Sign in
Sign in
Recover your password.
A password will be e-mailed to you.
ଚିକିଟୀରେ ବିଜେଡିର ବିଶାଳ ଜନସମ୍ପର୍କ ପଦଯାତ୍ରା
ଚିକିଟୀ : ରବିବାର ଦିନ ପୂର୍ବାହ୍ନ ରେ ପୁର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଚିକିଟୀ ବିଜୁ ଜନତା ଦଳ ପକ୍ଷରୁ ଚିକିଟୀ କରବାଲୁଆ ଠାରୁ ଚିକିଟୀ ଗଡ ପର୍ଯ୍ୟନ୍ତ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଜେଡି ବିଧାୟକ ପ୍ରାର୍ଥୀ!-->…
ଖୁବ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିହେବେ ଓଡ଼ିଶାବାସୀ
ଭୁବନେଶ୍ବର: ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନକ ପରେ ଅର୍ଥାତ ଆସନ୍ତା ୨୯ ତାରିଖରେ ଓଡ଼ିଶାର ଲୋକଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ!-->…
ରାଜ୍ୟବ୍ୟାପୀ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ସଂଘ
ନଭେମ୍ବର ୧ରୁ ଠପ ହେବ ୧୦୮ ଆମ୍ବୁଲାନ୍ସ । ରାଜ୍ୟବ୍ୟାପୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଗଡିବନି ୧୩୦୦ ଆମ୍ବୁଲାନ୍ସ । ନୂତନ ଠିକା ସଂସ୍ଥା ଉଦ୍ଦେଶ୍ୟମୂଳକ ଭାବେ ୨୦୦ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରିନଥିବା ଅଭିଯୋଗ ହୋଇଛି । ସମଗ୍ର ରାଜ୍ୟରେ ୬ ହଜାର!-->…
ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ନୟ ପରିଷଦର ଜିଲ୍ଲାସ୍ତରୀୟ ସମ୍ମିଳନୀ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ସଦର ମହକୁମାର ସ୍ତାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ଅନୁସୂଚିତ ଜାତି ଓ ଜନଜାତି ସରକାରୀ କର୍ମଚାରୀ କଲ୍ୟାଣ ସମନ୍ନୟ ପରିଷଦର ଜିଲ୍ଲା ସ୍ତରୀୟ ସମ୍ମିଳନୀ ୨୦୨୪ ଅନୁଷ୍ଠିତ ହୋଇଯାଇଛି lଏହି ସମ୍ମିଳନୀର ମୂଖ୍ୟ ଉଦେଶ୍ୟ ଥିଲା ସମ୍ବିଧାନ ପ୍ରଣୀତ ଆଇନ୍ ଅନ୍ତର୍ଗତ!-->…
ହେଜବୁଲ୍ଲାର ଆଉ ଏକ କମାଣ୍ଡରକୁ ମାରିଲା ଇସ୍ରାଏଲ୍
ତେଲଅଭିବ୍: ଲେବାନନ ଉପରେ ଇସ୍ରାଏଲର ଘନ ଘନ ଆକ୍ରମଣ ଜାରି ରହିଛି । ଇସ୍ରାଏଲର ଏୟାରଷ୍ଟ୍ରାଇକରେ ହିଜବୁଲ୍ଲାର ଆଉଜଣେ କମାଣ୍ଡର ମୃତ୍ୟୁବରଣ କରିଛି । ସେ ହେଉଛି ଅହମ୍ମଦ ଜାଫର ମଟୋକ ।
ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) କହିଛି ଯେ ହେଜବୁଲ୍ଲାର ବିଣ୍ଟ ଜେବିଲ ଅଞ୍ଚଳର କମାଣ୍ଡର!-->!-->!-->…
ପୋଲିସ ଓ ଅବକାରୀ ପୋଲିସ ପକ୍ଷରୁ ମିଳିତ ଚଢଉ : ମହୁଲି ପୋଚ ସହ ମଦ ଜବତ
ବାଲିଗୁଡ଼ା : ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ । ୩ଶହ କେଜିରୁ ଉର୍ଦ୍ଧ୍ବ ମହୁଲ ପୋଚ ନଷ୍ଟ କରିଥିବା ବେଳେ ୪୦ ଲିଟରରୁ ଉର୍ଦ୍ଧ୍ବ ମହୁଲି ମଦ ଜବତ କରାଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ବେଆଇନ୍ ଦେଶୀ ମଦ ରନ୍ଧା ଓ ବିକ୍ରି ବୃଦ୍ଧି ପାଉଥିବା ବେଳେ!-->…
ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।
!-->!-->!-->!-->!-->…
ଦୀପାବଳି ପୂର୍ବରୁ ହିଞ୍ଜିଳି ପୋଲିସର ଚଢାଉ, ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ
ହିଞ୍ଜିଳିକାଟୁ ୨୭/୧୦ : ଦୀପାବଳି ପୂର୍ବରୁ ହିଞ୍ଜିଳିକାଟୁ ସହରରେ ବେଆଇନ ବାଣ କାରବାର ଵୃଦ୍ଧି ପାଇଛି ।ବିନା ଲାଇସେନ୍ସରେ ଚାଲିଥିଲା ବାଣ ବେପାର, ମାଡିବସିଲା ହିଞ୍ଜିଳି ପୋଲିସ । ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ l ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ରେ ପୋଲିସ ଚଢାଉ!-->…
ବ୍ରିକ୍ସ ରାଷ୍ଟ୍ରମୁଖ୍ୟଙ୍କୁ ମୋଦିଙ୍କ ଉପହାର, ରହିଛି ଝାରଖଣ୍ଡ ଓ ମହାରାଷ୍ଟ୍ରର କଳାକୃତି
ନିକଟରେ ସରିଥିବା ବ୍ରିକ୍ସ ଶିଖର ସମ୍ମିଳନୀର ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ଭାରତର କଳାକୃତି ଏବଂ ହସ୍ତତନ୍ତ ଉପହାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଯେଉଁଥିରେ ଝାରଖଣ୍ଡର କଳାକୃତି ଏବଂ ମହାରାଷ୍ଟ୍ରର ହସ୍ତତନ୍ତ ରହିଛି।
ସରକାରୀ ସୂତ୍ରରୁ ପ୍ରକାଶ ରିପୋର୍ଟ!-->!-->!-->…
ବନ୍ୟା ପାଣିରେ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବାହିନୀ
ଚାନ୍ଦବାଲି : ବନ୍ୟା ପାଣିରେ ଭାସି ଯୁବକ ନିଖୋଜ । ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ ଧୂଷୁରୀ ପଞ୍ଚାୟତ ବ୍ରାହ୍ମଣୀପାଳ ପଣ୍ଡା ପାଟଣା ଗାଁ ଜଣେ ଯୁବକଙ୍କ ବନ୍ୟା ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି । ଘଟଣାସ୍ଥଳରେ ଧାମନଗର ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି !-->…