Sign in
Sign in
Recover your password.
A password will be e-mailed to you.
ସ୍ୱାୟତ୍ତ ଶାସନ ଦିବସ ଅବସରରେ ୪ଟି ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କଟକ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସ୍ୱାୟତ୍ତ ଶାସନ ଦିବସ ଅବସରରେ କଟକ ସହରରେ ୫୦ କୋଟି ଟଙ୍କା ବ୍ୟୟରେ ୪ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ପ୍ରତିବର୍ଷ ସ୍ୱାୟତ୍ତ ଶାସନ ଦିବସରେ କଟକ ମହାନଗର ନିଗମ ଅନେକ ପ୍ରକଳ୍ପ ଭେଟି ଦେଉଥିବା ବେଳେ ଚଳିତ ବର୍ଷ ଗୋଟିଏ ବଡ!-->…
ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା, ଗୁଣାତ୍ମକ ଶିକ୍ଷାଦାନ ଉଦ୍ଦେଶ୍ୟ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଉପସ୍ଥିତିରେ ଓଡିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ – ପିଏମ ଉଷା କାର୍ଯ୍ୟକାରୀ କରିବା ନିମନ୍ତେ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଏବଂ!-->…
ରାଜଧାନୀକୁ ବାର୍ଡ ଫ୍ଲୁ ଭୟ; ଚିକେନ ନ ଖାଇବାକୁ ପରାମର୍ଶ ଦେଲେ ମେୟର
ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପିଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି। ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରାଯାଇଛି। ଏଥିସହ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହେଲେ ଏଣେ ତେଣେ ନ ଫିଙ୍ଗି ପୋତିବା ସହ!-->…
ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର
ପୁରୀ : ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ବାଲିହରଚଣ୍ଡି କଠୁଆରେଡି ରାସ୍ତା ନିକଟରେ ଥିବା ବିଲରୁ ମୃତଦେହ ଉଦ୍ଧାର କରାଯାଇଛି।ମୃତ ଯୁବକ ଦ୍ୱୟଙ୍କ ଘର ପୁରୀ ଖଡିପଦା ଅଞ୍ଚଳର ବୋଲି ଜଣାଯାଇଛି। ଯୁବକଙ୍କ ମୃତଦେହ!-->…
ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଗତକାଲି ରାତିରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେହି ହତ୍ୟା କରି ଏଠି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।କିଛି ଯାତ୍ରୀ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି!-->…
ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରୁଥିବା ମହିଳାମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
କଟକ : ସ୍ୱାୟତ୍ତ ଶାସନ ଦିବସ ଅବସରରେ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ଅବସରରେ ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରୁଥିବା ମାତୃଶକ୍ତିଙ୍କୁ ସାକ୍ଷାତ କରିଛନ୍ତି। ମହିଳାଙ୍କୁ ସ୍ୱାବଲମ୍ବୀ ଓ ସଶକ୍ତ କରିବା ପାଇଁ ଆରମ୍ଭ!-->…
ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ
ଭୁବନେଶ୍ବର: ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ୧୬ଟି ସ୍ଥାନରେ ଖୋଲିବ ଏହି ଅବକାରୀ ଥାନା ଖୋଲାଯିବ। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ଲେଖାଯାଇଛି।!-->…
ରେଭେନ୍ସା ନାଁ ବଦଳିବା ଦରକାର: ଧର୍ମେନ୍ଦ୍ର
କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା? ନଅଙ୍କ!-->…
ବଡ଼ଠାକୁରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ସରକାର
ପୁରୀ : ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ରାଜ୍ୟ ସରକାର। ଏଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣା। ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି। ହେଲେ ବଡ଼ ଠାକୁର ପଡ଼ି ନାହାନ୍ତି।!-->…
କନଷ୍ଟେବଳ ନିଯୁକ୍ତି ପରୀକ୍ଷା ବେଳେ ୨୫ ବେହୋସ, ୩ ମୃତ
ରାଞ୍ଚି : ଝାଡ଼ଖଣ୍ଡର ପଲାମୁରେ କନଷ୍ଟେବଳ ନିଯୁକ୍ତି ପାଇଁ ଫିଜିକାଲ ଟେଷ୍ଟ ବେଳେ ଘଟିଛି ଅଘଟଣ। ପରୀକ୍ଷା ବେଳେ ଅତ୍ୟଧିକ ଶାରୀରିକ ପରିଏଶ୍ରମ ଯୋଗୁ ପ୍ରାୟ ୨୫ ପରିକ୍ଷାର୍ଥୀ ବେହୋସ ହୋଇ ପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଆଖି ବୁଜି ଦେଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ୨୫!-->…