ବାଘୁଣୀ ‘ରୂପା’ ଜନ୍ମ ଦେଲା ୪ ଶାବକ

ଭୁବନେଶ୍ବର : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବଢ଼ିଲା ବାଘ ସଂଖ୍ୟା। କାରଣ ଏଠାରେ ଥିବା ଧଳା ବାଘୁଣୀ ରୂପା ଆଜି ୪ ଶାବକଙ୍କୁ ଜନ୍ମ ଦେଇଛି। ସମସ୍ତ ୪ ଶାବକ ସୁସ୍ଥ ଥିବାବେଳେ ରୂପା ସମସ୍ତଙ୍କ ଯତ୍ନ ନେଉଛି। ଛୁଆଗୁଡ଼ିକ ରୂପା ପାଖରେ ଥିବାରୁ ସେମାନଙ୍କ ଲିଙ୍ଗ ଚିହ୍ନଟ କରାଯାଇପାରିନାହିଁ।…

ବାଲିଯାତ୍ରାରେ ଗାଡି ପାର୍କିଂକୁ ନେଇ ଜାରି ରହିଛି ଦ୍ଵନ୍ଦ୍ୱ

କଟକ: ଐତିହାସିକ ବାଲିଯାତ୍ରାରେ ଗାଡି ପାର୍କିଂ ପ୍ରସଙ୍ଗକୁ ନେଇ ଜାରି ରହିଛି ଦ୍ଵନ୍ଦ୍ୱ। ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ ବାଲିଯାତ୍ରା ମାତ୍ର ଉପର ବାଲିଯାତ୍ରା ପଡିଆରେ ଗାଡି ପାର୍କିଂ ପ୍ରସଙ୍ଗକୁ ନେଇ ଚିନ୍ତାରେ ଜିଲ୍ଲା ପ୍ରଶାସନ। ଆସନ୍ତା ସୋମବାର ଏନେଇ ବିଧିବଦ୍ଧ ନିଷ୍ପତି ହେବ।…

କନ୍ଧମାଳ ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣା: ଖାଦ୍ୟରେ ବିଷକ୍ରିୟା ଯୋଗୁ ମୃତ୍ୟୁ, ସମସ୍ତେ ନିୟମିତ ଭାବେ ପାଉଛନ୍ତି ଚାଉଳ

ଭୁବନେଶ୍ବର : ଅକ୍ଟୋବର ୩୦ ତାରିଖରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକର ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଦୁଇ ଜଣ ମହିଳାଙ୍କ ଦୁଃଖଦ ମୃତ୍ୟୁ ଘଟଣା ପରେ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କ ପକ୍ଷରୁ ଘଟଣାର କାରଣ ସମ୍ପର୍କରେ ଅନୁସନ୍ଧାନ…

ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ସାଂସଦ ପପୁ ଯାଦବଙ୍କୁ ଧମକ ଦେଇଥିବା ଯୁବକ ଗିରଫ

ନୂଆଦିଲ୍ଲୀ : ସ୍ୱାଧୀନ ଭାବେ ଲୋକସଭା ନିର୍ବାଚନ ଜିତି ସାଂସଦ ହୋଇଥିବା ପପୁ ଯାଦବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକଙ୍କୁ ବିହାର ପୁଲିସ୍‌ ଗିରଫ କରିଛି। ପୂର୍ଣ୍ଣିୟା ଲୋକସଭା ଆସନରୁ ସାଂସଦ ହୋଇଥିବା ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ଧମକ ମିଳିଥିଲା।ଏହାପରେ ବିହାର ପୁଲିସ୍‌…

ସମାଜବାଦୀ ପାର୍ଟି ପ୍ରାର୍ଥୀଙ୍କ ନାଁରେ ଜାରି ହେଲା ଫତୱା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟି ବିଧାୟକ ପ୍ରାର୍ଥୀଙ୍କ ନାଁରେ ଜାରି ହେଲା ଫତୱା। ଏହାକୁ ନେଇ ସରଗରମ ହୋଇଉଠିଛି ଉତ୍ତରପ୍ରଦେଶ ରାଜନୀତି। ଫତୱା ଜାରି ହୋଇଥିବା ବିଧାୟକ ପ୍ରାର୍ଥୀଜଣକ ହେଲେ ନସିମ ସୋଲଙ୍କି ।ନସିମ ପୂର୍ବ ବିଧାୟକ ଇରଫାନ ସୋଲଙ୍କିଙ୍କ ପତ୍ନୀ । ଚଳିତ ବିଧାନସଭା ନିର୍ବାଚନ…

