Sign in
Sign in
Recover your password.
A password will be e-mailed to you.
ଷଷ୍ଠତମ ଗଞ୍ଜାମ ଜିଲ୍ଲା ପରିଷଦ ବୈଠକ
ଏକ ମନ ବିଚାରଧାରାରେ କାର୍ଯ୍ୟକଲେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ସମ୍ଭବପର- ବାଣିଜ୍ୟ ଓ ପରିବହନ ମନ୍ତ୍ରୀଛତ୍ରପୁର : ଗଞ୍ଜାମ ଜିଲ୍ଲା ପରିଷଦର ଷଷ୍ଠ ତମ ବୈଠକ ଋଷିକୂଲ୍ୟା ସମ୍ମିଳନୀ କକ୍ଷ ଠାରେ ବୁଧବାର ଦିନ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳୀ ସ୍ବାଇଁ!-->…
ଚିତ୍ରକୋଣ୍ଡାର ବାଲିମେଳା ଡ୍ୟାମରେ ନିର୍ଭର କରି ବଞ୍ଚୁଥିବା ମତ୍ସ୍ୟଜୀବୀଙ୍କ ପାଇଁ ସରକାର ଦେଲେ ବଡ଼ ଉପହାର
ମତ୍ସ୍ୟଜୀବୀ ଙ୍କ ପାଈଁ ଡଙ୍ଗା, ଲାଇଫ ଜ୍ୟାକେଟ , ଜାଲ ପ୍ରଦାନ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକର ବାଲିମେଳା ଡ୍ୟାମରେ ମାଛ ଧରି ସହ ସହ ପରିବାର ନିଜର ଗୁଜୁରାଣ ମେଣ୍ଟାଉ ଥିବା ବେଳେ ଏହି ମତ୍ସ୍ୟଜୀବୀ ମାନଙ୍କବିକାଶ ପାଇଁ ରାଜ୍ୟ ସରକାର ନେଉଛନ୍ତି!-->!-->!-->…
ଭଞ୍ଜନଗର ଆହାର କେନ୍ଦ୍ରରେ ଲୋକଙ୍କୁ ମିଳୁନାହିଁ ଆହାର…
ଭଞ୍ଜନଗର: ଭଞ୍ଜନଗର ଆହାର କେନ୍ଦ୍ରରେ ଲୋକଙ୍କୁ ଖାଇବାକୁ ମିଳୁନାହିଁ। ଏହି ଆହାର କେନ୍ଦ୍ରରେ ୫୦୦ ଜଣଙ୍କ ପାଇଁ ଖାଇବାର ବ୍ୟବସ୍ଥା ରହିଛି। କିନ୍ତୁ ରବିବାର ଛାଡ଼ି ଦେଲେ ସବୁଦିନେ ଏଠାରେ ପଞ୍ଚଶହରୁ ଅଧିକ ଲୋକ ଖାଇବାକୁ ଆସିଥାନ୍ତି ଯାହାଦ୍ୱାରା ଲୋକମାନେ ନଖାଇ ଫେରିଥାନ୍ତି। ସୂଚନା ଥାଉକି!-->…
ପୂଜ୍ୟ ପୂଜା ସମିତି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ
ବିଏମସି କତୃପକ୍ଷଙ୍କ ଉପରେ ବିଗିଡ଼ିଲେ ଗୋପବନ୍ଧୁ ପ୍ରେମୀ
ବ୍ରହ୍ମପୁର : ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, ସମାଜ ସଂସ୍କାରକ, ରାଜନୈତିକ କର୍ମୀ, ସାମ୍ବାଦିକ, କବି, ସାହିତ୍ୟିକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ!-->!-->!-->…
ଭଦ୍ରକରୁ ହଟିଲା ୧୬୩ ଧାରା
ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୁଣା ବଜାର ଅଞ୍ଚଳ ଓ ଧାମନଗର ଦୋବୋଲରେ ୧୬୩ଧାରା!-->…
ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ
କେନ୍ଦୁଝର : ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି।ଘଟଣାରୁ ପ୍ରକାଶ ଯେ, ଯେତେବେଳେ ଲୋକଙ୍କ ପାଇଁ ଲୋକମାନଙ୍କ ଦ୍ୱାରା!-->…
6025 ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି।
ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା!-->!-->!-->…
ବିଧାନସଭାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ!-->!-->!-->…
ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ବର : ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି!-->…
ଗୋପବନ୍ଧୁ ଜୟନ୍ତୀ ଅବସରରେ କଟକ ବିଜେଡି ପକ୍ଷରୁ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ
କଟକ : ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ ସାରଳା ଭବନରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ବିଧାୟକ ଦେବି ରଞ୍ଜନ ତ୍ରିପାଠୀ, ସୌ୍ଭିକ ବିଶ୍ୱାଳ!-->…