ହ୍ୱାଇଟ୍‌‌ ହାଉସରେ ଦୀପାବଳି ପାଳନ; ବାଇଡେନ କହିଲେ ‘ଏହା ମୋର ନୁହେଁ ଆପଣଙ୍କ ଘର’

ନୂଆଦିଲ୍ଲୀ: ନଭେମ୍ବର ୫ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏହାପୂର୍ବରୁ ହ୍ୱାଇଟ୍‌‌ ହାଉସରେ ଦୀପାବଳୀ ପର୍ବ ପାଳନ କରିଛନ୍ତି ରାଷ୍ଟ୍ରପତି ଜୋ-ବାଇଡେନ୍‌‌। ଦୀପାବଳି ପର୍ବ ଅବସରରେ ଡେମୋକ୍ରାଟିକ ପାର୍ଟି ସଦସ୍ୟମାନେ ହିନ୍ଦୁମାନଙ୍କୁ ଆକୃଷ୍ଟ କରିବାରେ ଲାଗିପଡ଼ିଛନ୍ତି।…

୨ଟି ନାମାଙ୍କନ ପତ୍ର ଦାଖଲ କଲେ ନୱାବ ମଲିକ

ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଅଜିତ ପାୱାରଙ୍କ ଏନସିପିର ନେତା ନୱାବ ମଲିକ ଆଜି ମୁମ୍ବାଇର ମନଖୁର୍ଦ ଶିବାଜୀ ନଗର ନିର୍ବାଚନ ମଣ୍ଡଳୀରୁ ୨ଟି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ଗୋଟିଏ ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଓ ଏନସିପିର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ…

ଦାମୀ ବ୍ୟାଗକୁ ନେଇ ବିବାଦ ପରେ ମୁହଁ ଖୋଲିଲେ ଜୟା କିଶୋରୀ

ନୂଆଦିଲ୍ଲୀ : ଦୁଇ ଲକ୍ଷରୁ ଅଧିକ ଟଙ୍କାର ବ୍ୟାଗ ଧରି ସମାଜିକ ଗଣମାଧ୍ୟମରେ ସମାଲୋଚନାର ଶିକାର ହୋଇଥିବା ଆଧ୍ୟାତ୍ମିକ ପ୍ରବଚକ ଜୟା କିଶୋରୀ ମୁହଁ ଖୋଲିଛନ୍ତି। ସେ ବିବାଦ ଉପରେ ପ୍ରତିକ୍ରିୟା ରଖି ବଡ଼ କଥା କହିଛନ୍ତି।ଜୟା କିଶୋରୀ ଗୋଟିଏ ଏୟାରପୋର୍ଟରେ ଡାୟର୍ ବ୍ୟାଗ (Dior Bag) ଧରି…

ଆଉ ୩୨ ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ

ନୂଆଦିଲ୍ଲୀ : ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ଡିଆର ୩୨ଟି ବିମାନକୁ ଗୋଟିଏ ସମୟରେ ଆସିଛି ବୋମା ଧମକ। ଦେଶର ବିଭିନ୍ନ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଓ ପ୍ରତିଷ୍ଠାନକୁ ବୋମା ବିସ୍ଫୋରଣର ଧମକ ମିଳିବା ଘଟଣା ହଇଚଇ ସୃଷ୍ଟି କରିଥିବା ବେଳେ ଏବେ ପୁଣି ସମାନ କାଣ୍ଡ ଘଟିଛି। ଦିନକ…

କିଶୋର ସନ୍ଥ ଅଭିନବ ଆରୋରାଙ୍କ ପଛରେ ପଡ଼ିଛି ବିଷ୍ଣୋଇ ଗ୍ୟାଙ୍ଗ୍‌, ହତ୍ୟା ଧମକ ପରେ ଦିଆଗଲା ସୁରକ୍ଷା

