Sign in
Sign in
Recover your password.
A password will be e-mailed to you.
ବିବେକ ଅଗ୍ରୱାଲ ହେଲେ ଏଫ୍ଏଟିଏଫ୍ ଉପାଧ୍ୟକ୍ଷ
ନୂଆଦିଲ୍ଲୀ : କେନ୍ଦ୍ର ସଂସ୍କୃତି ସଚିବ ବିବେକ ଅଗ୍ରୱାଲଙ୍କୁ ଶୁକ୍ରବାର ଆନ୍ତର୍ଜାତିକ ସଙ୍ଗଠନ ‘ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ’ (ଏଫଏଟିଏଫ୍)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବେଆଇନ ଅର୍ଥ କାରବାର ଓ ଆତଙ୍କବାଦୀ ପାଣ୍ଠି ଯୋଗାଣ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରୁଥିବା ଏହି!-->…
ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ୪୫ ମିନିଟ ଅପେକ୍ଷା କଲେ ପ୍ରଧାନମନ୍ତ୍ରୀ, ଅଟକି ରହିଲା କାରକେଡ୍
ନୂଆଦିଲ୍ଲୀ : ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ୪୫ ମିନିଟ ଅପେକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ନିଜ କାରକେଡ ଯୋଗୁଁ କାଳେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ସମସ୍ୟା ନହେବ, ଏଣୁ ଦିଲ୍ଲୀ ଏୟାରପୋର୍ଟରେ ପ୍ରାୟ ୪୫ ମିନିଟ ଅପେକ୍ଷା କରିଥିଲେ । ଆଜି କୋଲକାତାରେ!-->…
ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଗ୍ୟାସ୍ ଲିକ୍: ୭ ମୃତ, ୬୦ରୁ ଉର୍ଦ୍ଧ୍ବ ଗୁରୁତର
ତାମିଲନାଡ଼ୁ : ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬୦ଜଣଙ୍କଠାରୁ ଊର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ଏହି ଅଘଟଣ ତାମିଲନାଡ଼ୁ ତିରୁଭାଲୁର୍ ଜିଲ୍ଲା ପେରିୟାପାଲାୟାମ ସ୍ଥିତ ଏକ!-->…
ଟ୍ରକକୁ ପଛ ପଟୁ ଧକ୍କା ଦେଲା ବସ୍: ୫ ମୃତ, ୧୭ ଆହତ
ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗର ଜଳପାଇଗୁଡ଼ି ଜିଲ୍ଲାର ଉଲ୍ଲାଦାବାରି ଅଞ୍ଚଳରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୧୭ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ!-->…
ଭାରତୀୟ ନୌସେନାରେ ସାମିଲ ହେଲା ୩ ଯୁଦ୍ଧ ଜାହାଜ, ହସ୍ତାନ୍ତର କଲେ ମୋଦି
ନୂଆଦିଲ୍ଲୀ : ଭାରତୀୟ ନୌସେନାରେ ସାମିଲ ହେଲା ୩ ଯୁଦ୍ଧ ଜାହାଜ । INS ଅଗ୍ରୟ, INS ସଂଶୋଧନ ଏବଂ INS ଦୁନାଗିରିକୁ ଭାରତୀୟ ନୌସେନାକୁ ହସ୍ତାନ୍ତର କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଯାହା ଭାରତୀୟ ନୌସେନାର କାର୍ଯ୍ୟକ୍ଷମ କ୍ଷମତାକୁ ଆହୁରି ମଜବୁତ କରିବ । ପ୍ରଧାନମନ୍ତ୍ରୀ ମୋଦି!-->…
