Sign in
Sign in
Recover your password.
A password will be e-mailed to you.
ଆସିକାରେ ମେଳି ବାନ୍ଧିଲେ ଠିକାଦାର, ପୁଣି ଟେଣ୍ଡର ଫିକ୍ସିଙ୍ଗ ପାଇଁ ଖସଡ଼ା ପ୍ରସ୍ତୁତ..!
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ସବୁ ବେଳେ ଚର୍ଚ୍ଚାରେ ରହି ଆସିଛି। ଆସିକା ଟେଣ୍ଡର ଫିକ୍ସିଙ୍ଗ ର ପେଣ୍ଠସ୍ଥଳି ଭାବେ ପୂର୍ବରୁ ପରିଚିତ ରହିଛି। ଟେଣ୍ଡର ଫିକ୍ସିଙ୍ଗ କରି ବହୁ ଭାଇ ଆଜି ଅର୍ଥର ପାହାଡ଼ ରେ କୋଟିପତି ହୋଇ ବସିଛନ୍ତି। ଦୀର୍ଘ ବର୍ଷ ପରେ ଆଜି କିଛି ଠିକାଦାର ମାନେ ମା!-->…
ଭାରତକୁ ବିକଶିତ ରାଷ୍ଟ୍ର କରିବା ପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ: ଓମ୍ ବିର୍ଲା
ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ରାଜଭବନଠାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ସାକ୍ଷାତ କରିଛନ୍ତି। ଏହି ସମୟରେ!-->…
ମଦ ପାଇଁ ସ୍ତ୍ରୀର ଗଳାକାଟି ହତ୍ୟାକଲା ସ୍ଵାମୀ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ। ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ ମଦ ପିଇ ଆସି ସ୍ତ୍ରୀ ମଧୁବତିଙ୍କୁ କିଛି!-->…
ମୃତ୍ୟୁ ପ୍ରମାଣପତ୍ର ନ ମିଳିବାରୁ ବିଭିନ୍ନ ସହାୟତାରୁ ବଞ୍ଚିତ ବିଧବା ସୁନିଆ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ନୂଆପଦର ପଞ୍ଚାୟତ ଲତପଙ୍ଗିଆ ଗ୍ରାମର ସୁନିଆମତି ଦିଗାଲ। ସ୍ବାମୀ ଗୌତମ ଦିଗାଲ ଦାଦନ ଖଟି ପରିବାର ଚଳାଉଥିଲେ। ଗତ ଫେବୃଆରୀ ୨୬ ରେ ତାଙ୍କର ମୃତ୍ୟୁ ହୋଇଛି। ଏ ମଧ୍ୟରେ ୭ ମାସ ବିତି ଯାଇଥିଲେ ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ମିଳିପାରି!-->…
ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ
ମାଲକାନଗିରି : ସାହା ଚାରିଟେବୁଲ ଟ୍ରଷ୍ଟ, ଭୁବନେଶ୍ୱରଙ୍କ ଆନୁକୂଲ୍ୟରେ ମାଲକାନଗିରି ସହରର ଚତୁର୍ଥ ସଶକ୍ତ ବାହିନୀ ପରିସର, ଜିଲ୍ଲା ପୋଲିସ କାର୍ଯ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମାଲକାନଗିରି ମହାବିଦ୍ୟାଳୟ ପରିସର ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ୱ!-->…
୧୦ ହୋଟେଲକୁ ବୋମା ଧମକ
ଭାରତୀୟ ବିମାନ ପରେ ଗୁଜରାଟର ହୋଟେଲ, ଆଉ ଏବେ ପୁଣି ଲକ୍ଷ୍ନୌର କିଛି ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଛି। ଲକ୍ଷ୍ନୌର ପ୍ରତିଷ୍ଠିତ ୧୦ଟି ହୋଟେଲକୁ ବୋମା ଧମକ ମିଳିଥିବା ସୂଚନା ମିଳିଛି। ଇମେଲ୍ ଜରିଆରେ ହୋଟେଲଗୁଡ଼ିକୁ ବୋମା ଧମକ ମିଳିଛି।
ସୂଚନା ଅନୁସାରେ, ଆଜି!-->!-->!-->…
ବିଜେଡି ନେତା ପ୍ରତାପ ପଲାଇ ହତ୍ୟା ମାମଲା: ୧୬ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ଆସିକା: ଆସିକା -ବ୍ରହ୍ମପୁର ମୁଖ୍ୟ ରାସ୍ତାରେ କରଞ୍ଜେଇ ଛକ ନିକଟରେ ୨୦୧୭ ନଭେମ୍ବର ୬ ତାରିଖ ରାତ୍ରି ପ୍ରାୟ ଆଠ ଘଣ୍ଟା ସମୟରେ ଚଳନ୍ତି ଆକବରୀ ବସରେ ଆସିକା ପକେଲାପଲ୍ଲୀ ଗ୍ରାମର ବିଜେଡି ନେତା ପ୍ରତାପ ପଲାଇଙ୍କୁ ଅତି ନିକଟରୁ ଗୁଳି କରି ହତ୍ୟା ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ଓ!-->…
ବାତ୍ୟା ‘ଦାନା’ରେ ପ୍ରଭାବିତ ହୋଇଛି ୧୦୮ ବ୍ଲକର ୧୬୭୧ ପଞ୍ଚାୟତ
ଭୁବନେଶ୍ଵର: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ବାତ୍ୟା ‘ଦାନା’ ପ୍ରଭାବରେ ପ୍ରଭାବିତ ହୋଇଛି ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ । ସେହିପରି ୩୧ ସହରାଞ୍ଚଳର ୪୨୬ଟି ୱାର୍ଡ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ରାଜସ୍ବ!-->…
ମଦ ପିଇ ପେଟ୍ରୋଲ ପମ୍ପରେ ଲଗାଇ ଦେଲେ ନିଆଁ
ପେଟ୍ରୋଲ ପମ୍ପରେ ନିଆଁ ଲଗାଇବା ଅଭିଯୋଗରେ ଜଣଙ୍କୁ ବାନ୍ଧିଛି ପୁଲିସ। ସ୍କୁଟରରେ ତେଳ ଭର୍ତ୍ତି କରିବା ସମୟରେ ଜଣେ ବ୍ୟକ୍ତି ହଠାତ୍ ପାଇପରେ ନିଆଁ ଲଗାଇ ଦେଇଥିଲେ। ମଦ ପିଇ ଏପରି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ହାଇଦ୍ରାବାଦର ନାଚାରାମ!-->!-->!-->…
ଥାନାରେ ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା
ଭୁବନେଶ୍ୱର : ଥାନା ରିସେପସନ୍ ରେ ଥିବା ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା । ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସର ନୂଆ ଯୋଜନା । ଥାନାରେ ଆସି ଉତ୍ପାତ ହେଉଥିବା ଅମାନିଆଙ୍କ ଭିଡିଓ ଓ ଅଡିଓ ରେକର୍ଡ ହେବ । ଦେଖନ୍ତୁ ପୋଲିସ କର୍ମଚାରୀ ବଡି କ୍ୟାମେରା ପିନ୍ଧିବାର!-->…