ନୂଆଦିଲ୍ଲୀ : କିଶୋର ସନ୍ଥ ତଥା ଆଧ୍ୟାତ୍ମିକ ବକ୍ତା ୧୦ ବର୍ଷୀୟ ଅଭିନବ ଆରୋରାଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ। ନିକଟରେ ସ୍ବାମୀ ରାମଭଦ୍ରାଚାର୍ଯ୍ୟ ତାଙ୍କୁ ମଞ୍ଚରୁ ହଟାଇ “ମୂର୍ଖ” କହିବା ପରେ ବିବାଦ ଦେଖାଦେଇଥିଲା। ଏବେ ଅଭିନାବଙ୍କ ପାଇଁ ଉଭା ହୋଇଛି ଆଉ ଏକ ସମସ୍ୟା। ସଲମାନ ଖାନଙ୍କୁ…

ସୀମାରୁ ସେନା ପ୍ରତ୍ୟାହାର ସହ ଭିତ୍ତିଭୂମି ହଟାଇଲେ ଭାରତ ଓ ଚାଇନା

ନୂଆଦିଲ୍ଲୀ : ଭାରତ ଓ ଚାଇନା ସେନା ମଧ୍ୟରେ ଚାଲିଥିବା ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ଆପତତଃ ଶେଷ ହୋଇଛି। ଦୁଇ ଦେଶ ପରସ୍ପର ସହ ଆଲୋଚନା କରି ପୂର୍ବ ଲଦାଖର ଦେପାଙ୍ଗ ଓ ଡେମଚୋକ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାକୁ ନିଷ୍ପତ୍ତି ନେଇଥିଲେ।ଏଥିସହ ଅକ୍ଟୋବର ୨୯ ସୁଦ୍ଧା ସୀମାରେ ନିର୍ମାଣ…

ନୈମ କ୍ୱାସୀମ ହେଜବୁଲ୍ଲାର ନୂଆ ମୁଖ୍ୟ

ତେହେରାନ : ଇରାନ ସମର୍ଥିତ ସଂଗଠନ ହେଜବୁଲ୍ଲାର ନୂଆ ମୁଖ୍ୟ ଭାବେ ଚୟନ ହୋଇଛନ୍ତି ନୈମ କ୍ୱାସୀମ। ବର୍ତ୍ତମାନ ସେ ହେଜବୁଲ୍ଲାର ଉପ ମହାସଚିବ ଓ ସେକେଣ୍ଡ ଇନ କମାଣ୍ଡ ଭାବେ କାମ କରୁଛନ୍ତି।ବରିଷ୍ଠ ଓ ଅଭିଜ୍ଞତା ଦୃଷ୍ଟିରୁ ସେ ହେଜବୁଲ୍ଲାର ମୁଖ୍ୟ ଭାବେ ଚୟନ ହୋଇଛନ୍ତି। ଇସ୍ରାଏଲ ଏୟାର…

ଅଦିନ ରଥ ଯାତ୍ରା; ଇସ୍କନକୁ ଚିଠି ଲେଖିଲେ ଗଜପତି

ଭୁବନେଶ୍ବର : ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବ। ଏପରି ଅଦିନ ରଥଯାତ୍ରାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି…

ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

ଭଞ୍ଜନଗର : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ବ୍ରହ୍ମପୁର ଦୁର୍ନୀତି ନିବାରଣ ଡିଭିଜନ ପକ୍ଷରୁ ଭଞ୍ଜନଗରରେ ଉପଖଣ୍ଡ ପ୍ରଶାସନର ମିଳିତ ସହଯୋଗ ରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ବ୍ରହ୍ମପୁର ଭିଜିଲାନ୍ସ ଏସପି ଶ୍ରୀ ଗଣେଷ ଚନ୍ଦ୍ର…

ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ

ମାଲକାନଗିରି : ୧୯୯୯ ମସିହା ମହାବାତ୍ୟା ରେ ଓଡିଶା ରେ ବହୁତ ଧନ ଜୀବନ ନଷ୍ଟ ହୋଇଥିଲା। ସେହି ମହାବାତ୍ୟାରେ ମଧ୍ୟ ପାୟ ୧୦୦୦୦ ଜୀବନ ହାନି ହୋଇଥିଲା । ସେହି ଅମୂଲ୍ୟ ଜୀବନକୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଓ ଆଗାମୀ ବିପର୍ଯ୍ୟୟ ପାଇଁ ନିଜକୁ ପ୍ରସ୍ତୁତି କରିବା ଉଦ୍ଦେଶ୍ୟ ଓଡିଶା ରାଜ୍ୟ…