Sign in
Sign in
Recover your password.
A password will be e-mailed to you.
ଭୁବନେଶ୍ଵରରୁ ବ୍ରାଉନସୁଗାର ଜବତ, ୩ ଇଞ୍ଜିନିୟରିଂ ଛାତ୍ର ଛାତ୍ରୀ ଗିରଫ
ଭୁବନେଶ୍ବର: ଡିଲ୍ ବେଳେ ୨୭୫ ଗ୍ରାମ୍ ବ୍ରାଉନସୁଗାର ଜବତ କଲା ଅବକାରୀ ପୋଲିସ । ବଡ଼ଗଡ଼ ଥାନା କଳ୍ପନା ଅଞ୍ଚଳରୁ ଜବତ କଲା ଅବକାରୀ ପୋଲିସ । ଜଣେ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ମୋଟ ୩ ଜଣଙ୍କୁ ଗିରଫ କଲା ଅବକାରୀ ବିଭାଗ ।
ସୂଚନା ଅନୁସାରେ, ବଡ଼ଗଡ଼ ଥାନା କଳ୍ପନା ଅଞ୍ଚଳରୁ!-->!-->!-->…
କଟକ ଦୁର୍ଗାପୂଜା ଓ ଗଣେଶ ପୂଜା ଭସାଣରେ ବାଜିବନି ଡିଜେ
କଟକ : କଟକରେ ବାଜିବନି ଡିଜେ । କଟକ ଦୁର୍ଗାପୂଜା ଓ ଗଣେଶ ପୂଜା ଭସାଣରେ ଡିଜେ ସମ୍ପୂର୍ଣ୍ଣ ବ୍ୟାନ । କମ୍ ଶବ୍ଦରେ କେବଳ ସାଉଣ୍ଡ ବକ୍ସ ବାଜିବ । ୬ଟି ବକ୍ସ ବ୍ୟବହାର କରି ହେବ । ଶବ୍ଦ ପ୍ରଦୂଷଣ ରୋକିବାକୁ ୬୫ ଡେସିବେଲ ପାଇଁ ଅନୁମତି ଦିଆଯାଇଛି । ସେହିପରି ରାତି ୧୨ ପର୍ଯ୍ୟନ୍ତ!-->…
ହଷ୍ଟେଲ କୋଠରିରୁ ଆଇପିଏସଙ୍କ କନ୍ୟାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର
ନୂଆଦିଲ୍ଲୀ: ଲକ୍ଷ୍ମୌସ୍ଥିତ ରାମ ମନୋହର ଲୋହିୟା ନ୍ୟାସନାଲ ଲ ୟୁନିଭର୍ସିଟି ହଷ୍ଟେଲରୁ ଜଣେ ୧୯ବର୍ଷୀୟ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଦ୍ଧାର ହୋଇଥିବା ମୃତ ଛାତ୍ରୀଙ୍କ ନାମ ଅନିକା ରସ୍ତୋଗି । ସେ ଏଲଏଲବିର ତୃତୀୟବର୍ଷର ଛାତ୍ରୀ ଥିଲେ।
ଅନିକା ରସ୍ତୋଗି ଆଇପିଏସ!-->!-->!-->…
ବିଡିଏ ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ଆଜି ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ. କୃଷ୍ଣଚନ୍ଦ୍ର!-->…
ଦୁର୍ଘଟଣାକୁ ଆଡେଇବା ପାଇଁ ରେଳବାଇ ‘କବଚ’ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ପାଇଁ ଦାବୀ
ମିଳିତ କ୍ରିୟାନୁଷ୍ଠାନ କମିଟିର ଆନ୍ଦୋଳନ ଡାକରାକୁ ସମର୍ଥନ
ବ୍ରହ୍ମପୁର : ପ୍ରତି ବର୍ଷ ବହୁ ସଂଖ୍ୟାରେ ବୃଦ୍ଧି ପାଉଥିବା ରେଳ ଦୁର୍ଘଟଣାରେ ହଜାର ହଜାର ଯାତ୍ରୀ ଅକାଳରେ ମୃତ୍ୟୁ ବରଣ କରୁଛନ୍ତି, ଯାତ୍ରୀଙ୍କ ସୁରକ୍ଷାରେ କେନ୍ଦ୍ର ସରକାରଙ୍କ ଚରମ ଅବହେଳା ବିରୁଦ୍ଧରେ ଆଜି ମାନବ ଅଧିକାର!-->!-->!-->…
କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଗିରଫ, ଆୟ ବହିର୍ଭୁତ ସଂପତ୍ତି ଠାବ ପରେ ଗିରଫ କଲା ଭିଜିଲାନ୍ସ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣ ଚନ୍ଦ୍ର ଚୌଧୁରୀ ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠାବ ପରେ ଗିରଫ କଲା ଭିଜିଲାନ୍ସ । ଆଜି ଭୋର ୩ଟା ପର୍ଯ୍ୟନ୍ତ ତାଙ୍କ ଘରେ ରେଡ୍ ଚାଲିଥିଲା । ରେଡ୍ ବେଳେ ତାଙ୍କ ଘରୁ ୨୫ ଭରି ସୁନା, ନଗଦ ୧୪ ଲକ୍ଷ ୮୦ ହଜାର!-->…
ମିଳିଲା ନିଖୋଜ ହେଲିକପ୍ଟରର ଭଗ୍ନାବଶେଷ, ୧୭ ମୃତ ଦେହ ଉଦ୍ଧାର
ମସ୍କୋ: ଋଷିଆର ସୁଦୂର ପୂର୍ବାଞ୍ଚଳରେ ନିଖୋଜ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବାର ଦୁଃଖଦ ଖବର ସାମ୍ନାକୁ ଆସିଛି। ବିମାନରେ ଥିବା ୨୨ ଜଣଙ୍କ ମଧ୍ୟରୁ ୧୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହେଲିକପ୍ଟରର ଭଗ୍ନାବଶେଷ ମଧ୍ୟ ଠାବ କରାଯାଇଛି ବୋଲି ରୁଷ୍ ଅଧିକାରୀମାନେ ଆଜି କହିଛନ୍ତି। ରୁଷର!-->…
ଗୋରୁକୁ ବଞ୍ଚେଇବାକୁ ଯାଇ ଯାତ୍ରୀବାହୀ ମାଳତୀ ବସ ଦୁର୍ଘଟଣାଗ୍ରସ୍ତ
ବାଲିଗୁଡା, ୦୧/୦୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହି ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି I ମାଳତୀ ବସ ନମ୍ବର OR-12-C- 2142 ଆସିକା ଠାରୁ ମୁନିଗୁଡା ଅଭିମୁଖେ ଯାଉଥିଲା I ଗାଇ!-->…
ବାର୍ଡ ଫ୍ଲୁ ସନ୍ଦେହ : ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ
କେନ୍ଦ୍ରାପଡ଼ା: ରାସ୍ତା କଡ଼ରୁ ମିଳିଲା ୪ ବସ୍ତା ମୃତ କୁକୁଡ଼ା । ଡେରାବିଶ ଥାନା ନରସିଂହପୁର ପଞ୍ଚାୟତ ବାଇକିଆ ରାସ୍ତାରେ ପଡ଼ିଛି ୪ ବସ୍ତା ମୃତ କୁକୁଡା । ତେବେ କିଏ ଓ କାହିଁକି ମୃତ କୁକୁଡ଼ା ଫିଙ୍ଗିଛି ତାହା ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ବାର୍ଡ ଫ୍ଲୁ ଏହାର କାରଣ ହୋଇଥିବା ନେଇ!-->…
ଡେଙ୍ଗୁ ଓ ମ୍ୟାଲେରିଆ ନିରୋଧୀ ସଚେତନତା ଶୋଭାଯାତ୍ରା
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସଦର ମହକୁମାରେ ପରିବର୍ତ୍ତନ ଏବଂ ଉପଖଣ୍ଡ ଚିକିତ୍ସାଳୟ ମିଳିତ ଆନୁକୂଲ୍ୟରେ ଡେଙ୍ଗୁ ଓ ମ୍ୟାଲେରିଆ ନିରୋଧୀ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ଆଶାକର୍ମୀ ମାନଙ୍କୁ ନେଇ ଏକ ବୈଠକ ଜରିଆରେ ଡେଙ୍ଗୁ ଓ ମ୍ୟାଲେରିଆ କିପରି ଭାବରେ!-->…