରାଙ୍କ ଟାର୍ଗେଟରେ ଏବେ ମନ୍ଦିର । ଲୁଟି ନେଉଛନ୍ତି ଠାକୁରଙ୍କ ଅଳଙ୍କାର ଓ ପୂଜା ସାମଗ୍ରୀ । ଏହିଭଳି ଏକ ଘଟଣା ଗଞ୍ଜାମ ଜିଲ୍ଲାରୁ ଆସିଛି । ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟ୍ କରିଛନ୍ତି ଲୁଟେରା । ଗତକାଲି!-->…
ଟ୍ରମ୍ପଙ୍କ ପାଇଁ ହୋମ ଯଜ୍ଞ, ଭିଡିଓ ଭାଇରାଲ
ଆମେରିକାରେ ଚାଲିଛି ରାଷ୍ଟ୍ରପତି ନିର୍ବାଚନ। ଡୋନାଲ୍ଡ ଟ୍ରମ୍ପ ଓ କମଲା ହାରିସ୍ଙ୍କ ମଧ୍ୟରେ ଚାଲିଛି କଡ଼ା ଟକ୍କର। ଆଶା କରାଯାଉଛି ଯେ, ଭାରତୀୟ ବଂଶୋଦ୍ଭବ କମଲା ହାରିସ ଜିତିବେ। ଏହାରି ଭିତରେ ଦିଲ୍ଲୀର ସାଧୁ ଏବଂ ପୁରୋହିତମାନେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ!-->…
ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର
କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା ସ୍ବାମୀ ମହେନ୍ଦ୍ର ଖରା ସହ ଦୁଇ!-->…
ଘରେ ନିଆଁ ଲାଗି ଜଳିଗଲେ ମା ଝିଅ
ସମ୍ବଲପୁର : ମାଆ ଝିଅ ଜୀବନ୍ତ ଦଗ୍ଧ । ସମ୍ବଲପୁର ମାନେଶ୍ବର ସ୍ଥିତ ହାଟପଦା ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ମାଆ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଦୁଇ ମହଲା ଘରର ଉପର ମହଲାରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।
ମୃତ ମା’!-->!-->!-->…
୪୦ ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କଲା ବିଜେପି
ପାଖେଇ ଆସିଲାଣି ମହାରାଷ୍ଟ୍ର ନିର୍ବାଚନ। ତେବେ ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍ରେ ବିଜେପି। ବିଦ୍ରୋହୀ ନେତାଙ୍କ ବିରୋଧରେ ଦଳ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। ୩୭ ଟି ଆସନରେ ବିଦ୍ରୋହ କରିଥିବା ୪୦ ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କରିଛି।
ଏହାପୂର୍ବରୁ ଉଦ୍ଧବ ଠାକରେ ମଧ୍ୟ!-->!-->!-->…
ଇଞ୍ଜିନୟରିଂ କଲେଜ ଜୁନିଅର ଛାତ୍ରଙ୍କୁ ପିଟିଲେ ସିନିଅର ଛାତ୍ର
କେନ୍ଦୁଝର: କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିଅର ଛାତ୍ର ମାଡ଼ ମାରିଥିବା ଅଭିଯୋଗ। ୫ ଜଣ ସିନିଅର୍ ହଷ୍ଟେଲରେ ପଶି ମାଡ଼ ମାରିଥିବା ଅଭିଯୋଗ l ଆକ୍ରମଣରେ ଆହତ ଜୁନିଅର ଛାତ୍ର ଜିଲ୍ଲା ମୁଖ୍ୟ!-->…
ପୁଣି ଥରେ ରାଷ୍ଟ୍ରପତି ହେବେ ଡୋନାଲ୍ଡ ଟ୍ରମ୍ପ୍
ଅବ୍କି ବାର୍ ଟ୍ରମ୍ପ ସରକାର। ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ହେବେ ଡୋନାଲ୍ଡ ଟ୍ରମ୍ପ। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ରେସ୍ରେ ଡୋନାଲ୍ଡ ଟ୍ରମ୍ପ ବାଜି ମାରିଛନ୍ତି। ସେ ଜିତିଛନ୍ତି ହ୍ୱାଇଟ୍ ହାଉସ୍ ଲଢ଼େଇ।
ୟୁଏସ୍ ମିଡିଆର ତଥ୍ୟ ଅନୁଯାୟୀ, ରିପବ୍ଲିକାନ୍!-->!-->!-->…