ବିଦ୍ୟୁତ ଆଘାତରେ ଦନ୍ତାର ମୃତ୍ୟୁ !

ଖୋର୍ଦ୍ଧା: ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ। ଖୋର୍ଦ୍ଧା ବନଖଣ୍ଡ ଡମଣଭୂଇଁ ଭଣ୍ଡାରୀଝର ନିକଟରେ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତଥାପି ମୃତ୍ୟୁର କାରଣ

ସ୍ମାର୍ଟ ମିଟର ଖୋଲି ଗ୍ରୀଡ୍ ଆଗରେ ଫୋପାଡ଼ିଲେ ଶହଶହ ଚାଷୀ

ବରଗଡ : ସ୍ମାର୍ଟ ମିଟର ନାଁରେ ଶୋଷଣ। ଟାଟା ପାୱାର ବିରୋଧରେ ହଲ୍ଲାବୋଲ। ତାତିଲେ ଲୋକେ। ଘରୁ ଉପାଡିଲେ ବିଦ୍ୟୁତ୍‌ ମିଟର। ଟାଟା ପାୱାର ଗ୍ରୀଡ୍ ଅଫିସ ଆଗରେ ଫିଙ୍ଗିଲେ। ଚାଷୀମାନେ ସ୍ମାର୍ଟ ମିଟର ଧରି ବିଶାଳ ଶୋଭାଯାତ୍ରାରେ ଟାଟା ପାୱାର ବିରୋଧରେ ନାରାବାଜି ଦେଇ ଗ୍ରୀଡ୍‌ ଅଫିସ୍‌

ବିକ୍ରି ହେବନି ବାସି ଅବଢ଼ା; ସାବାଡ଼ ହେବେ ଅସାଧୁ ବ୍ୟବସାୟୀ ଓ ଅଣ ସେବକ

ପୁରୀ : ଶ୍ରୀମନ୍ଦିର ଆନନ୍ଦ ବଜାରରେ ଆଉ ଚାଲିବନି ଭକ୍ତଙ୍କୁ ଶୋଷଣ କି ଦୁର୍ବ୍ୟବହାର। ବିକ୍ରି ହେବନି ବାସି ଅବଢ଼ା। ସାବାଡ଼ ହେବେ ଅସାଧୁ ବ୍ୟବସାୟୀ ଓ ଅଣ ସେବକ। କାରଣ ଆନନ୍ଦ ବଜାରରେ ସେମାନଙ୍କୁ ଜଗିବେ ଦକ୍ଷ ଅବସରପ୍ରାପ୍ତ ସେନା କର୍ମଚାରୀ। ଶ୍ରୀମନ୍ଦିର ପ୍ରଶାସନର ଏପରି ନିଷ୍ପତ୍ତିକୁ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମ ପ୍ରତିନିଧି ଦଳ

ଭୁବନେଶ୍ଵର: ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମର ଭାରତ ନିର୍ଦେଶକ ଏଲିଜାବେଥ୍‌ ଫୌରଙ୍କ ନେତୃତ୍ଵରେ ଏକ ପ୍ରତିନିଧି ଦଳ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଲୋକସେବା ଭବନରେ ଏହି ସୌଜନ୍ୟ ସାକ୍ଷାତ କାର୍ଯ୍ୟକ୍ରମ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ

ଖୁବଶୀଘ୍ର ଆଦିବାସୀ ପାଠାଗାର ଓ ସଂଗ୍ରହାଳୟ ପ୍ରତିଷ୍ଠା ହେବ: କୁଳପତି

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ୧୬ତମ ପ୍ରତିଷ୍ଠା ଦିବସ ଗୁରୁବାର ଦିନ ଏହାର ମୁଖ୍ୟ କ୍ୟାମ୍ପସ ସୁନାବେଡ଼ାଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ବିଶ୍ୱବିଦ୍ୟାଳୟ ପତାକା ଉତ୍ତୋଳନ କରିବା ସହ ପ୍ରତିଷ୍ଠା

ବିଧାୟକଙ୍କ ଜୀବନ ପ୍ରତି ବିପଦ, ମାଗିଲେ ସୁରକ୍ଷା

ଯାଜପୁର : ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ଲୋଡ଼ିଛନ୍ତି ଯାଜପୁର ଜିଲ୍ଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁ। ଯାଜପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସେ ମାଗିଛନ୍ତି ସୁରକ୍ଷା।ହିମାଂଶୁ ସାହୁଙ୍କ ଧର୍ମଶାଳା କୁମାରି ସ୍ଥିତ କାର୍ଯ୍ୟାଳୟରେ ଗୁଳିମାଡ଼ ଅଭିଯୋଗ ହୋଇଥିଲା। ଏହା ପରେ ସେ

ଲଘୁଚାପ କ୍ଷେତ୍ର ସୃଷ୍ଟି: ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ହୋଇପାରେ ଭୀଷଣ ବର୍ଷା

ଭୁବନେଶ୍ବର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ: ଜାଣନ୍ତୁ, କିଏ କେଉଁ ବର୍ଗରେ ପାଇଲେ

ଭୁବନେଶ୍ବର : ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆଜି ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୩ ଏବଂ ବିଜୁ ପଟ୍ଟନାୟକ ସାହାସିକତା ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି। ରାଜ୍ୟ କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ

ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି ଘୋଷଣା କରାଯାଇଛି।

ନନ୍ଦନକାନନରେ ୫ ନୂଆ ସଦସ୍ୟ

ଭୁବନେଶ୍ବର : ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୃଦ୍ଧି ପାଇଲା ସିଂହ/ସିଂହୀଙ୍କ ସଂଖ୍ୟା। କାରଣ ଆଜି ୫ ଶାବକଙ୍କୁ ଜନ୍ମ ଦେଇଛି ସିଂହୀ ବିଜ୍‌ଲୀ। ସିଂହ ସମ୍ରାଟ ଓ ସିଂହୀ ବିଜ୍‌ଲୀଙ୍କ ମିଳନରୁ ଏହି ୫ ଶାବକ ଜନ୍ମ ହୋଇଛନ୍ତି। ବିଜ୍‌ଲୀ ଏବେ ତା’ ନବଜାତ ଶାବକମାନଙ୍କ ଯତ୍ନ