ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା: ଉପ ମୁଖ୍ୟମନ୍ତ୍ରୀ

ଖୁଵଶୀଘ୍ର ସୁଭଦ୍ରା ତୃତୀୟ ପର୍ଯ୍ୟାୟ ଘୋଷଣା ହେବ । ସୁଭଦ୍ରାରେ ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବାଦ ପଡ଼ିଥିବା ସବୁ ଅଙ୍ଗନବାଡି କର୍ମୀ ସାମିଲ ହେବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହା କହିଛନ୍ତି । ପୂର୍ବରୁ ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ପୁଣି ଯାଞ୍ଚ ହେବ । କୌଣସି…

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା । ନିଜ ସ୍ତ୍ରୀକୁ ହତ୍ୟା ମାମଲାରେ ଭୁବନେଶ୍ୱର ଏଡିଜେ କୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ ରଖିଲେ ହାଇକୋର୍ଟ । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ଆଦେଶ ବିରୋଧରେ ଶ୍ରୀ ଗମାଙ୍ଗ…

ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ

ବଲିଉଡ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ମିଳିଛି ହତ୍ୟା ଧମକ। ମିଳିଥିବା ଖବର ଅନୁସାରେ ମୁମ୍ବାଇ ଟ୍ରାଫିକ ପୁଲିସ କଣ୍ଟ୍ରୋଲ ରୁମକୁ ଏନେଇ ଏକ ମେସେଜ ଆସିଛି। ମେସେଜ ପଠାଇଥିବା ବ୍ୟକ୍ତି ୨ କୋଟି ଟଙ୍କା ଦାବି କରିଛି। ଯଦି ଟଙ୍କା ନମିଳେ, ତେବେ ସଲମାନଙ୍କୁ ହତ୍ୟା କରାଯିବ ବୋଲି…

ହ୍ଵାଟ୍ସଆପ ଗ୍ରୁପରେ ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଧରଣର ଠକେଇ, ୧୭ ଅଭିଯୁକ୍ତ ଗିରଫ

ହ୍ଵାଟ୍ସଆପ ଗ୍ରୁପରେ ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଧରଣର ଠକେଇ। ଏଭଳି ଠକେଇରେ ୬ କୋଟି ୨୮ ଲକ୍ଷ ଟଙ୍କାର ଠକେଇର ଶିକାର ହୋଇଛନ୍ତି ଜେଏସପିଏଲ କର୍ମଚାରୀ କୁନ୍ତଳା ମଜୁମଦାର । କ୍ରାଇମବ୍ରାଞ୍ଚ ବିଭିନ୍ନ ରାଜ୍ୟରୁ ୧୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଆସନ୍ତା କାଲି ସୁଦ୍ଧା ଆଉ ୭…

ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା: ସୁନନ୍ଦା

ଭୁବନେଶ୍ୱର; ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସଙ୍କ ବିସ୍ଫୋରକ ବୟାନ l ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ ବୋଲି କହିଲେ ସୁନନ୍ଦା l ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ ଆମକୁ କୁହା ଯାଇଥିଲା l ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ ଦେଖା କରିଥିଲି ବୋଲି…

ବ୍ରିଟେନରେ ବାଲିଯାତ୍ରା : ଭାରତରୁ ଭାଗନେବେ ୫ ବ୍ୟବସାୟୀ

ଭୁବନେଶ୍ୱର, ୨୯।୧୦।୨୪ : ଚଳିତବର୍ଷ ପ୍ରଥମକରି ଓଡିଶା ସୋସାଇଟି ଅଫ୍ ୟୁକେ ପକ୍ଷରୁ ନଭେମ୍ବର ୩୦ରେ ଆୟୋଜିତ ହେବାକୁ ଯାଉଛି ବାଲିଯାତ୍ରା । ବ୍ରିଟେନ ସ୍ଥିତ ଟାଉନଲି ବିଦ୍ୟାଳୟ,ବେକ୍ସଲି, ଲଣ୍ଡନ ସ୍କୁଲରେ ହେବାକୁ ଥିବା ଏହି ଯାତ୍ରାରେ ବିଭିନ୍ନ ଦେଶରୁ ୨୦ ରୁ ଉର୍ଦ୍ଧ ବ୍ୟବସାୟୀ ଯୋଗଦେଇ…

ଜେଏସଡବ୍ଲ୍ୟୁ ସହ ବୁଝାମଣା କଲା ପସ୍କୋ, ୧୯ ବର୍ଷ ପରେ ଓଡ଼ିଶା ଫେରିବ

ଭୁବନେଶ୍ବର : ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ, ବ୍ୟାଟେରୀ ସାମଗ୍ରୀ ଓ ଅକ୍ଷୟଶକ୍ତି କ୍ଷେତ୍ରରେ…

ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ

କଟକ : ଆଗେଇ ଚାଲିଛି ଐତିହାସିକ ବାଲିଯାତ୍ରା ପ୍ରସ୍ତୁତି। ମଙ୍ଗଳବାରଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସର୍ବାଧିକ ଟଙ୍କା ଡାକିଥିବା ବିଡର୍‌ଙ୍କୁ…

ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପ୍ରାକୃତିକ ବିପର୍ଯ୍ୟୟ ଆଜି ଆମ ସହଚର ପାଲଟିଛି। ଆମ ପାଖରେ ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ଅତ୍ୟାଧୁନିକ ଉପକରଣ ସବୁ ରହିଛି। ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି…

‘ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ’

ପୁରୀ : ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।ମନ୍ତ୍ରୀ କହିଛନ୍ତି, ହିନ୍ଦୁ…