ସ୍କୁଲ କ୍ୟାମ୍ପସରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଭୁବନେଶ୍ୱର : ସ୍କୁଲ କ୍ୟାମ୍ପସରୁ ଉଦ୍ଧାର ହୋଇଛି ଏକ ନବଜାତ ଶିଶୁପୁତ୍ରର ମୃତଦେହ । ସହୀଦ ନଗର ଥାନା ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନ କ୍ୟାମ୍ପସରୁ ଏହି ମୃତ ଦେହ ଉଦ୍ଧାର ହୋଇଛି । କ୍ୟାମ୍ପସର ଅଳିଆ ଗଦାରୁ ଉଦ୍ଧାର କରାଯାଇଛି ଏହି ଶିଶୁଟିକୁ । କିଏ କାହିଁକି ଏହି ମୃତ

ଘସିପୁ୍ରାରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ମୃତ

ଆନନ୍ଦପୁର : ଝାଡ଼ାବାନ୍ତି ଆତଙ୍କ । ଦୁଇ ମୃତ ,ଅନେକ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଜିଲ୍ଲା ସ୍ବାସ୍ଥ୍ଯ ଟିମ୍ ପହଞ୍ଚି ପରଖିଲା ସ୍ଥିତି। କେନ୍ଦୁଝର ଜିଲ୍ଲା ଘସିପୁ୍ରା ବ୍ଲକ ଗଡବାନ୍ଧଗୋଡା ପଞ୍ଚାୟତ ପଟିଲୋ ଗାଁରେ ଝାଡ଼ାବାନ୍ତି ଲାଗି ରହିଛି ।

ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ 

ଅନୁଗୋଳ : ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ । ପଦଯାତ୍ରରେ ଆସି ଏସପି ଅଫିସ ଆଗରେ ଧାଣାରେ ବସିଲେ । ଅନୁଗୋଳ ସଦର ଥାନା ଶ୍ୟାମସୁନ୍ଦରପୁର ଗାଁରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସର ହାତ ଖାଲି । ଏଯାଏଁ ଅଭିଯୁକ୍ତକୁ

ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଅନାସ୍ଥା ପ୍ରସ୍ତାବ ଆଣିଲା ରାଜ୍ୟ କଂଗ୍ରେସ। ୧୫ ବିଧାୟକଙ୍କ ଦସ୍ତଖତ ଥିବା ଅନାସ୍ଥା ପ୍ରସ୍ତାବ ଆଣିଲା। ବିଧାନସଭା ସଚିବଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଲା କଂଗ୍ରେସ । ଅନ୍ୟପଟେ ବିରୋଧୀ ବିଜେଡି କିନ୍ତୁ

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ବୟସ୍କ ଓ ଦୁର୍ବଳମାନଙ୍କୁ ଦିଆଯିବ ପ୍ରାଥମିକତା

ଭୁବନେଶ୍ଵର : ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ । ୬୦ ବର୍ଷ ପରେ

ଫସଲ ନଷ୍ଟ କଲେ ଗୋରୁ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ୨୨ ପରିବାର

ନବରଙ୍ଗପୁର: ଜଙ୍ଗଲ ଜମିରେ ଫସଲ ନଷ୍ଟ କଲେ ଗୋରୁ । ଅଭିନବ ପ୍ରତିବାଦରେ ୨୨ ପରିବାର। ଉମରକୋଟର ଜଙ୍ଗଲ ଜମିରେ ହୋଇଥିବା ଚାଷକୁ ଦୁଇ ବନ ସୁରକ୍ଷା ସମିତିର ସଦସ୍ୟ ଗୋରୁ ଚୋରେଇ ଫସଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି । ଏନେଇ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ

ବୁଲା କୁକୁର ଗଣନା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ବର: ପ୍ରଥମ ଥର ପାଇଁ ବୁଲାକୁକୁର ଗଣନା ଭୁବନେଶ୍ବରରେ ଆରମ୍ଭ ହେଲା । ଗୁରୁବାର ଠାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଘଣନା ଆରମ୍ଭ ହୋଇଛି । ଗୁରୁବାର ଭୋର ୫ଟା ରୁ ବିଏମସି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ବିଭିନ୍ନ ୱାର୍ଡ ଏବଂ ଗଳିକନ୍ଦିରେ ବୁଲତ କୁକୁର

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ କାର୍ଯ୍ୟ ଦିବସରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଚି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଏହାପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଛନ୍ତି

ରାଜ୍ ୟୁଥ୍ ଫାଉଣ୍ଡେସନ୍ ର ବୁଦ୍ଧିଜୀବି ସମ୍ମିଳନୀ ଓ ପ୍ରତିଭା ସମ୍ମାନ ସମାରୋହ-୨୦୨୫ ଅନୁଷ୍ଠିତ

ନୟାଗଡ : ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାର ସଂଯୋଗସ୍ଥଳ ବୋଲଗଡ଼ ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣୀ ମଣ୍ଡପ ସଭାଗୃହରେ ରାଜ୍ ୟୁଥ୍ ଫାଉଣ୍ଡେସନ, ରାଜସୁନାଖଳା ପକ୍ଷରୁ ବୁଦ୍ଧିଜୀବି ସମ୍ମିଳନୀ ଓ ପ୍ରତିଭା ସମ୍ମାନ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l

ନବରଙ୍ଗପୁର ଜିଲ୍ଲା ରେ ଭୁଷୁଡୁଛି ଶିକ୍ଷା ବ୍ୟବସ୍ଥା :୨୪୫ ଛାତ୍ରୀ ପାଇଁ ୨ ଜଣ ଶିକ୍ଷୟିତ୍ରୀ…

ଶିକ୍ଷା ମନ୍ତ୍ରୀଙ୍କ ଅଞ୍ଚଳ ରେ ଶିକ୍ଷକ ମରୁଡି.. ପାଠ ପଢା ଠପ ଉମରକୋଟ /ଝରିଗାଁ (୧୭/୦୯/୨୦୨୫) ବରଙ୍ଗପୁର ଜିଲ୍ଲାର ଝରିଗାଁ ବ୍ଲକ ଅନ୍ତର୍ଗତ ବଣୁଆଗୁଡ଼ା ପଂଚାୟତର ପଲସଗାଁ ସ୍ଥିତ ରମାଦେବୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁତର ଶିକ୍ଷକ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