ବିଜ୍ଞାନ ମେଳା ଅନୁଷ୍ଠିତ

ହିଞ୍ଜିଳିକାଟୁ : ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ସୋମବାର ସ୍ୱାଇନ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଯାଇଅଛି। ଏହି ମେଳାକୁ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ବିଭୁପ୍ରସାଦ ପଣ୍ଡା ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ। ଏହି ମେଳାର ବିଚାରକ ଭାବେ…

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ କ୍ଷୁଦ୍ରଦାନା ଶଶ୍ୟ

ଫୁଲବାଣୀ: ଜିଲ୍ଲା ପ୍ରଶାସନ କନ୍ଧମାଳଙ୍କ ଦ୍ୱାରା ଟିକାବାଲି ଠାରେ ଆୟୋଜିତ ସୁରଭି କାର୍ଯ୍ୟକ୍ରମରେ କ୍ଷୁଦ୍ରଦାନା ଶସ୍ୟ କୁହାଯାଉଥିବା ମାଣ୍ଡିଆ, କୁଏରୀ, କାଙ୍ଗୁ, ସୁଆଁ ଭଳି ପାରମ୍ପରିକ ଶଶ୍ୟ ରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ଆଦୃତ ହୋଇଥିଲା । ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାତୀ ଓ ଟିକାବାଲି…

ଟିପିଏସ୍ଓଡିଏଲ୍ ପକ୍ଷରୁ ଗୁଣବତ୍ତା ମାସ ଆରମ୍ଭ

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏସ୍ଓଡିଏଲ୍) ପକ୍ଷରୁ ମାସ ବ୍ୟାପୀ "ଗୁଣବତ୍ତା ମାସ" ଆରମ୍ଭ ହୋଇଛି। ବୈଶ୍ଵିକ ଥିମ୍ "ଗୁଣବତ୍ତା: ଅନୁପାଳନ ଠାରୁ ପ୍ରଦର୍ଶନ"କୁ ନେଇ ଏହି କାର୍ଯ୍ୟକ୍ରମ ପାଳିତ ହେଉଅଛି। ଟିପିଏସ୍ଓଡିଏଲର ପ୍ରତ୍ୟେକ କାର୍ଯ୍ୟରେ…

ନବୀନ ସରକାରଙ୍କ ସମୟରେ ଅନୁଦାନ ପାଇଥିବା ମହିଳା ଛାତ୍ରୀ ନିବାସ ଆସିକାରେ ହେଵ କେବେ….?

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ସହରରେ ଉନ୍ନୟନ କାର୍ଯ୍ୟରେ ସୀମିତ ରହି ଥିବା ବେଳେ ରାଜିନୀତି ବେଶୀ ହେଉଛି। ଗତ ବିଜେଡ଼ି ସରକାର ଙ୍କ ସମୟରେ ଆସିକା ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟ ରେ ଛାତ୍ରୀ ନିବାସ ପାଇଁ ୨୦୨୩ ଅକ୍ଟୋବର ୨୬ ରେ ୪କୋଟି ୪୦ ଲକ୍ଷ ଟଙ୍କା ରେ ନିର୍ମିତ ପାଇଁ…

ନବରଂଗପୁରଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର : ଆଜି ନବରଙ୍ଗପୁର ସହର ସ୍ଥିତ ପୌରପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି.ଡି.ଓ ,ଜିଲ୍ଲା ପରିଷଦ ଶ୍ରୀ…

୧୦ ହଜାର ଲାଞ୍ଚ ନେଇ ଫିରିଙ୍ଗିଆ ଜେଇ ଭିଜିଲାନ୍ସ ଜାଲରେ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଳକର ଜୁନିଅର ଇଞ୍ଜିନିୟର ଅଶୋକ ପାଢୀ ୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି lଭିଜିଲାନ୍ସ ବିଭାଗ ପକ୍ଷରୁ ଯାହା ସୂଚନା ରହିଛି ଏକ ଯାତ୍ରୀ ବିଶ୍ରାମଗାର ତିଆରି କରିବା ନିମନ୍ତେ ଯାହାର ମୂଲ୍ୟ ୩ ଲକ୍ଷ ଟଙ୍କା ସରକାରୀ ଧାର୍ଯ୍ୟ…

କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ : ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ କମ୍ପାନୀ । ଆର୍ସେଲର ମିତ୍ତଲ ନିପନ୍‌ କମ୍ପାନୀ ଓଡିଶାରୁ ଚାଲି ଯାଉଥିବା ବିଜେଡି ନେତା ପ୍ରତାପ ଜେନା କହିବା ପରେ ଏହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ । ପୂର୍ବତନ…

ପିସିସି ସଭାପତି ଚୟନକୁ ନେଇ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ କସରତ ଚାଲିଛି | ପିସିସି କାର୍ଯ୍ୟାଳୟରେ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ। ସବୁ ବିଧାୟକ ଏଵଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା ବୈଠକ। କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ…

ଦୁର୍ଘଟଣା ପରେ ଜଳିଗଲା ବାୟୁସେନାର ମିଗ ୨୯ ଯୁଦ୍ଧ ବିମାନ

ଭାରତୀୟ ବାୟୁସେନାର ଗୋଟିଏ ମିଗ ୨୯ ଯୁଦ୍ଧ ବିମାନ ଆଜି ଉତ୍ତର ପ୍ରଦେଶର ଆଗ୍ରାରେ କ୍ରାଶ କରି ଯାଇଛି। ତେବେ ବିମାନରେ ଥିବା ପାଇଲଟ ଜଣଙ୍କ ଏଥିରୁ ସୁରକ୍ଷିତ ଭାବେ ବାହାରି ଆସିବାକୁ ସକ୍ଷମ ହୋଇଛନ୍ତି। ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି। ଆଗ୍ରାର ସୋନଗା ଗାଁରେ ଥିବା…

ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍

ଭୁବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି। ଏସ୍‌ସିବିରେ…