Sign in
Sign in
Recover your password.
A password will be e-mailed to you.
ଜଙ୍ଗଲରୁ ବଡ଼ଧରଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ
କୋରାପୁଟ: ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ବଦଳିପାହାଡ଼ ଜଙ୍ଗଲରୁ ବଡ଼ଧରଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଠାବ । ସମସ୍ତ ସାମଗ୍ରୀ ଆନ୍ଧ୍ର- ଓଡ଼ିଶା ବୋର୍ଡର ସ୍ପେଶାଲ ଜୋନାଲ କମିଟିର ବୋଲି ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଏସପି ସାମ୍ବାଦିକ!-->…
ତାମିଲନାଡୁ ଗ୍ୟାସ୍ ଲିକ୍ ରେ ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା
ଭୁବନେଶ୍ୱର : ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା । ମୃତକମାନେ ହେଉଛନ୍ତି କେନ୍ଦୁଝର ଜିଲ୍ଲାର । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ!-->…
ସଂଶୋଧନ ହେଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମର ସଂଶୋଧନ କରାଯାଇଛି । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୬ ଜିଲ୍ଲାର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମ ସଂଶୋଧନ ହୋଇଛି । Angulର ଇଂରାଜୀ ନାମ ସଂଶୋଧନ ହୋଇ ANUGOLA!-->…
ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ, ରେଭେନ୍ସାରେ ସବୁଠୁ ଆଗରେ
ଭୁବନେଶ୍ୱର : ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । ରେଭେନ୍ସାରେ କଟ୍-ଅଫ୍ ସବୁଠୁ ଅଧିକ । ୨୦୨୬-୨୭ ପାଇଁ +୩ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୋଟ ୨ ଲକ୍ଷ ୩୭ ହଜାର ୨୦୦ ଜଣ ଆବେଦନ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧!-->…
ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି । ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ । ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ସହାୟତା ରାଶିରେ ୪୦ ପ୍ରତିଶତ ବୃଦ୍ଧି । ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ସହାୟତା ପାଇଁ ଥିବା ରାଜ୍ୟ କଲ୍ୟାଣ!-->…
ଜ୍ଵର ଇଞ୍ଜେକ୍ସନ ବଦଳରେ ଶିଶୁକୁ କୁକୁର କାମୁଡା ଇଞ୍ଜେକ୍ସନ ଦେଲେ ନର୍ସ
ଭଦ୍ରକ: ରୋଗୀଙ୍କୁ ହୋଇଥିଲା ଜର, ଦେଇଦେଲେ କୁକୁର କାମୁଡ଼ା ଇଞ୍ଜେକ୍ସନ । ଶିଶୁକୁ ଜ୍ଵର ଇଞ୍ଜେକ୍ସନ ବଦଳରେ ନର୍ସ ଦେଲେ କୁକୁର କାମୁଡା ଇଞ୍ଜେକ୍ସନ । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ।
ଧାମନଗର ଥାନା ଦଲାଙ୍ଗ ଗ୍ରାମର ପୁରୁଷୋତ୍ତମ!-->!-->!-->…
ଖାରଜ ହେଲା ବିଜେଡିର ଅଯୋଗ୍ୟତା ଆବେଦନ, ରଦ୍ଦ ହେବନି ନିଲମ୍ବିତ ୮ ବିଧାୟକଙ୍କ ସଦସ୍ୟ ପଦ
ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ୮ ବିଧାୟକଙ୍କ ସଦସ୍ୟ ପଦ ରଦ୍ଦ ହେବ ନାହିଁ। ବିଜେଡିର ଅଯୋଗ୍ୟତା ଆବେଦନକୁ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଦଳୀୟ ହୁଇପ ଅମାନ୍ୟ, ସର୍ବସାଧାରଣରେ ଦଳ ବିରୋଧରେ ମନ୍ତବ୍ୟ ଦେବା ଅଭିଯୋଗରେ ୮ ଜଣ ବିଧାୟକଙ୍କ ପଦ ରଦ୍ଦ କରିବା ପାଇଁ ବାଚସ୍ପତିଙ୍କ!-->…
ସମ୍ପତ୍ତିକୁ ନେଇ ଖୁଡ଼ିକୁ ହତ୍ୟା କଲା ପୁତୁରା
ଭଞ୍ଜନଗର : ଖୁଡ଼ିକୁ ହତ୍ୟା କଲା ପୁତୁରା । ଖୁଡି ବେକରେ ଗାମୁଛା ବାନ୍ଧି, ହତ୍ୟା କଲା ପୁତୁରା । ହତ୍ୟାରେ ପୁତୁରା ବୋହୁ ବି ସାମିଲ ନେଇ ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆପଲ୍ଲୀ ଗାଁ ନିକଟରେ ଘଟିଛି ଏଭଳି ଘଟଣା । ମୃତକ ହେଉଛନ୍ତି ରେବତୀ!-->…
ପୁରୀରେ ଯୋଗଗୁରୁ ବାବା ରାମଦେବ, ଶ୍ରୀଜଗନ୍ନାଥଙ୍କ କଲେ ଦର୍ଶନ
ପୁରୀ : ପୁରୀରେ ଯୋଗଗୁରୁ ବାବା ରାମଦେବ । ଶ୍ରୀକ୍ଷେତ୍ର ପୁରୀ ପହଞ୍ଚିଛନ୍ତି ବାବା ରାମଦେବ । ଏ ଅବସରରେ ଗଣମଧ୍ୟାମକୁ ପ୍ରତିକ୍ରିୟା ଦେଇ ବାବା ରାମଦେବ କହିଛନ୍ତି, “ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଆନନ୍ଦ ଅନୁଭବ କରୁଛି । ମୋର ସୌଭାଗ୍ୟ ଯେ ଚତୁର୍ଦ୍ଧାବିଗ୍ରହଙ୍କୁ ରତ୍ନ ସିଂହାସନରେ!-->…
ପିଲା ଚୋର ଭାବି ଯୁବକଙ୍କୁ ନିର୍ଦ୍ଧୁମ ମାଡ଼
ସମ୍ବଲପୁର : ରାୟଗଡ଼ା କଲ୍ୟାଣସିଂହ ପୁର ହିଂସା ଘଟଣାର କିଛି ଘଣ୍ଟା ପରେ ସମ୍ବଲପୁରରେ ମଧ୍ୟ ସମାନ ଧରଣର ଘଟଣା ଦେଖିବାକୁ ମିଳିଛି l ଗୁରୁତର ହୋଇ ପଡ଼ିଥିବା ଜଣେ ବ୍ୟକ୍ତିଙ୍କୁ କିଛି ଯୁବକ ଘୋଷାରି ଘୋଷାରି ନେଉଥିବା, ସହ ଲାତ, ଗୋଇଠା ମାରୁଥିବାର ଭିଜୁଆଲରେ!-->…