କଟକ ଚାନ୍ଦିନୀଚୌକରେ ନିଆରା ପରମ୍ପରା, ଲାଗିହୁଏ ମାଛ ଭୋଗ

କଟକ: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ସହରଠୁ ପୁରପଲ୍ଲୀ । ପୂଜା ମଣ୍ତପରେ ରୀତିନୀତି ଅନୁସାରେ ଚାଲିଛି ମା…

ଦୁର୍ଘଟଣା ଷଡ଼ଯନ୍ତ୍ର, ପୁଣି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର

ପୁଣି ଟ୍ରେନ୍‌ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର। ଟ୍ରେନ୍‌ ଲାଇନ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର। ଉତ୍ତରାଖଣ୍ଡର ରୁରକିରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ସୂଚନା ମୁତାବକ, ଉତ୍ତରାଖଣ୍ଡର ରୁରକି ସ୍ଥିତ ଲଣ୍ଡଉରା ଓ ଧନନ୍ଧେରା ମଝିରେ ଗ୍ୟାସ୍‌ ସିଲିଣ୍ଡର ଠାବ ହୋଇଛି। ତେବେ ଲୋକ…

ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର : ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ । ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା । ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ । ପୂଜା ମଣ୍ଡପରେ ମା’ଦୁର୍ଗା ଶ୍ରଦ୍ଧାଳୁଙ୍କୁ…

ବାବା ସିଦ୍ଦିକିଙ୍କ ପାଇଁ ଭାଙ୍ଗି ପଡ଼ିଲେ ଭାଇଜାନ୍‌; କ୍ୟାନସଲ କଲେ ସୁଟିଂ

ଏନ୍‌ସିପିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକିଙ୍କୁ ହତ୍ୟା ପରେ ଭାଙ୍ଗି ପଡ଼ିଛନ୍ତି ବଲିଉଡର ଭାଇଜାନ ସଲମାନ ଖାନ। ସିଦ୍ଦିକିଙ୍କୁ ହତ୍ୟା କରାଯାଇଥିବା ଖବର ପାଇବା ପରେ ସୁଟିଂ କ୍ୟାନସଲ କରି ଲୀଳାବତି ହସ୍ପିଟାଲରେ ପହଞ୍ଚିଥିଲେ…

ରାଜ୍ୟରୁ ବିଦାୟ ନେବ ମୌସୁମୀ, ପାଗ ରହିଛି ଅନୁକୂଳ

ଭୁବନେଶ୍ବର: ରାଜ୍ୟରୁ ବିଦାୟ ନେବ ମୌସୁମୀ। ଏଥିପାଇଁ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି। ୨ ଦିନ ମଧ୍ୟରେ ଏହା ଓଡ଼ିଶାର କିଛି ଭାଗରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ମୁମ୍ବାଇରେ ଏନସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା, ୨ ଗିରଫ

ନୂଆଦିଲ୍ଲୀ : ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କ ଏନସିପି ନେତାଙ୍କୁ ହତ୍ୟା । ବାବା ସିଦିକିଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଦୁଇ ଜଣଙ୍କୁ ଗିରଫ କରି ପଚରାଉରା କରୁଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କ ଘର ଉତ୍ତର ପ୍ରଦେଶର…

ଉମରକୋଟ ୪ନଂ ଦର୍ଗାଗୁଡା ଡିଏନକେ ଗ୍ରାମରେ କଙ୍ଗାରୁ ଶାସନ…!!

ଉମରକୋଟ : ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜ଼ିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ୪ ନଂ ଦର୍ଗାଗୁଡା ଡିଏନକେ ଗ୍ରାମରେ । ସୂଚନା ପ୍ରକାରେ ୨୩ ନଂ ଡିଏନକେ ଅଞ୍ଚଲା ଗ୍ରାମର ଜିତୁ ମଣ୍ଡଳ (୨୧ ବର୍ଷ) ଓ ତାଙ୍କ ଭଉଣୀ ଚୁମକି ମଣ୍ଡଳ ସେମାନଙ୍କ ବଡ଼ ବାବା ଗୋଲକ ମଣ୍ଡଳ (୬୨ ବର୍ଷ)…

ପ୍ରତିଦିନ ଅନିଚ୍ଛାକୃତ ଆଘାତ ମୃତ୍ୟୁରେ ଯାଉଛି ୫୭ ଜୀବନ

ଭୁବନେଶ୍ବର : ଦେଶରେ ବଢ଼ି ଚାଲିଛି ଅନିଚ୍ଛାକୃତ ଆଘାତ ମୃତ୍ୟୁ। ଏଭଳି ମୃତ୍ୟୁରେ ଓଡ଼ିଶା ଦେଶରେ ଅଷ୍ଟମ ସ୍ଥାନରେ ରହିଛି। ରାଜ୍ୟରେ ବର୍ଷକୁ ଲକ୍ଷେ ଲୋକଙ୍କ ଭିତରୁ ପ୍ରାୟ ୪୬ ଜଣଙ୍କ ଜୀବନ ନେଉଛି ଅନିଚ୍ଛାକୃତ ଆଘାତ। ୨୦୨୨ ମସିହାରେ ଅକାଳରେ ଲିଭି ଯାଇଛି ୨୧ ହଜାର ୧୩ଟି ଜୀବନ ଦୀପ। ଅର୍ଥାତ୍…

୧୩୨୮ ସରକାରୀ ଚାକିରି ହରାଇବେ ଓବିସି ପ୍ରାର୍ଥୀ-ଏଲ୍‌ଟିଆର ଶିକ୍ଷକ ନିଯୁକ୍ତି!

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ୬୦୨୫ ପଦରେ ଏଲ୍‌ଟିଆର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ପଛୁଆବର୍ଗଙ୍କ ପାଇଁ ମାତ୍ର ୧୧.୨୫% ସଂରକ୍ଷଣ ଥିବା ଯୋଗୁଁ ରାଜ୍ୟର ପଛୁଆବର୍ଗ ଶିକ୍ଷକ ଆଶାୟୀ ପ୍ରାର୍ଥୀମାନେ ଏହି ୬୦୨୫ ଶିକ୍ଷକ ପଦ ମଧ୍ୟରୁ ମାତ୍ର ୨୯୯ ପଦରେ…

ମଣ୍ଡପରୁ ଲୁଟିନେଲେ ମା’ଙ୍କର ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ବର : ମଣ୍ଡପରୁ ଲୁଟିନେଲେ ମା’ଙ୍କର ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର। ଯାଜପୁର କୋରେଇ ଥାନା ବରୁଣ୍ଡେଇସ୍ଥିତ ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ କୋରାଇ ଥାନାରେ ଅଭିଯୋଗ ହୋଇଛି।ଗତକାଲି ରାତିରେ ଭୋଜିଭାତ ସରିବା ପରେ କମିଟି ସଦସ୍ୟ ଓ ପୂଜକ…