ସ୍କର୍ପିଓ ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୫ ଘଣ୍ଟା ରାସ୍ତା ଅବରୋଧ

ବିରମିତ୍ରପୁର, ( ନିସର୍ତ୍ତ ନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲା ରାଏବଗା ଥାନା ଅଧୀନସ୍ଥ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ କର୍ମା ଛକ ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସ୍କର୍ପିଓ ଗାଡ଼ି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି। ମୃତକ ଜଣକ

କେନାଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବରଗଡ଼: ବରଗଡ଼ରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଏକ କେନାଲରୁ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିପାରିନି । ବରଗଡ଼ ଜିଲ୍ଲା ବରପାଲି ଥାନା ସତଳମା ରାସ୍ତାର ବିଶିପାଲି ବ୍ରିଜ ନିକଟସ୍ଥ କେନାଲରୁ ଉଦ୍ଧାର ହୋଇଛି ମୃତଦେହ । ପାଣିରେ ମହିଳାଙ୍କ

ଡାକ୍ତରଖାନାରୁ ନବଜାତ ଶିଶୁ ଚୋରି ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି

ଉମରକୋଟ: ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି । ନବରଙ୍ଗପୁର ଜିଲ୍ଲା ଉମରକୋଟ ଚିକିତ୍ସାଳୟର ଜଣେ ଡାକ୍ତରଙ୍କ ବିରୋଧରେ ଆସିଛି ଏପରି ସଂଗୀନ ଅଭିଯୋଗ । ସୁଖୀଗାଁ ପଂଚାୟତ ଗାବରୀଗୁଡାର ଧନମତି ସାନ୍ତା ଗତ ଏପ୍ରିଲ ୨ରେ ଜିଲ୍ଲା

ନଡ଼ିଆ ଗଛ ପାଇଁ ସ୍ବାମୀ-ସ୍ତ୍ରୀଙ୍କୁ ଆକ୍ରମଣ

ବାଲେଶ୍ବର: ବାଲେଶ୍ଵରରେ ଦେଖାଦେଇଛି ଏକ ଅଭାବନୀୟ ଘଟଣା । ଛୋଟ କଥାରୁ ବଡ଼ ଘଟଣା । ଏକ ଛୋଟ କଥାକୁ ନେଇ ଚାଲିଥିଲା ବଡ଼ ଝଗଡ଼ା । ଯାହାକି ହଣାକଟା ଉପରକୁ କଥା ଯାଇଥିଲା । ସାମାନ୍ୟ ନଡ଼ିଆ ଗଛ ପାଇଁ ହଣାକଟା । ସ୍ବାମୀ-ସ୍ତ୍ରୀ ଗୁରୁତର । ବାଲେଶ୍ଵର ସଦର ଥାନା ଶଙ୍କରପୁର ଗାଁରେ

ଶ୍ରୀମନ୍ଦିରରୁ ନକଲି ଆର୍ମୀ ଅଫିସରକୁ ଧରିଲା ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ

ପୁରୀ: ଶ୍ରୀମନ୍ଦିର ଭିତରେ ଫେକ୍ ଆର୍ମୀ ଅଫିସର । ନକଲି ଆର୍ମୀ ଅଫିସରଙ୍କୁ ଧରିଲେ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ । ଆର୍ମୀ ଅଫିସର ପରିଚୟ ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ବେଳେ ଧରାପଡିଛନ୍ତି । ନିଜକୁ ରାଜସ୍ଥାନର ବୋଲି ପରିଚୟ ଦେଇଥିବା ଜଣାପଡିଛି । ବ୍ୟକ୍ତି ଜଣକ

ମାନସିକ ଶାନ୍ତି ପାଇଁ ଯୋଗ କରନ୍ତୁ, ଯୋଗ ଦିବସରେ ବାର୍ତ୍ତା ଦେଲେ ମୁ୍ଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାନସିକ ଶାନ୍ତି ପାଇଁ ଯୋଗ । ଯୋଗ କେବଳ ଶରୀରକୁ ସୁସ୍ଥ ରଖେନି ଆତ୍ମାକୁ ସନ୍ତୁଳନ ରଖେ । ଅନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । କଳିଙ୍ଗ ଷ୍ଟାଡିୟମଠାରେ ରାଜ୍ୟସ୍ତରୀୟ ଯୋଗ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ

ପାଲିଆ ପଞ୍ଚାୟତ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ: ଯୋଗ ହିଁ ସୁସ୍ଥ ବାର୍ଦ୍ଧକ୍ୟ ଓ ନିରାମୟ ଜୀବନର…

ଉମରକୋଟ/ଝରିଗାଁ, ୨୧/୦୬ (ରସିକ ସରକାର): ସାରା ବିଶ୍ୱରେ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହେଉଥିବା ଅବସରରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ପାଲିଆ ପଞ୍ଚାୟତ ପରିସରରେ ଏହି ଦିବସ ବେଶ୍ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ପଞ୍ଚାୟତ କାର୍ଯ୍ୟନିର୍ବାହୀ

୨୪ ତାରିଖ ଯାଏ ସାରା ରାଜ୍ୟକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ବର୍ଷିବ । ୨୪ ତାରିଖ ଯାଏ ପୂରା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରି । ଆଜି ପାଇଁ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ ଏବଂ ବାଲେଶ୍ବରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । କିଛି କିଛି ସ୍ଥାନରେ

ଚଳନ୍ତା ଟ୍ରେନରେ ପ୍ରସବ, ସହାୟତା ପ୍ରଦାନ କଲେ ଫାର୍ମାସିଷ୍ଟ ଓ ମହିଳା ଆରପିଏଫ କର୍ମଚାରୀ

କଟକ: ଟ୍ରେନରେ ଟୁଇନ୍ସ । ଟ୍ରେନ ଯାତ୍ରା ବେଳେ ଜନ୍ମ ନେଲେ ଯାଆଁଳା ଶିଶୁ । ରାଉରକେଲା – ଗୁଣୁପୁର ରାଜ୍ୟରାଣୀ ଏକ୍ସପ୍ରେସରେ ଯାତ୍ରା କରୁଥିଲେ ଗର୍ଭବତୀ ମହିଳା । କଟକ ରେଳ ଷ୍ଟେସନ ଠାରେ ଟ୍ରେନ ଭିତରେ ପ୍ରଥମ ଶିଶୁ ଜନ୍ମ ନେଇଥିଲା । ପରେ ଆମ୍ବୁଲାନ୍ସରେ ହସ୍ପିଟାଲ ଯିବା ବେଳେ ଆଉ

୩ ମାସ ହେଲା ମିଳିନି ଭତ୍ତା, ବ୍ଲକ ଅଫିସ ଆଗରେ ଧାରଣା

ବଲାଙ୍ଗୀର: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ଗରିବ ଏବଂ ଅସହାୟ ହିତାଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳରେ ଏହାର ଏକ ବଡ଼ ପ୍ରଭାବ ଦେଖିବାକୁ ମିଳିଛି। ଦୀର୍ଘ ୩ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଭିନ୍ନକ୍ଷମ