ଗାନ୍ଧୀ ଇଞ୍ଜିନିୟରିଙ୍ଗ କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲା : ଖଣି ମନ୍ତ୍ରୀଙ୍କ ପୁତୁରା ଗିରଫ, ଆତ୍ମହତ୍ୟା ନୁହେଁ ହତ୍ୟା…
ବ୍ରହ୍ମପୁର/ଗୋଳନ୍ଥରା : ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଘରୋଇ ଗାନ୍ଧୀ ଇଞ୍ଜିନିୟରିଙ୍ଗ କଲେଜ ହଷ୍ଟେଲରୁ ଗତକାଲି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ମୃତ ଛାତ୍ରୀ ଜଣକ ସ୍ମୃତି ଭୋଳ ବୋଲି ଜଣାପଡ଼ିଥିବା ବେଳେ,!-->!-->!-->…
କଡ଼ା ସୁରକ୍ଷାରେ ସରିଲା NEET UG 2026 ପୁନଃ-ପରୀକ୍ଷା
ନୂଆଦିଲ୍ଲୀ : କଡ଼ା ସୁରକ୍ଷା ମଧ୍ୟରେ ସାରା ଦେଶରେ ଶେଷ ହେଲା NEET UG 2026 ପୁନଃ-ପରୀକ୍ଷା । ପେପର ଲିକ୍ ବିବାଦ ପରେ ପୁନଃ ପରୀକ୍ଷା ଦେଲେ ୨୨ ଲକ୍ଷରୁ ଅଧିକ ମେଡିକାଲ ଆଶାୟୀ । ଗତ ମେ ୩ ତାରିଖରେ ହୋଇଥିବା ପରୀକ୍ଷାରେ ପେପର ଲିକ୍ ଅଭିଯୋଗ ଆସିବା ପରେ, ଆଜି ସାରା!-->…
ମହଙ୍ଗା ପଡିଲା ନକଲି ଶିକ୍ଷାଗତ ପ୍ରମାଣରେ ଚାକିରି, ବନ୍ଧା ହେଲେ କର୍ମଚାରୀ
ଭୁବନେଶ୍ୱର : ମହଙ୍ଗା ପଡିଲା ନକଲି ଶିକ୍ଷାଗତ ପ୍ରମାଣରେ ଚାକିରି । ଫେକ ସାର୍ଟିଫିକେଟରେ ଗୃହ ବିଭାଗରେ ଚାକିରି କାରସାଦି । ବନ୍ଧା ହେଲେ କର୍ମଚାରୀ । ଜୁନିୟର ଏକ୍ଜ୍ୟୁକେଟିଭ ଆସିଷ୍ଟାଣ୍ଟ ଶିବ ପ୍ରସାଦ ରଥ ଗିରଫ । ପୁରୀ ଗୋପ ନାଗପୁର ଅଞ୍ଚଳରୁ ଗିରଫ କଲା କମିଶନରେଟ୍ ପୋଲିସ୍ । !-->…
ନିଶାଖୋର ପୁଅ ପାଇଁ ଜୀବନ ହାରିଲେ ବାପା ମାଆ !
ପୁରୀ : ଫାଦର୍ସ ଡେ’ରେ ବଡ଼ ଅଘଟଣ । ନିଶାଖୋର ପୁଅ ପାଇଁ ଜୀବନ ହାରିଲେ ବାପା ମାଆ । ଘର ଭିତରେ ପଙ୍ଖାରେ ଝୁଲି ପଡ଼ିଲେ ଦମ୍ପତି । ମୃତ ଦମ୍ପତି ପୁରୀ ଜିଲ୍ଲା ତାଳବଣିଆ ଥାନା ସେନାପତି ବଗିଚାର ଅନାମ ମିଶ୍ର ଏବଂ ସଂଗୀତା ମିଶ୍ର । ଅନ୍ୟପଟେ ନିଶା ସେବନ!-->…
ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ବିରୋଧରେ ମାମଲା
ବ୍ରହ୍ମପୁର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ମାମଲା ରୁଜୁ । ମୃତ ଛାତ୍ରୀ ସ୍ମୃତିଙ୍କ ପୁରୁଷ ବନ୍ଧୁ ବିଶ୍ବଜିତ ଜେନାଙ୍କ ନାଁରେ ଗୋଳନ୍ଥରା ଥାନାରେ ମାମଲା ରୁଜୁ ହୋଇଛି । ବିଏନଏସ ୧୦୮ ଧାରାରେ!-->…