ବୋମା ଧମକ ମଧ୍ୟରେ ଏୟାର ଇଣ୍ଡିଆ ବିମାନରୁ ମିଳିଲା ଗୋଳାବାରୁଦ

ନୂଆଦିଲ୍ଲୀ : ଗତ କିଛିଦିନ ହେବ କୌଣସି ନା କୌଣସି ବିମାନରେ ବୋମା ଲଗାଯାଇଥିବା ନେଇ ଧମକ ମିଳୁଛି। ହେଲେ ବୋମା ସମ୍ବନ୍ଧୀୟ ଏହି ସମସ୍ତ ଧମକ ପରେ ନକଲି ବୋଲି ଜଣାପଡିଛି। ମିଥ୍ୟା ବୋମା ଧମକ ମାମଲାରେ ପୁଲିସ ମଧ୍ୟ ଏକାଧିକ ଅଭିଯୁକ୍ତଙ୍କୁ ଗିରଫ କଲାଣି। ହେଲେ ଏହାରି ଭିତରେ ଦୁବାଇରୁ ଦିଲ୍ଲୀ…

ଭୂକମ୍ପ ଝଟକାରେ ଥରିଲା ଝାଡ଼ଖଣ୍ଡ

ରାଞ୍ଚି : ଭୂକମ୍ପ ଝଟକାରେ ଥରିଲା ଝାଡ଼ଖଣ୍ଡ । ଆଜି ଶକାଳେ ଝାଡ଼ଖଣ୍ଡରେ ଅନୁଭୂତ ହୋଇଛି ଭୂମିକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଇଛି।ଆଜି ସକାଳ ପ୍ରାୟ ୯ଟା ୨୦ରେ ପ୍ରଥମେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ଓ ଜମସେଦପୁରରେ ଏହି ଝଟକା…

ଝାରଖଣ୍ଡରେ ସିଟ ଶେୟାରି ଫର୍ମୁଲା ଚୂଡ଼ାନ୍ତ କଲା ଇଣ୍ଡିଆ ବ୍ଲକ: ୩ ଆସନରେ ବନ୍ଧୁତାପୂର୍ଣ୍ଣ ଲଢ଼େଇ

ରାଞ୍ଚି : ବିରୋଧୀ ମେଣ୍ଟ ଇଣ୍ଡିଆ ଶନିବାର ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ସିଟ୍‌ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କରିଛି। ବୁଝାମଣା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଜେଏମଏମ ମୋଟ ୮୧ ବିଧାନସଭା ଆସନ ମଧ୍ୟରୁ ସର୍ବାଧିକ ୪୩ଟି ଆସନରେ ଲଢ଼ିବ।ସହଯୋଗୀ କଂଗ୍ରେସ ୩୦ ଆସନରେ…

ଏଲଏସିରେ ଚୀନ ସୈନ୍ୟଙ୍କ ସହ କଥା ହେଲେ କିରଣ ରିଜିଜୁ

ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶ ସାଂସଦ ତଥା କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲଏସି)ରେ ମୁତୟନ ହୋଇଥିବା ଚୀନ ସୈନ୍ୟଙ୍କୁ ଭେଟିଛନ୍ତି। ତାଓ୍ବଙ୍ଗ ଜିଲାରେ ୧୫ ହଜାର ଫୁଟ ଉଚ୍ଚ ବୁମଲାରେ ଭାରତୀୟ ସେନା ଆଉଟପୋଷ୍ଟ ଗସ୍ତ କରିବା ଅବସରରେ ସେ ଚୀନ…

ତେଜିଲା ବିବାଦ: ଅମିତ ଶାହଙ୍କୁ ଟାର୍ଗେଟ କରିବାରୁ କାନାଡା ଅଧିକାରୀଙ୍କୁ ସମନ କଲା ଭାରତ

ନୂଆଦିଲ୍ଲୀ : ଖଲିସ୍ତାନୀ ଆତଙ୍କବାଦୀ ନିଜାର ହତ୍ୟାକାଣ୍ଡକୁ ନେଇ ଭାରତ ଓ କାନାଡା ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ଏବେ ଚରମସୀମାରେ ପହଞ୍ଚିଛି। ନିଜାର ହତ୍ୟା ପଛରେ ଭାରତୀୟ କୂଟନୀତିଜ୍ଞଙ୍କ ହାତ ରହିଥିବା କାନାଡା ବିନା ପ୍ରମାଣରେ ଅଭିଯୋଗ କରୁଥିବାରୁ ନୂଆଦିଲ୍ଲୀ ଏହାକୁ ବିରୋଧ କରି…